Home Left

ନୂଆ ଭୁବନେଶ୍ୱର ଷ୍ଟେଶନରୁ ଗଡ଼ିବ ୩ ଟ୍ରେନ୍‌

ଭୁବନେଶ୍ୱର,୩ା୫(ଅନୁରାଧା ମହାରଣା):ଭୁବନେଶ୍ୱରରୁ ଚଳାଚଳ କରୁଥିବା ୩ଟି ଟ୍ରେନ ପାଇଁ ଟର୍ମିନାଲ ପଏଣ୍ଟ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଟ୍ରେନ୍‌ଗୁଡିକ ଭୁବନେଶ୍ୱର ମୁଖ୍ୟ ଷ୍ଟେଶନ ପରିବର୍ତ୍ତେ ନୂଆ ଭୁବନେଶ୍ୱର ଷ୍ଟଶନରୁ ଯାତ୍ରା ଆରମ୍ଭ କରିବେ। ଏହି ଟ୍ରେନଗୁଡ଼ିକ ମଧ୍ୟରେ ୧୧୦୨୦/୧୧୦୧୯ ଭୁବନେଶ୍ୱର-ସିଏସ୍‌ଏମ୍‌ଟି…

ବିବାଦରେ ଏଜାଜ୍‌ ଖାନ୍‌ଙ୍କ ‘ହାଉସ୍‌ ଆରେଷ୍ଟ’

ମୁମ୍ବାଇ,୩ା୫:ଅଭିନେତା ଏଜାଜ୍‌ ଖାନ୍‌ଙ୍କ ରିଆଲିଟି ଶୋ’ ‘ହାଉସ୍‌ ଆରେଷ୍ଟ’ରେ ଯୌନ ଉଦ୍ଦୀପକ କଣ୍ଟେଣ୍ଟକୁ ନେଇ ବିବାଦ ଉଠିବା ପରେ ଓଭର ଦି ଟପ୍‌ (ଓଟିଟି) ଉଲ୍ଲୁ ଏହାକୁ ହଟାଇ ଦେଇଛି। ଆଡଲ୍ଟ କଣ୍ଟେଣ୍ଟ ପାଇଁ ପରିଚିତ ଉଲ୍ଲୁ ଆପ୍‌ରେ ଏବେ ‘ହାଉସ୍‌…

ପାସ୍‌ହାର: କଳାହାଣ୍ଡିରେ ୯୫.୨୨%, ନୂଆପଡ଼ାରେ ୯୭.୦୫%

ଭବାନୀପାଟଣା,୩ା୫ (ଉତ୍ତମ କୁମାର ଦାଶ): ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି। ଚଳିତ ବର୍ଷ କଳାହାଣ୍ଡି ଜିଲାରେ ପାସ୍‌ ହାର ୯୫.୨୨% ରହିଛି। ଜୟପାଟଣା ବ୍ଲକ ମୁଖିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା…

ସମ୍ବଲପୁର ଜିଲା ଟପ୍ପର: ଜି ଶିରିଶା

ସମ୍ବଲପୁର,୩ା୫(ପ୍ରମୋଦ ବହିଦାର): ନିୟମିତ ଅଭ୍ୟାସ ଯୋଗୁ ମାଟ୍ରିକ୍‌ ପରୀକ୍ଷାରେ ସଫଳତା ପାଇଛନ୍ତି ବୋଲି ସମ୍ବଲପୁର ଜିଲା ଟପ୍ପର ଜି ଶିରିଶା କହିଛନ୍ତି। ମାନେଶ୍ୱରର ଜି ଜଗଦିଶ ଓ ଜି ଶ୍ରୀଲକ୍ଷ୍ମୀଙ୍କ କନ୍ୟା ଶିରିଶା ଚଳିତ ମାଟ୍ରିକ ପରୀକ୍ଷାରେ ୯୪.୩୩ ପ୍ରତିଶତ ହାରରେ…

ସରପଞ୍ଚଙ୍କ ସ୍ବାମୀ-ଶ୍ୱଶୁରଙ୍କୁ ମାରିଦେଲେ ଦୁର୍ବୃତ୍ତ, ଗାଁ ଦାଣ୍ଡରେ ପଡ଼ିଛି ୨ ମୃତଦେହ

ରାୟଗଡ଼ା/ପଦ୍ମପୁର,୩ା୫(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ…

ବ୍ରହ୍ମ ସଂସ୍ଥାପନ କେବଳ ଶ୍ରୀମନ୍ଦିରରେ ହୋଇଥାଏ

ପୁରୀ,୩ା୫(ଅଜିତ୍‌ କୁମାର ମହାନ୍ତି): ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ…

