ବସିଲା ବଡ଼ ବୈଠକ: ସୁରକ୍ଷାକୁ ନେଇ…
ବାଲେଶ୍ୱର,୯।୫: ବାଲେଶ୍ୱର ଚାନ୍ଦିପୁରରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ପୂର୍ବାଞ୍ଚଳ ଡିଆଇଜିଙ୍କ ସମେତ ଏସ୍ପି ଓ ଥାନାଧିକାରୀ ଉପସ୍ଥିତ ଅଛନ୍ତି। ବତ୍ତର୍ମାନ ସାରା ଦେଶ ପାଇଁ ଏକ ସମ୍ବେଦନଶୀଳ ସମୟ ଚାଲି ଥିବା ବେଳେ ଶତ୍ରୁଙ୍କ ଟାର୍ଗେଟ ମଧ୍ୟରେ…
ମାସୁଦ ଆଝାରଙ୍କ ପରିବାର ସଦସ୍ୟଙ୍କ ମୃତ୍ୟୁ ପାଇଁ ପାକିସ୍ତାନ ଆର୍ମି ଦାୟୀ, କାହିଁକି ଏମିତି କହିଲା TTP, ଜାଣନ୍ତୁ…
ଇସଲାମାବାଦ,୯।୫: ଭାରତ ବୁଧବାର (୭ ମଇ, ୨୦୨୫) ପାକିସ୍ତାନର ୯ଟି ଆତଙ୍କବାଦୀ ଶିବିର ଉପରେ ବିମାନ ଆକ୍ରମଣ କରି ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଥିଲା। ଅପରେଶନ ସିନ୍ଦୂର ଅଧୀନରେ କରାଯାଇଥିବା ଏହି କାର୍ଯ୍ୟାନୁଷ୍ଠାନରେ ଜୈଶ-ଏ-ମହମ୍ମଦ ମୁଖ୍ୟ ମୌଲାନା ମାସୁଦ ଆଝାରଙ୍କ…
ସପ୍ତାହେ ପରେ ଆରମ୍ଭ ହେବ IPL? ବଡ଼ ସୂଚନା ଦେଲେ ରାଜୀବ ଶୁକ୍ଳା
ନୂଆଦିଲ୍ଲୀ,୯।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ତୁରନ୍ତ ପ୍ରଭାବରେ ଚଳିତ IPL 2025 ର ବାକି ମ୍ୟାଚ ଗୁଡ଼ିକୁ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି। ରାଜୀବ ଶୁକ୍ଳା କହିଛନ୍ତି ଯେ ବର୍ତ୍ତମାନ ଆଇପିଏଲ ଗୋଟିଏ ସପ୍ତାହ…
ଗୃହ ମନ୍ତ୍ରଣାଳୟର ଜରୁରୀ ନିର୍ଦ୍ଦେଶ: ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସିଭିଲ ଡିଫେନ୍ସ ନିୟମ ଅନୁଯାୟୀ ଜରୁରୀ କ୍ଷମତା ଲାଗୁ କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୯।୫: ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଶୁକ୍ରବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବ ଏବଂ ପ୍ରଶାସକମାନଙ୍କୁ ଏକ ଜରୁରୀ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ନିର୍ଦ୍ଦେଶରେ ସିଭିଲ ଡିଫେନ୍ସ ନିୟମ, ୧୯୬୮ ଅନୁଯାୟୀ ଜରୁରୀ କ୍ଷମତା ଲାଗୁ…
ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି କଚାଡ଼ି ମାରିଲା ଦନ୍ତା
ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କେନ୍ଦେଇପୋଷି ବିଟ୍ କେନ୍ଦେଇପୋଷି ଶନି ମନ୍ଦିର ନିକଟ କାଜୁ ବଗିଚାରେ ଏକ ଗୋଠ ଛଡ଼ା ଦନ୍ତାହାତୀ ଆକ୍ରମଣରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ୬୫ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତ ମୁରୁସୁଆଁ…
ବ୍ୟବସାୟୀଙ୍କୁ ଗୁଳିମାଡ଼: ଲୁଟିନେଲେ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର
ଖୋର୍ଦ୍ଧା,୯।୫: ଖୋର୍ଦ୍ଧା ଜିଲା ବାଲୁଗାଁ ଥାନା ଅଧୀନ ନିମିକ୍ଷେତା ଗାଁ ରାସ୍ତାରେ ଶୁକ୍ରବାର ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ସୁନା ବ୍ୟବସାୟୀ ଉମାକାନ୍ତପୁର ଗ୍ରାମର ବ୍ୟବସାୟୀ ପ୍ରହଲ୍ଲାଦ ନାୟକ(୪୨) ଗୁରୁତର ଆହତ ହୋଇଛନ୍ତି । ତାଙ୍କ ଦେହରେ ୨ ରାଉଣ୍ଡ ଗୁଳି…
