Home Left

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା କରାଯାଉଛି । ତାପମାତ୍ରା ଯେତେ ଅଧିକ ବଢିବ ସେହି ଅନୁପାତରେ ଜଳକଷ୍ଟ ମଧ୍ୟ…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ ହାଜର ହୋଇ ସାକ୍ଷ୍ୟ ପ୍ରଦାନ କରିଛନ୍ତି। ଦେଓ ସାକ୍ଷ୍ୟ ପ୍ରଦାନ ବେଳେ କହିଛନ୍ତି,…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେ ହେଲେ ସ୍ଥାନୀୟ ପ୍ରଭାଶୁଣି ଗ୍ରାମର ଶଶୀ କିଷାନ(୪୫)। ବୁଧବାର ଯୁବତୀଙ୍କ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା ପାଇଁ ଦଳ ସାରା ରାଜ୍ୟରେ ୯ଟି ପରିବର୍ତ୍ତନ ଯାତ୍ରା ବାହାର କରିବାକୁ ଘୋଷଣା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨ କୋଟି ୯୪ ଲକ୍ଷ ୫୦ ହଜାର ଟଙ୍କା ଟ୍ରାଞ୍ଜାକ୍ସନ ହୋଇଥିବା ଜଣାପଡିଛି ବୋଲି…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ ଶିଶୁ ବାଟିକା ଚାକିରି ପାଇଁ କୋର୍ସ କରି ମଧ୍ୟ ଚାକିରି ନ ହେବାରୁ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ ଆଡିଲେଡ୍‌ଠାରେ ଖେଳାଯାଇଥିବା ନିର୍ଣ୍ଣାୟକ ମ୍ୟାଚ୍ରେ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆକୁ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ ନୁହେ ଁବୋଲି ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଶନିବାର ଆୟୋଜିତ ଏକ୍‌…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ ନିଜର ବାନ୍ଧବୀ ସୋଫି ଶାଇନ (Sophie Shine)ଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଥିଲେ। ବିଦ୍ୟାଳୟରୁ ପରୀକ୍ଷା କେନ୍ଦ୍ର ମାତ୍ର ୩ କିଲୋମିଟର ଦୂରତା ହୋଇଥିବା…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକଅପ ପରେ ଏବେ ମଲାଇକାଙ୍କ ନାଁ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ସହ ଯୋଡ଼ା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି କରାଯାଇଛି। ଜାରି କଟକଣାରେ ଅନୁଗୋଳ ଅଧୀନ ଜଙ୍ଗଲରେ ବଣଭୋଜି କିମ୍ବା ସାମାଜିକ ସମାବେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri