Home Left

ଗୋଆ ଦ୍ୱିତୀୟ ଥର ଚାମ୍ପିୟନ

ଭୁବନେଶ୍ୱର,୪ା୫(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ କଳିଙ୍ଗ ସୁପର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ବୋର୍ଜା ହେରେରା ଗୋଞ୍ଜାଲେଜଙ୍କ ଡବଲ ଗୋଲ ବଳରେ ଏଫ୍‌ସି ଗୋଆ ୩-୦ ଗୋଲରେ ଜାମଶେଦପୁର ଏଫ୍‌ସିକୁ ହରାଇ ଚାମ୍ପିୟନ ହୋଇଛି। ପୂର୍ବରୁ ୨୦୧୯ରେ ଚାମ୍ପିୟନ ହୋଇଥିବା…

ଖରାରେ ଶ୍ରମିକଙ୍କ ସହ ମାଟି ଖୋଳିଲେ ବିଡିଓ

ପାଟଣା,୪ା୫(ବୀର କିଶୋର ଦାଶ): ପ୍ରାୟତଃ ଅଫିସରମାନେ ତୃଣମୂଳସ୍ତରକୁ ଯାଆନ୍ତିନାହିଁ। କାର୍ଯ୍ୟାଳୟରେ ଶୀତତାପ ନିୟନ୍ତ୍ରଣ କୋଠରିରେ ବସି କାର୍ଯ୍ୟର ସମୀକ୍ଷା କରୁଥିବା ଅଭିଯୋଗ ହୋଇଥାଏ। ମାତ୍ର କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ବିଡିଓ ମାନସ କୁମାର ଦଣ୍ଡପାଟଙ୍କ କାର୍ଯ୍ୟଶୈଳୀ ଏବେ ଚର୍ଚ୍ଚାର ବିଷୟ…

ଫସିଲେ ସୋନୁ ନିଗମ

ବେଙ୍ଗାଲୁରୁ:ଲୋକପ୍ରିୟ ସିଙ୍ଗର ସୋନୁ ନିଗମ ବେଙ୍ଗାଲୁରୁରେ ନିଜର ଏକ କନସର୍ଟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି କନସର୍ଟରେ କନ୍ନଡ଼ ଲୋକଙ୍କ ଭାବନାକୁ ଆଘାତ ଦେଇଥିବା ଅଭିଯୋଗରେ ଶନିବାର ବେଙ୍ଗାଲୁରୁ ପୋଲିସ ତାଙ୍କ ବିରୋଧରେ ମାମଲା ରୁଜୁ କରିଛି। ଗତ ୨୫ରେ…

ପାକିସ୍ତାନୀ ମହିଳାଙ୍କୁ ବିବାହ କରି ଚାକିରି ହରାଇଲେ ଯବାନ

ନୂଆଦିଲ୍ଲୀ,୪ା୫: ପାକିସ୍ତାନୀ ମହିଳାଙ୍କୁ ବିବାହ କରିଥିବା ଘଟଣାକୁ ଲୁଚାଇ ରଖିଥିତ୍ବା ସିଆର୍‌ପିଏଫ୍‌ କନ୍‌ଷ୍ଟେବଲ ମୁନିର ଅହମଦଙ୍କୁ ଶନିବାର ଚାକିରିରୁ ବହିଷ୍କାର କରାଯାଇଛି। ଭିଜା ବୈଧତା ଶେଷ ହେବା ପରେ ଜମ୍ମୁ ବାସିନ୍ଦା ଯବାନ ମୁନିର ଜାଣିଶୁଣି ସ୍ତ୍ରୀଙ୍କୁ ଆଶ୍ରୟ ଦେଇଥିଲେ। ତାଙ୍କ…

World Laughter Day 2025: ବିଶ୍ୱ ହସ ଦିବସ; ୧୫ ମିନିଟ୍‌ ହସ ଦହନ କରିଥାଏ ୪୦ କ୍ୟାଲୋରି, ଜାଣନ୍ତୁ…

୧୯୯୮ ମେ’ ୧୦ରେ ମୁମ୍ବାଇଠାରେ ଡା. ମଦନ କାଟାରିଆଙ୍କ ତତ୍ତ୍ୱାବଧାନରେ ପ୍ରଥମେ ବିଶ୍ୱ ହସ ଦିବସ ପାଳନ କରାଯାଇଥିଲା। ପରବର୍ତ୍ତୀ ସମୟରେ ମେ’ ପ୍ରଥମ ରବିବାରକୁ ଏହି ଦିବସ ଭାବେ ପାଳନ କରାଯାଇଆସୁଛି। ଚଳିତବର୍ଷ ଏହି ଦିବସ ଲାଗି ଥିମ୍‌ ରହିଛି…

ବଦଳିଲା ସିବିଏସ୍‌ଇ ବୋର୍ଡ ପରୀକ୍ଷାଫଳ ପୁନଃମୂଲ୍ୟାୟନ ପ୍ରକ୍ରିୟା

ଭୁବନେଶ୍ୱର,୪ା୫(ଅନୁରାଧା ମହାରଣା): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଖାତା ପୁନଃମୂଲ୍ୟାୟନ ପ୍ରକ୍ରିୟାରେ କେତେକ ପରିବର୍ତ୍ତନ ଆଣିଛି। ପରୀକ୍ଷାଫଳ ପ୍ରକାଶ ପରେ ପୁନଃମୂଲ୍ୟାୟନ ପାଇଁ ଆବେଦନ କରୁଥିବା ଛାତ୍ରୀଛାତ୍ରଙ୍କୁ ପ୍ରଥମେ ଉତ୍ତର ଖାତାର ଫଟୋ…

ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କଲା ପାକିସ୍ତାନ

ଇସଲାମାବାଦ,୪।୫: ପହଲଗାମ୍‌ ଆକ୍ରମଣ ପରେ ସୀମାରେ ଉତ୍ତେଜନା ବଢ଼ିଥିବାବେଳେ ପାକିସ୍ତାନ ୪୫୦ କିଲୋମିଟର ଲକ୍ଷ୍ୟଭେଦ କ୍ଷମତା ବିଶିଷ୍ଟ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ସଫଳତାର ସହ ପରୀକ୍ଷା କରିଥିବା ଦାବି କରିଛି। ସ୍ଥଳରୁ ସ୍ଥଳଭାଗକୁ ନିକ୍ଷେପ କରାଯାଇପାରୁଥିବା ଏହି ଆବଦଲି ଓ୍ବିପନ୍‌ ସିଷ୍ଟମ୍‌କୁ ଏକ…

ବିନୋଦ କାମ୍ବଲି-ପୃଥ୍ବୀ ଶ’ଙ୍କ ଭଳି ନ ହୋଇ ଯାଆନ୍ତୁ ବୈଭବ ସୂର୍ଯ୍ୟବଂଶୀ, BCCIକୁ ଚେତାଇଲେ…

ନୂଆଦିଲ୍ଲୀ,୩।୫: ବିହାରର ଯୁବ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୪ ବର୍ଷ ବୟସରେ ନିଜର ବ୍ୟାଟିଂ ଯୋଗୁ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି। ସେ ସମ୍ପ୍ରତି ଆଇପିଏଲ୍‌ରେ ଶତକ ହାସଲ କରିବାରେ ଦ୍ରୁତତମ ଭାରତୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ବୈଭବଙ୍କ ପ୍ରତିଭା ଦେଖିବା…

ତୃତୀୟ ସପ୍ତାହରେ ଯୁକ୍ତ୨ ପରୀକ୍ଷାଫଳ

ଭୁବନେଶ୍ୱର,୩ା୫(ଅନୁରାଧା ମହାରଣା)- ଓଡ଼ିଶା ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳ ଚଳିତ ମାସ ୬ ତାରିଖରେ ପ୍ରକାଶ ପାଇବ ବୋଲି ଶନିବାର ଏକ ଗୁଜବ ସୃଷ୍ଟି ହୋଇଥିଲା। ତେବେ ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ ପରିଡ଼ା ଏନେଇ…

କଟକ ବ୍ରିଜ ଭୁଶୁଡ଼ିବା ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର, ୩ା୫(ସୁନିତ୍‌ ମିଶ୍ର): କଟକ ଖାନ୍‌ନଗରଠାରେ ବ୍ରିଜ୍‌ ନିର୍ମାଣ ସମୟରେ ଭୁଶୁଡ଼ି ପଡ଼ିବା ଯୋଗୁ ୩ ଜଣଙ୍କ ଜୀବନ ଯିବା ସହ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅଘଟଣ ବିଷୟରେ ଜାଣିବା ପରେ…

ବରଗଡ଼ ଚାଷୀ ମୁଣ୍ଡରେ ଚଡ଼କ: ଝଡ଼ବର୍ଷା ସହ ହେଉଛି କୁଆପଥର ମାଡ଼, ଉଜୁଡ଼ିଲା ରବି ଧାନ ଫସଲ, ବିଦ୍ୟୁତ ନ ଥିବାରୁ…

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ କାଳବୈଶାଖୀର କରାଳ ରୂପ ଲାଗି ରହିଛି। ଶନିବାର ସନ୍ଧ୍ୟାରେ ମଧ୍ୟ କାଳବୈଶାଖୀ ପ୍ରଭାବରେ ଜିଲାର ବିଭିନ୍ନ ସ୍ଥାନରେ ଝଡବର୍ଷା ସାଙ୍ଗକୁ କରାମାଡ (କୁଆପଥର ବୃଷ୍ଟି) ହେଉଛି। ଏବେ ରବି ଧାନ ଫସଲ ଅମଳକ୍ଷମ ଅବସ୍ଥାକୁ ଆସିଥିବା…

ନମାଜ ପଢିବା ପରେ ରାସ୍ତାକୁ ଓହ୍ଲାଇଲେ ହଜାର ହଜାର ମୁସଲମାନ, ସିଧା ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ, ୩।୫: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି ମୁସଲିମ ସମ୍ପ୍ରଦାୟର ହଜାର ହଜାର ଲୋକ। ଆତଙ୍କବାଦୀ ଆକ୍ରମଣରେ ଭାରତର ୨୬ ଜଣ ନିରୀହ ଲୋକଙ୍କ ମୃତ୍ୟୁ ପରେ ମୁସଲିମ ସମ୍ପ୍ରଦାୟର ଲୋକମାନେ ପାକିସ୍ତାନ ଏବଂ ଆତଙ୍କବାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri