NASA ଦେଲା ବଡ଼ ଅପ୍ଡେଟ୍: ବୁଧବାର ପୃଥିବୀପୃଷ୍ଠକୁ ଫେରିବେ ସୁନୀତା, ଜାଣନ୍ତୁ ପୂରା ମିଶନ…
ଓ୍ବାଶିଂଟନ,୧୭ା୩: ଦୀର୍ଘ ୯ ମାସର ପ୍ରତୀକ୍ଷା ପରେ ଘଟିବ ଅନ୍ତ। ସୁନୀତା ଓ୍ବିଲିୟମ୍ସଙ୍କ ପୃଥିବୀ ଫେରିବା ନେଇ ସୋମବାର ବଡ଼ ସୂଚନା ଦେଇଛି ନାସା। ଆସନ୍ତା ବୁଧବାର ଭୋର ୩.୩୦ ମିନିଟ୍ରେ ମହାକାଶରୁ ଫେରି ପୃଥିବୀପୃଷ୍ଠରେ ପହଞ୍ଚିବେ ସୁନୀତା ଓ୍ବିଲିୟମ୍ସ ଏବଂ…
ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼: ୩୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ପିଏଡ୍ମୋଣ୍ଟ,୧୬ା୩: ଆମେରିକାରେ ତାଣ୍ଡବ ରଚିଛି ଘୂର୍ଣ୍ଣଝଡ଼। ଘୂର୍ଣ୍ଣଝଡ଼ରେ ସୋମବାର ସୁଦ୍ଧା ୩୯ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଶୁକ୍ରବାର ରାତିରେ କେନ୍ଦ୍ରୀୟ ଓ ଦକ୍ଷିଣ ଆମେରିକାରେ ଏହି ସାମୁଦ୍ରିକ ଝଡ଼ ବ୍ୟାପକ କ୍ଷୟକ୍ଷତି କରିଛି। ଘୂର୍ଣ୍ଣଝଡ଼ରେ ପବନର ବେଗ ୧୦୦…
ରମାକାନ୍ତଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ସ୍ବର୍ଗଦ୍ୱାରରେ ହେବ ଶେଷକୃତ୍ୟ
ଭୁବନେଶ୍ୱର,୧୭ା୩: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଖାରବେଳନଗସ୍ଥିତ ତାଙ୍କ ବାସଭବନରେ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ସୂଚନାଯୋଗ୍ୟ, ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ…
‘କଞ୍ଚାଲଙ୍କା’ ଆଞ୍ଚଳିକ ଭାଷା, ସଂସ୍କୃତିକୁ ଗୁରୁତ୍ୱ ଦେଉଛି
କେନ୍ଦ୍ରାପଡ଼ା ଜିଲାରେ ବିଭୁପ୍ରସାଦ ରଥଙ୍କ ଜନ୍ମ। ପୁରୀ ପରେ ଅହମଦାବାଦରେ ପାଠପଢ଼ା। କର୍ପୋରେଟ କ୍ୟାରିଅର ସମୟରେ ଉତ୍ପାଦନଠାରୁ ଆରମ୍ଭ କରି ସେବା ଏବଂ ମନୋରଞ୍ଜନ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ତାଙ୍କର ଅବଦାନ ଥିଲା। ତାଙ୍କ ନେତୃତ୍ୱରେ ସାରା ଓଡ଼ିଶାରେ ଅନେକ ସାଟେଲାଇଟ୍…
ସ୍ବାସ୍ଥ୍ୟୋପକାରୀ କଳା ଚାଉଳ
କଳା ଧାନର ବୈଜ୍ଞାନିକ ନାମ ‘ଓରାଇଜା ସାଟାଇଭା ଏଲ୍’ ଅଟେ। ଏଥିରେ ଆନ୍ଥୋସାୟାନିନ, ଫେନୋଲିକ୍ ଏସିଡ୍ ଏବଂ ଅନ୍ୟାନ୍ୟ ଶକ୍ତିଶାଳୀ ଆଣ୍ଟିଅକ୍ସିଡାଣ୍ଟର ସମୃଦ୍ଧ ଉପାଦାନ ରହିଛି। ଏଥିରେ ବାର୍ଦ୍ଧକ୍ୟ-ପ୍ରତିରୋଧ କ୍ଷମତା ରହିଛି। ତା’ସହ ଚର୍ମ ପାଇଁ ଏହା ମଧ୍ୟ ଉପକାରୀ। ଗବେଷଣାରୁ…
ଶଗଡ଼କୁ ଧକ୍କା ଦେଇ XUV ଫେରାର, ବୃଦ୍ଧାଙ୍କ ସମେତ ବଳଦ ମୃତ
ଦେବଗଡ଼,୧୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ଛତାବର ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ ଶଗଡ଼କୁ ଧକ୍କା ଦେଇ XUV ଗାଡି ଫେରାର ହୋଇଯାଇଛି। ଏହି ଦୁର୍ଘଟଣାରେ ଜଣେ ବୃଦ୍ଧାଙ୍କ ସମେତ ବଳଦର ମୃତ୍ୟୁ ଘଟିଛି।…
