ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…
ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା, ମଙ୍ଗଳ: ନାରଙ୍ଗୀ ସହ ଲାଲ, ବୃହସ୍ପତି: ସାମାନ୍ୟ ବାଦାମୀ, ମାଟିଆ, ଲାଲ, ଶନି:…
‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ
କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର ଜିଲାର କୃଷି ବିଜ୍ଞାନ କେନ୍ଦ୍ରରେ ଦୁଇଦିନିଆ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…
ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ
ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ ଶେଷ ତାରିଖ ଥିବାବେଳେ, ଏବେ ଏହାକୁ ଅଗଷ୍ଟ ୨୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି…
ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା
ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ। ବିନା ପ୍ଲାଟଫର୍ମ ଟିକେଟରେ ଷ୍ଟେଶନର ପ୍ଲାଟଫର୍ମକୁ ଯାଇଲେ ଜରିମାନା ମଧ୍ୟ ହୋଇପାରେ। ତେଣୁ…
ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ
କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ ରହିଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତାରେ ମାଟି ପକାଇ ମରାମତି କାର୍ଯ୍ୟ…
ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…
ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ ସାମିଲ ଥିବା ଭୁବନେଶ୍ୱରର ଜଣେ ମହିଳା ପୋଲିସ ସବଇନ୍ସପେକ୍ଟର ସ୍ନେହମଞ୍ଜରୀ ସାହୁ ଓ…
ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ
ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ସମୁଦ୍ର କୂଳ ପରିଦର୍ଶନ କରିଛନ୍ତି।…
ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ
ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍ ସାଇଟର ତଥ୍ୟ ଅନୁଯାୟୀ, ସୋମବାର ଅପରାହ୍ନ ୧ଟାରେ ନଦୀର ଜଳସ୍ତର ୩୯.୧୭୦ ମିଟର ରେକର୍ଡ ହୋଇଛି।…
ପୁରୁଷଙ୍କୁ ହାର୍ଟ ଆଟାକ୍ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…
ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ କେବଳ ମସ୍ତିଷ୍କକୁ କ’ଣ ଶରୀରର କୌଣସି ଅଙ୍ଗ କାର୍ଯ୍ୟକ୍ଷମ ହୋଇପାରିବ ନାହିଁ। ମାତ୍ର…
ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା
ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ ଗିରଫ କରିଛି। ମହିଳା ସବଇନ୍ସପେକ୍ଟର ହେଲେ ସ୍ନେହାମଞ୍ଜରୀ ସାହୁ ଓ ଗିରଫ ସାମ୍ବାଦିକ…
ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ
କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ! ସ୍ବାଭାବିକ। କୋଣାର୍କକୁ ନେଇ ଯେଉଁମାନେ ଆଲୋଚନା କରିଛନ୍ତି, ସେମାନେ ଉପାସନାର ଗଭୀରତା ଭିତରକୁ…
ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍ ଧରିଲେ ସବୁ ଆଶ୍ଚର୍ଯ୍ୟ!
ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍ରେ ଶ୍ରୀଲଙ୍କା ବ୍ୟାଟର କାମିନ୍ଦୁ ମେଣ୍ଡିସଙ୍କ ଏହି କ୍ୟାଚକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଶ୍ରୀଲଙ୍କାର…

