Home Left

ସଂଯୋଗର ପଥ

ଏକଦା ବାଣିଜ୍ୟ ରାଜପଥଗୁଡ଼ିକ ଭାରତ ଦେଇ ଯାଇଥିଲା। ଏହାକୁ ଗୋଲ୍ଡେନ ରୋଡ୍‌, ହର୍ସ ରୋଡ୍‌, କଟନ୍‌ ରୋଡ୍‌ ଏବଂ ସ୍ପାଇସ୍‌ ରୋଡ୍‌ କୁହାଯାଉଥିଲା। ଏସବୁ ରାସ୍ତା ବିଶେଷକରି ପୂର୍ବ ଓ ପଶ୍ଚିମକୁ ସଂଯୋଗ କରୁଥିଲା। ଯଦି ୟୁରୋପ ଓ ଆମେରିକାକୁ ପଶ୍ଚିମ…

ବିକାଶ ଡିଗ୍ରୀ କଲେଜର ସଫଳତା

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରକାଶିତ ଯୁକ୍ତତିନି କଳା, ବିଜ୍ଞାନ ଏବଂ ବାଣିଜ୍ୟ ଶେଷବର୍ଷ ପରୀକ୍ଷାରେ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ ବିକାଶ ଡିଗ୍ରୀ କଲେଜର ୨୦ଛାତ୍ରୀଛାତ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ଶ୍ରେଷ୍ଠ ଦଶ ତାଲିକାରେ ରହିଛନ୍ତି। ପ୍ରାଣୀ ବିଜ୍ଞାନ ବିଭାଗରେ ଅର୍ପିତା…

ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ସପ୍ତାହେ ବାକି

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ଅମଳ ଆରମ୍ଭ ହୋଇଯାଇଛି। ଜିଲାର ଜଳସେଚିତ ଅଞ୍ଚଳରେ ଏହି ପ୍ରକ୍ରିୟା ଜୋର୍‌ ଧରିଛି। ସେହିପରି ଅଣଜଳସେଚିତ ଅଞ୍ଚଳରେ ମଧ୍ୟ ଚାଷୀମାନେ ଧାନ ଅମଳ ଆରମ୍ଭ କରିଦେଇଛନ୍ତି। ଅନ୍ୟପଟେ ଜିଲାରେ ରବି ଧାନ ସଂଗ୍ରହ…

ନଦୀବନ୍ଧରେ ଯୁବକଙ୍କୁ ହତ୍ୟା

ପାଟକୁରା,୮ା୫(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଧୀନ ବେଡାରୀ ପଞ୍ଚାୟତ ହରିଦାସପୁର ନଦୀବନ୍ଧରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ହରିଦାସପୁର ଗ୍ରାମର ଜ୍ୟୋତିପ୍ରକାଶ ପରିଡ଼ା(୧୮)। ଜ୍ୟୋତିପ୍ରକାଶ ହରିଦାସପୁର ଚିତ୍ରୋତ୍ପଳା ମହୋତ୍ସବରୁ ବିଳମ୍ବିତ ରାତିରେ…

ଘରେ ପଶି ୨୫ ଭରି ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗୋପାଳପୁର,୭ା୫(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ ଦାନପୁର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରର ବାଡ଼ିପଟ କବାଟ ଭାଙ୍ଗି ଲକ୍ଷ୍ୟଧିକ ଟଙ୍କା ସୁନା ଅଳଙ୍କାର ଓ ୪୦ ହଜାର ଟଙ୍କା ଲୁଟି ନେଇଥିବା ନେଇ ବୁଧବାର ଗୋଳନ୍ଥରା ଥାନାରେ ଅଭିଯୋଗ…

ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଶାହଙ୍କ ଜରୁରୀ ବୈଠକ: ସୁରକ୍ଷା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ପାକିସ୍ତାନ ଓ ନେପାଳ ସହ ସୀମା ସଂଲଗ୍ନ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ, ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ମୁଖ୍ୟ ସଚିବଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି। ଏହି ବୈଠକ ଭିଡିଓ କନଫରେନ୍ସିଂ ଜରିଆରେ…

୮ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ

ଭୁବନେଶ୍ୱର,୭ା୫: ଆଜି ରାଜ୍ୟ କ୍ୟାବିନେଟର ଏକ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲାl ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମ କୁ ସୂଚନା…

ବନ୍ଦେ ଭାରତ ଟ୍ରେନ୍‌ ଉପରକୁ ଟେକାପଥର ମାଡ଼, ଭାଙ୍ଗିଲା ଝରକା କାଚ

ରାୟଗଡ଼ା,୭ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନ ନିକଟବର୍ତ୍ତୀ ଲାଡ଼ା ଷ୍ଟେଶନଠାରେ ବିଶାଖାପାଟଣାଠାରୁ ରାୟପୁର ଯାଉଥିବା ବନ୍ଦେ ଭାରତ ଟ୍ରେନକୁ କେହି ଟେକାପଥର ମାଡ଼ କରିଥିଲେ। ଫଳରେ ଟ୍ରେନ୍‌ର ୧୭୨୯ ଓ ୧୭୩୧ ନମ୍ବର କୋଚର ଝରକା କାଚରେ ଫାଟ ହୋଇଥିବା…

ବୃଦ୍ଧାଙ୍କୁ କଚାଡ଼ି ମାରିଦେଲେ, ବନ୍ଧାହେଲେ ନାତୁଣୀ- ନାତୁଣୀ ଜ୍ୱାଇଁ

କେନ୍ଦୁଝର,୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଗମ୍ଭାରିଆ ମୁଣ୍ଡା ସାହିରେ ଜଣେ ବୃଦ୍ଧାକୁ ହତ୍ୟା କରିବା ଘଟଣାରେ ନାତୁଣୀ ଏବଂ ନାତୁଣୀ ଜ୍ୱାଇଁଙ୍କୁ ପୋଲିସ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନଙ୍କର ନାମ ଦୁଲା…

ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ମତ୍ସ୍ୟ ବିଭାଗ ଅଧୀନରେ ହୁମା ଶୁଖୁଆ ହାଟ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଦୁଇ ସପ୍ତାହ ଧରି ପଞ୍ଚାୟତ ଜନପ୍ରତିନିଧି ଓ ପଞ୍ଚୁଦୋଳ ଯାତ୍ରା ପରିଚାଳନା କମିଟି ମଧ୍ୟରେ ଲାଗି ରହିଥିବା ବିବାଦ ବୁଧବାର ସମାଧାନ ହୋଇଛି। ଏସିଆ ମହାଦେଶର ସର୍ବ ବୃହତ ପ୍ରସିଦ୍ଧ ହୁମା ଶୁଖୁଆ ହାଟ ମତ୍ସ୍ୟ ବିଭାଗ ଅଧୀନକୁ…

ଶ୍ୱଶୁର ଘର ଗାଁରେ ରଶି ଲଗାଇ ଆତ୍ମହତ୍ୟା କଲେ ଜ୍ୱାଇଁ

ପାଟଣା,୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗପଶି ଶ୍ୱଶୁର ଘର ଗାଁକୁ ଆସିଥିବା ଜଣେ ୨୩ ବର୍ଷୀୟ ଜ୍ୱାଇଁ ବିଲ ମଝିରେ ଥିବା ନିମ୍ବ ଗଛରେ ଗାମୁଛାରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ବୁଧବାର ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ…

ସୀମାରେ ଗୁଳି ବିନିମୟ: ୨୬ ମାଓବାଦୀ ନିହତ

ମାଲକାନଗିରି,୭ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଓ ତେଲଙ୍ଗାନା ସୀମାବର୍ତ୍ତୀ ଅଞ୍ଚଳ କେରାଗୁଟା ଜଙ୍ଗଲରେ ଆଜକୁ ୧୬ ଦିନ ଧରି ସିଆର୍‌ପିଏଫ୍‌, ଡିଆରଜି, ଏସ୍‌.ଟି.ଏଫ୍‌. ଯବାନମାନେ ଅପରେଶନ ଜାରି ରହିଛି। ତେବେ କେରାଗୁଟା ଜଙ୍ଗଲରେ ଏକ ହଜାରରୁ ଊର୍ଦ୍ଧ୍ୱ ମାଓବାଦୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri