ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ
ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଏକ…
ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…
ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭ ବର୍ଷର ନାବାଳକଙ୍କ ମୃତୁ ହୋଇଛି। ମୃତ ନାବାଳକଙ୍କ ନାମ ଲାଗେସ ମାଝୀ ବୋଲି…
ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…
ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇ ନ ଥିବା ବେଳେ ଡାଳିମ୍ବଗୁଡିକ ଏଣେ ତେଣେ ପଡ଼ି ନଷ୍ଟ ହୋଇଥିବା…
କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍
ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏପରିକି ଶ୍ମଶାନ ଯିବାକୁ ହେଲେ ମୃତଦେହ…
ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍: ଟେନ୍ସନ୍ରେ ଚାଇନା
ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର କରିଛି। ୨୦୨୦ରୁ, ଭାରତୀୟ ନୌସେନା ଏହି ଲିଜ ହୋଇଥିବା ହାଇ-ଅଲ୍ଟିଚ୍ୟୁଡ ଲଙ୍ଗ-ଏଣ୍ଡ୍ୟୁରାନ୍ସ (HALE)…
ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ
ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭାଟକୁମରଡା ଗ୍ରାମର କାଳିଆବେହେରା (୪୫)। ଏନେଇ ଲୋକେ ଉତ୍ୟକ୍ତ ହୋଇ ଭାଟକୁମରଡା…
ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ
ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି। ଜାଡେଜା ପ୍ରଥମ ଇନିଂସରେ ଟେଷ୍ଟ କ୍ରିକେଟରେ ୩୫୦ ଉଇକେଟ୍ ପୂରଣ କରିଛନ୍ତି। ଏହା…
ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ
ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଘ ପକ୍ଷରୁ ୧୨ ଦଫା ଦାବି ନେଇ ଅତିରିକ୍ତ…
BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ
ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି ମଜବୁତ କରିବା ଉଦ୍ଦେଶ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚେହେରାଙ୍କୁ ସ୍ଥାନ ଦିଆଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ…
ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…
ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬ ଜଣ ବରିଷ୍ଠ ନେତାଙ୍କୁ ଉପାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ବସୁନ୍ଧରା ରାଜେ…
ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା
ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ ବିବିଧ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ସୋମବାର ଓଡ଼ିଶା କୃଷକ…
ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା
ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ ମହସ୍କେଙ୍କୁ ଭାଜପା ଆଇଟି ସେଲ୍ର ଜାତୀୟ ସଂଯୋଜକ ଦାୟିତ୍ୱ ଦିଆଯାଇଛି। ଦଳର ନୂଆ…