Operation Sindoor: ଚାଇନା କହିଲା ଚମକୁଛି ଭାରତ, ଶହବାଜ ସରିଫଙ୍କୁ ଲାଗିବ ବଡ଼ ଝଟକା
ବେଜିଂ/ନୂଆଦିଲ୍ଲୀ,୯।୫: ଚାଇନା ଗୁରୁବାର ଭାରତ ଏବଂ ପାକିସ୍ତାନକୁ ସଂଯମତା ଅବଲମ୍ବନ କରିବାକୁ ଏବଂ ପରିସ୍ଥିତିକୁ ଆହୁରି ଜଟିଳ କରିପାରୁଥିବା କାର୍ଯ୍ୟରୁ ଦୂରେଇ ରହିବାକୁ ଅନୁରୋଧ କରିଛି। ଏହା ସହିତ, ସେ ଉଭୟ ପଡ଼ୋଶୀଙ୍କୁ ‘ଶାନ୍ତି ଏବଂ ସ୍ଥିରତାର ବୃହତ୍ତର ସ୍ବାର୍ଥ’ରେ କାମ…
Operation Sindoor 2.0: ଅପରେଶନ ସିନ୍ଦୂରକୁ ନେଇ ବଡ଼ ବୟାନ ଦେଲେ ସଞ୍ଜୟ ରାଉତ, ‘ସାରା ବିଶ୍ୱ ହସୁଛି, ଯୁଦ୍ଧକୁ ଯୁଦ୍ଧ ଭଳି…’
ନୂଆଦିଲ୍ଲୀ,୯।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବର୍ତ୍ତମାନର ପରିସ୍ଥିତି ଖୁବ ଉତ୍ତେଜନାପୂର୍ଣ୍ଣ ରହିଛି । ଉଭୟ ଦେଶ ଯୁଦ୍ଧ ଆଡକୁ ମୁହାଁଇଛନ୍ତି। ଏହି ସମୟରେ, ଶିବସେନା ୟୁବିଟି ଗୋଷ୍ଠୀ ନେତା ସଞ୍ଜୟ ରାଉତ କହିଛନ୍ତି ଯେ ସାରା ବିଶ୍ୱ ଆମ ଉପରେ…
Operation Sindoor: ଅପରେଶନ ସିନ୍ଦୂରକୁ ନେଇ ସୁପ୍ରିମକୋର୍ଟ ପୂର୍ବତନ ଜଜଙ୍କ ବଡ଼ ବୟନ, କହିଲେ ‘କରାଚିରେ ଆମେ ନେବୁ ସି-ଫୁଡ଼ର ମଜା’
ନୂଆଦିଲ୍ଲୀ,୯।୫: ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ମାର୍କଣ୍ଡେୟ କାଟଜୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ବିବାଦ ଉପରେ କଟାକ୍ଷ କରିଛନ୍ତି। ସେ ଫେସବୁକରେ ଦୁଇଟି ପୋଷ୍ଟ ଲେଖିଛନ୍ତି ଏବଂ ପାକିସ୍ତାନକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଆମେ ଖୁବ…
ରାସ୍ତା ଅବରୋଧକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ
ଦେବଗଡ଼,୯ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳରେ ରାସ୍ତା ଅବରୋଧ କରି ବ୍ୟବସାୟୀମାନଙ୍କ ବିରୋଧରେ ପୌର ପରିଷଦ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ସ୍ବରୂପ ପୌରାଞ୍ଚଳର ଜନଗହଳିପୂର୍ଣ୍ଣ ସ୍ଥାନରେ ଦୋକାନ ଖୋଲି ରାସ୍ତା ଉପରେ ସାମଗ୍ରୀ ରଖୁଥିବା ବ୍ୟବସାୟୀଙ୍କର…
ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା
ବାରଙ୍ଗ,୯ା୫(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର…
ପାକିସ୍ତାନର ISI ଅଫିସ ଉପରେ ଆକ୍ରମଣ କଲା ଭାରତୀୟ ସଶସ୍ତ୍ର ବାହିନୀ: ରିପୋର୍ଟ
ନୂଆଦିଲ୍ଲୀ,୯ା୫: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଗୁରୁବାର ପାକିସ୍ତାନ ପ୍ରଥମେ ଜମ୍ମୁ, ପଞ୍ଜାବ, ରାଜସ୍ଥାନ ଏବଂ ଗୁଜରାଟର ଅଞ୍ଚଳଗୁଡ଼ିକ ଉପରେ ଆକ୍ରମଣ ଆରମ୍ଭ କରିବା ପରେ ଭାରତ ପାକିସ୍ତାନର ମେଟ୍ରୋ ସହରଗୁଡ଼ିକ ଉପରେ ତୁରନ୍ତ ଏବଂ ଶକ୍ତିଶାଳୀ…
Archives