ପୁରୀ ଆସି କଥା ବଦଳାଇଲେ ରାମକୃଷ୍ଣ

ପୁରୀ୩ା୫(ଅଜିତ୍‌ କୁମାର ମହାନ୍ତି): ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ବିବାଦୀୟ ହୋଇଥିବା ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ସେଠାରେ ଏକ ବଙ୍ଗଳା ଟିଭି ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ କହିଥିଲେ, ପୁରୀ ମନ୍ଦିର…

ମାଟିର ମହକ

ଯୁଗେ ଯୁଗେ ମାଟିକୁ ନେଇ ବିବାଦ ରହିଆସିଛି। ମାଟିର ଗୁଣ ଯଥା ଉର୍ବର, ଅନୁର୍ବର, ସମତଳ, ଜଙ୍ଗଲ, ପାହାଡ଼-ପର୍ବତ ଇତ୍ୟାଦି କଥା କହି ବିଚାର କରନ୍ତି ନାହିଁ ବରଂ ତାକୁ ଆଧାର କରି ନିଜର ପରିଚୟ ଜାହିର କରିବା ହେଉ କିମ୍ବା…

ନର୍କ ଓ ସ୍ବର୍ଗର ଧାରଣା

ପ୍ରାୟ ପ୍ରତି ଧର୍ମର ଅନୁଗତମାନେ କହନ୍ତି, ସେମାନଙ୍କ ଧର୍ମରେ ବିଶ୍ୱାସ କରୁ ନ ଥିବା ଲୋକେ ନର୍କକୁ ଯିବେ, ସେମାନେ ନିଜେ ଯେ ଅନ୍ୟ ଧର୍ମର ବିଶ୍ୱାସୀମାନଙ୍କ ମତରେ ନର୍କକୁ ଯିବେ ଭୁଲିଯାଆନ୍ତି। ଏକ ଧର୍ମର ପ୍ରଚାରକ ଅନ୍ୟ ଧର୍ମର ଅନୁଗାମୀ…

ସିପିସି ଓ କେନ୍ଦ୍ର କର୍ମଚାରୀ

କେନ୍ଦ୍ର ସରକାର ଅଷ୍ଟମ କେନ୍ଦ୍ରୀୟ ବେତନ ଆୟୋଗ (ସିପିସି) ଗଠନ ପାଇଁ ସ୍ବୀକୃତି ଦେବାର ପ୍ରାୟ ୪ ମାସ ବିତିଗଲାଣି କିନ୍ତୁ ଏଯାବତ୍‌ ସେଭଳି ନୂଆ ପଦକ୍ଷେପ ନିଆଯାଇନାହିଁ। ଏବେ ଗୁଞ୍ଜରଣ ସୃଷ୍ଟି ହେଉଛି ଯେ, ପ୍ରକ୍ରିୟାରେ ଅଗ୍ରଗତି ହେଉଛି। କିନ୍ତୁ…

ଶିକାରୀଙ୍କ ଗଳା କାଟି ହତ୍ୟା

ଦେବଗଡ଼,୩ା୫(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ମର୍ହା ଗ୍ରାମରେ ଜଣେ ବନ୍ୟଜନ୍ତୁ ଶିକାରୀଙ୍କ ଗଳା କାଟି ହତ୍ୟା କରାଯାଇଛି। ମୃତକ ହେଲେ ସୁରେଶ ଶବର(୫୯)। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୁରେଶଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ…

୨ ଯାଆଁଳା ଭାଇ ମାଲକାନଗିରି ଜିଲା ଟପ୍ପର

ମାଲକାନଗିରି/ଏମ୍‌ଭି ୭୯, ୩ା୫(ଦୁର୍ଯ୍ୟୋଧନ ପାତ୍ର/ଭିକି ବାରିକ): ମାଟ୍ରିକ୍‌ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଦୁଇ ଯାଆଁଳା ଭାଇ ସମାନ ନମ୍ବର ରଖି ମାଲକାନଗିରି ଜିଲା ଟପ୍ପର ହୋଇଛନ୍ତି। କାଲିମେଳା ବ୍ଲକ୍‌ ଏମ୍‌.ଭି. ୭୯ସ୍ଥିତ ସାବେରୀ ଉଚ୍ଚ ବିଦ୍ୟାଳୟରେ ମୋହନ ଲେଙ୍କାଙ୍କ ଦୁଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri