ବରଗଡ଼ ଧନୁଯାତ୍ରାରେ ଏଥର ନୂଆ କଂସ: ଆଉ କିଛି ସମୟ ପରେ ନାମ ଘୋଷଣା
ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର ମହୋତ୍ସବରେ ଅଭିନୟ...
ଅରୁନ୍ଧତୀ ଜୁଏଲର୍ସର ବିବାହ ମହୋତ୍ସବ ଜୁଏଲେରି ପ୍ରଦର୍ଶନୀ
ଭୁବନେଶ୍ୱର,୧୮।୧୧: ଜୁଏଲେରି ବ୍ରାଣ୍ଡ୍ ଅରୁନ୍ଧତୀ ଜୁଏଲର୍ସ ଚଳିତ ବିବାହ ଋତୁ ପାଇଁ ଗ୍ରାହକଙ୍କ ପସନ୍ଦକୁ ଦୃଷ୍ଟିରେ ରଖି ଅରୁନ୍ଧତୀ ଜୁଏଲର୍ସର ପୁରୀ ଶାଖାରେ ବିବାହ ମହୋତ୍ସବ ଗହଣା ପ୍ରଦର୍ଶନୀ ଶୁଭାରମ୍ଭ କରାଯାଇଛି। ଗ୍ରାହକମାନଙ୍କ ଉପସ୍ଥିତିରେ ରିବନ କଟା ଯାଇ ଏହି...
ମଣିପାଲ ହସ୍ପିଟାଲକୁ ଶ୍ରେଷ୍ଠ ମଲ୍ଟି-ସ୍ପେଶିଆଲିଟି ପ୍ରାଇଭେଟ ହସ୍ପିଟାଲ ପୁରସ୍କାର
ଭୁବନେଶ୍ୱର,୧୮।୧୧ (ଅନୁରାଧା ମହାରଣା): ଦି ଉଇକ-ହନ୍ସା ରିସର୍ଚ୍ଚ ସର୍ଭେ ୨୦୨୫: ବେଷ୍ଟ ହସ୍ପିଟାଲ୍ସ ଇନ୍ ଇଣ୍ଡିଆ ଅନୁସାରେ ଭୁବନେଶ୍ୱରର ଶ୍ରେଷ୍ଠ ମଲ୍ଟି-ସ୍ପେଶିଆଲିଟି ପ୍ରାଇଭେଟ ହସ୍ପିଟାଲ ଭାବେ ମଣିପାଲ ହସ୍ପିଟାଲଙ୍କୁ ସମ୍ମାନିତ କରାଯାଇଛି । ଗତ ୩ ବର୍ଷ ଧରି ମଣିପାଲ...
ମାଟିରେ ମିଶିଲା ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘର
ଜଗତ୍ସିଂହପୁର,୧୮ା୧୧(ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଥାନା ଅନ୍ତର୍ଗତ ଧନିପୁର ନିକଟ ବେହେରାମପୁରସ୍ଥିତ ଏକ ନିରୋଳା ସ୍ଥାନରେ ସନ୍ଦେହଜନକ ଭାବେ ବାଂଲାଦେଶୀ ଅନୁପ୍ରବେଶକାରୀ ଥିବା ନେଇ ରବିବାର ରାତିରେ ସୂଚନା ମିଳିଥିଲା। ଏହି ଆଧାରରେ ଜଗତ୍ସିଂହପୁର ପୋଲିସ ସେଠାରେ ଚଢ଼ାଉ କରିଥିଲା।...
‘ଆଲ୍ଲା ଦେଇଛନ୍ତି ଜୀବନ, ମୃତ୍ୟୁ ସେ ହିଁ ଦେବେ…’, ICTର ନିଷ୍ପତ୍ତି ପୂର୍ବରୁ କ’ଣ କହିଲେ ହାସିନା? ଜାଣନ୍ତୁ…
ଢାକା,୧୭।୧୧: ଆନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ (ICT) ରାୟ ଆସିବା ପୂର୍ବରୁ, ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ତାଙ୍କ ସମର୍ଥକମାନଙ୍କୁ ପଠାଯାଇଥିବା ଏକ ଅଡିଓ କ୍ଲିପରେ ଏକ ଭାବପ୍ରବଣ ବାର୍ତ୍ତା ଦେଇଥିଲେ। ସେ କହିଥିଲେ, ‘ଆଲ୍ଲା ମୋତେ ଜୀବନ ଦେଇଛନ୍ତି,...