ସୁପର ସ୍ପେଶାଲିଟି ଡାକ୍ତରଖାନାର ଉଦ୍ଘାଟନ କରିବେ ଶାହା
ସମ୍ବଲପୁର,୧୭ା୩(ପ୍ରମୋଦ ବହିଦାର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୨ଓ ୨୩ ତାରିଖ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ପ୍ରଥମ ଦିନ ମାର୍ଚ୍ଚ ୨୨ରେ ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେବା ସହ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କରିବା କାର୍ଯ୍ୟକ୍ରମ ସ୍ଥିର…
ଦିନେ ଛାଡ଼ି ଦିନେ ହେଉଛି ପାନୀୟ ଜଳ ଯୋଗାଣ: ବର୍ଷା ଅପେକ୍ଷାରେ ଅଞ୍ଚଳବାସୀ
ରାଇକିଆ,୧୭ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସହରର ପାନୀୟ ଜଳ ଯୋଗାଣ ହେଉଛି ଏକ ପ୍ରମୁଖ ସମସ୍ୟା। ସହରବାସୀଙ୍କ ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଏବେବି ଅପହଞ୍ଚ ହୋଇ ରହିଛି । ୩୦ ବର୍ଷ ତଳର ପୁରୁଣା ଜଳ ଯୋଗାଣ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ, ୨ଗୁରୁତର
ଗୋପାଳପୁର,୧୭।୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭର ବ୍ରିଜ ନିକଟ ବିଲୁ ଢ଼ାବା ସମୁଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ପିକ୍ଅପ୍ ଭ୍ୟାନ ସହ ଦୁଇଟି ସ୍କୁଟି ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ…
ଏଇ ଭାରତରେ
ଟଙ୍କା ଏଭଳି ଏକ ଜିନିଷ ଯାହା ବେଳେବେଳେ ଭାଇ ଭାଇଙ୍କ ମଧ୍ୟରେ ସାଙ୍ଗ ମଧ୍ୟରେ ଏମିତି କି ବାପା ପୁଅ ମଧ୍ୟରେ ବି ଝଗଡ଼ା ସୃଷ୍ଟି କରାଇ ଦିଏ। ହେଲେ ଆଜିର ସମାଜରେ ଏମିତି କେତେଜଣ ଭଦ୍ର ଓ ସଚ୍ଚୋଟପଣିଆର ବ୍ୟକ୍ତି…
ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ କଖାରୁଫୁଲ
କଖାରୁଫୁଲ ଆମ ଶରୀର ପାଇଁ ବେଶ୍ ଉପକାରୀ। ଏଥିରେ ଅନେକ ପ୍ରକାର ଭିଟାମିନ୍ ଭରିରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ ବୋଲି ଜଣାପଡ଼ିଛି। ‘ରୋଗ ପ୍ରତିରୋଧକ ଶକ୍ତି ଓ କଖାରୁଫୁଲ’…
ଗଛ ଅଛି ଫଟୋରେ, ଗଛ ନାହିଁ ମାଟିରେ
ପ୍ରତିବର୍ଷ କିଛି କିଛି ବୃକ୍ଷ ରୋପଣ କରି ଆମ ଅବକ୍ଷୟମୁଖୀ ପରିବେଶକୁ ସୁରକ୍ଷା କରିବା ନିହାତି ଆବଶ୍ୟକ। ପ୍ରତିବର୍ଷ ପାଳନ କରାଯାଉଥିବା ବନମହୋତ୍ସବର ଲକ୍ଷ୍ୟ ହେଲା ୧-ଜଙ୍ଗଲର ଗୁରୁତ୍ୱ ବିଷୟରେ ଲୋକଙ୍କୁ ସଚେତନ କରିବା। ୨-ଜଙ୍ଗଲ କ୍ଷୟର କ୍ଷତିକାରକ ପ୍ରଭାବ ବିଷୟରେ…
Archives


