Home Left

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ ବିବିଧ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ସୋମବାର ଓଡ଼ିଶା କୃଷକ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ ମହସ୍କେଙ୍କୁ ଭାଜପା ଆଇଟି ସେଲ୍‌ର ଜାତୀୟ ସଂଯୋଜକ ଦାୟିତ୍ୱ ଦିଆଯାଇଛି। ଦଳର ନୂଆ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ ସହ ପୂର୍ବତନ ଅଷ୍ଟ୍ରେଲୀୟ ଓପନର ଡେଭିଡ ଓ୍ବାର୍ନର କେତେଜଣ ନୂଆ ଖେଳାଳି ସ୍ଥାନ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ ପରାକ୍ରମ ସହ ଜଡ଼ିତ ଗ୍ରହ ବୋଲି ଧରାଯାଏ। ଅନ୍ୟପକ୍ଷରେ ରାହୁଙ୍କୁ ଭ୍ରମ, ଅସ୍ଥିରତା…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର ଝରା (୫୨)ଙ୍କ ପରିବାର ଦୀର୍ଘ ୩୦ ବର୍ଷ ହେଲା ପଲିଥିନ୍ ତଳେ ଜୀବନ…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ ଜଜ୍‌ ଜଗଦୀଶ ପ୍ରସାଦ ମହାନ୍ତି ମାମଲାର ଶୁଣାଣି କରି ସେରଙ୍ଗ ଥାନା ଅନ୍ତର୍ଗତ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ ଜୀବନର କାହାଣୀ ବାଣ୍ଟିଥାନ୍ତି କିମ୍ବା ସ୍ମରଣୀୟ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଥାନ୍ତି। ନିକଟରେ ସେ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ କେତେବେଳେ କୌଣସି ସରକାରୀ ଯୋଜନାର ବିବରଣୀ ସାମ୍ନାକୁ ଆସୁଛି। ଏହାରି ମଧ୍ୟରେ ନିକଟରେ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା ଶନିଙ୍କ ମଧ୍ୟରେ ନବପଞ୍ଚମ ଯୋଗ ଗଠିତ ହେବ। ପଞ୍ଚାଙ୍ଗ ଅନୁସାରେ, ସେପ୍ଟେମ୍ବର ୧…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର ଗାଁକୁ ଫେରିଛି। ମୃତକ ହେଲେ ଖରିଡ଼ା ଗ୍ରାମ ଗାନ୍ଧୀନଗର ସାହିର ନିର ବେହେରା(୫୦)।…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ପୁରୁଷୋତ୍ତମପୁର କଲେଜ ଛକରେ ଲାଗିଥିବା ସିସିଟିଭି କ୍ୟାମେରାରେ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା ସେସନ୍ସ ଜଜ୍‌ ଜଗଦୀଶ ପ୍ରସାଦ ମହାନ୍ତି ସେରଙ୍ଗ ଥାନା ଅନ୍ତର୍ଗତ କୁଡିଙ୍ଗଡ଼ା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?