ଆମେରିକାରୁ ଏଲ୍ପିଜି ଆମଦାନୀ କରିବ ଭାରତ
ନୂଆଦିଲ୍ଲୀ,୧୮ା୧୧: ଆମେରିକା ସହ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମା ପାଇଁ ଭାରତ ବୁଝାମଣା ଚଳାଇଥିବାବେଳେ ଭାରତୀୟ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ଆସନ୍ତାବର୍ଷରୁ ସେଠାରୁ ବାର୍ଷିକ ୨.୨ ନିୟୁତ ଟନ୍ (ଏମ୍ଟିପିଏ) ତରଳୀକୃତ ପେଟ୍ରୋଲିୟମ୍ ଗ୍ୟାସ୍ (ଏଲ୍ପିଜି) ଆମଦାନୀ କରିବାକୁ ଯାଉଛନ୍ତି। ଏଥିପାଇଁ...
୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଡ଼ଭଙ୍ଗା ଶୀତ: ଏହି ସବୁ ଜିଲାକୁ ଶୀତ ଲହରି ଆଲର୍ଟ
ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ସମଗ୍ର ରାଜ୍ୟରେ ଏବେ ଶୀତର ପ୍ରକୋପ ଜାରି ରହିଥିବାବେଳେ ଭୁବନେଶ୍ୱରରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ରବିବାର ଭୁବନେଶ୍ୱରର ସର୍ବନିମ୍ନ ରାତି ତାପମାତ୍ରା ୧୨.୯ ଡିଗ୍ରୀ ସେଲ୍ସିୟସ ରେକର୍ଡ ହୋଇଥିବାବେଳେ ଏହା ଗତ ୨୫ ବର୍ଷର ରେକର୍ଡ...
ଖୁବ୍ କମ୍ ସମୟରେ ଘରେ ଘରେ ହୋଇଥିଲେ ପରିଚିତ, ଦେଖନ୍ତୁ ଏସବୁ ଭାଇରାଲ ଗୀତ
ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଅନ୍ୟତମ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ଏକ ସକ୍ରିୟ ସ୍ୱର ନିରବି ଯାଇଛି। ଖୁବ୍ କମ୍ ବୟସରେ ଘରେ ଘରେ ପରିଚିତ ହୋଇଥିବା ଏହି ତାରକା କଣ୍ଠଶିଳ୍ପୀଙ୍କୁ ହରାଇ ତାଙ୍କ...
ଛାତ୍ରୀ ଅସଦାଚରଣ ମାମଲାର ରାୟ ପ୍ରକାଶ: ପ୍ରଧାନଶିକ୍ଷକଙ୍କୁ ମିଳିଲା…
ଭବାନୀପାଟଣା, ୧୭।୧୧: (ଉତ୍ତମ କୁମାର ଦାଶ): ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ଥାନା ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର। ଗତ ସେପ୍ଟେମ୍ବର ୨ରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା...
‘ହେ ନବୀନ ବାବୁ…’ ଗୀତ ଗାଇଥିଲେ ହ୍ୟୁମାନ, ଟୁଇଟ୍ କରି ନବୀନ ଲେଖିଲେ ଏମିତି…
ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍...
ଦୂରେଇ ପାରିଲାନି ଛାଡ଼ପତ୍ର: ଧାଇଁଆସିଥିଲେ ସ୍ତ୍ରୀ, ହେଲେ ବଞ୍ଚିଲେନି…
ଭୁବନେଶ୍ୱର,୧୭।୧୧: ଆଉ ଶୁଭିବନି, ହ୍ୟୁମାନଙ୍କ ସ୍ବର, ସେ ରୋମାନ୍ସ, ସେ ଦୁଃଖ ସେ ଦମ୍ଦାର ଭଜନ। କାରଣ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଚିର ନିଦ୍ରାରେ ଶୋଇଯାଇଛନ୍ତି।ଏ ଓଡ଼ିଶାବାସୀ ମୁଣ୍ଡ ବାଡେଇ କାନ୍ଦିଲେ ବି ସେ ଆଉ ଉଠିବେନି,...
ହୋମିଓପାଥି ଚିକିତ୍ସକଙ୍କ ପରଲୋକ
ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ବୟସାଧିକ କାରଣରୁ ସେ ଗତ କିଛି ଦିନ...
Archives


