ପ୍ରାଇଭେଟ୍ କର୍ମଚାରୀଙ୍କୁ ମିଳିପାରେ ଦୀପାବଳି ଭେଟି: ବଢିବ EPFO…
ନୂଆଦିଲ୍ଲୀ,୧୩।୧: ଏଥର ଦୀପାବଳିରେ ପ୍ରାଇଭେଟ୍ କର୍ମଚାରୀମାନେ କିଛି ଭଲ ଖବର ପାଇବେ ବୋଲି ଆଶା କରାଯାଉଛି। କର୍ମଚାରୀଙ୍କ ଉନ୍ନତି ପାଇଁ ପରିଚାଳିତ କର୍ମଚାରୀ ପେନସନ ଯୋଜନା ଅଧୀନରେ ସର୍ବନିମ୍ନ ପେନସନ ପରିମାଣ ବୃଦ୍ଧି କରିପାରେ ବୋଲି କୁହାଯାଉଛି। EPFOର କେନ୍ଦ୍ରୀୟ ଟ୍ରଷ୍ଟି…
ଏକାସଙ୍ଗେ ଆସିଗଲା ୩ ଟ୍ରେନ୍ : ଅଉ ତା’ପରେ ଷ୍ଟେଶନରେ ଘଟିଲା…
କୋଲକାତା,୧୩।୧୦: ପଶ୍ଚିମବଙ୍ଗର ବର୍ଦ୍ଧମାନ ରେଳ ଷ୍ଟେଶନରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି। ଭିଡ଼ ଯୋଗୁ ଷ୍ଟେଶନରେ ଥିବା ଫୁଟ ଓଭରବ୍ରିଜ ଉପରୁ ଓହ୍ଲାଇଥିବା ଜଣେ ମହିଳା ଭାରସାମ୍ୟ ହରାଇ ସିଡ଼ି ତଳକୁ ଖସି ପଡ଼ିଥିଲେ, ଯାହା ଫଳରେ ଦଳାଚକଟା ହୋଇଥିଲା।…
ନୂଆପଡ଼ା ଉପନିର୍ବାଚନ ପ୍ରକାଶ ପାଇଲା ବିଜ୍ଞପ୍ତି: ନଭେମ୍ବର ୧୧ରେ ଭୋଟ, ୧୪ରେ ଫଳାଫଳ
ଭୁବନେଶ୍ୱର,୧୩।୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର…
ଜନ୍ତୁ ଶିକାର ପାଇଁ ବିଛାଇଥିଲେ ବିଦ୍ୟୁତ ଫାଶ: ୨ ଶିକାରୀ ଗିରଫ
ଦେବଗଡ,୧୩।୧୦(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଜନ୍ତୁ ଶିକାର ନିମନ୍ତେ ବିଛାଯାଇଥିବା ବିଦ୍ୟୁତ ଫାଶ ଠାବ କରିବା ସହିତ ୨ ଜଣ ଶିକାରୀଙ୍କୁ ଗିରଫ କରି ବନବିଭାଗ କୋର୍ଟଚାଲାଣ କରିଛି । ରିଆମାଳ ବନାଂଚଳ କୁଣ୍ଢେଇଗୋଳା ସେକ୍ସନ ବୁଢାପାଲ ବିଟ ଅନ୍ତର୍ଗତ କପାଗୋଳା…
ମୋଦି ସରକାରଙ୍କୁ ଶକ୍ତ ଝଟ୍କା: ଇସ୍ତଫା ଦେବାକୁ ଧମକ ଦେଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୧୩।୧୦: କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଥିଲେ। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର କ୍ୟାବିନେଟରେ ସ୍ଥାନ ଦେବାକୁ ସୁପାରିଶ କରିଥିଲେ। ସଦାନନ୍ଦନ ମାଷ୍ଟରଙ୍କ…
ଭାଜପା କୋର୍ କମିଟି ବୈଠକ: ଧର୍ମେନ୍ଦ୍ର ପ୍ରଧାନ ଅନୁପସ୍ଥିତ, ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୧୩ା୧୦(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାର କିଭଳି ଅଧିକ ସଶକ୍ତ ହେବ ଏବଂ ନୂଆପଡ଼ା ଉପନିର୍ବାଚନରେ ବିଜୟ ଲାଭ କରିବ ସେନେଇ ରବିବାର ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଦଳୀୟ କାର୍ଯ୍ୟାଳୟରେ କୋର୍ କମିଟି ବୈଠକରେ ମାନସମନ୍ଥନ ହୋଇଛି। ନୂଆପଡ଼ା ଉପନିର୍ବାଚନ ବିଷୟରୁ ଆରମ୍ଭ ହୋଇ…
ମହାମେଣ୍ଟରେ ଆସନ ବୁଝାମଣା ଅଟକିଲା
ନୂଆଦିଲ୍ଲୀ,୧୨ା୧୦: ବିହାରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ଅକ୍ଟୋବର ୧୭ ରହିଥିବା ବେଳେ ମହାମେଣ୍ଟରେ ଆସନ ବୁଝାମଣା ଅଙ୍କ ଛିଡ଼ୁନାହିଁ। ଆର୍ଜେଡି ଅଧ୍ୟକ୍ଷ ଲାଲୁପ୍ରସାଦ ଯାଦବ, ସ୍ତ୍ରୀ ରାବ୍ରୀ ଦେବୀ ଏବଂ ତାଙ୍କ ପୁଅ…
ଚାଷୀଙ୍କ ଫସଲ ଉପରେ ଅପରାଧୀଙ୍କ ଲୋଳୁପଦୃଷ୍ଟି
ବରଗଡ଼/ବରପାଲି,୧୨।୧୦(ପ୍ରେମାନନ୍ଦ ଖମାରୀ/ଚିତ୍ତରଞ୍ଜନ ସାହୁ)): ବରଗଡ଼ ଜିଲା ବରପାଲି ବ୍ଲକ କୁମ୍ଭାରୀ ପଞ୍ଚାୟତ ଭୋଇଟିକ୍ରା ଗ୍ରାମରେ ଭାଗିରଥୀ ଭୋଇଙ୍କ ଅଧା ଏକର କଲରା କିଆରୀକୁ କେହି ଦୁର୍ବୃତ୍ତ ନଷ୍ଟ କରି ଦେଇଛନ୍ତି । କିଆରୀରେ ଥିବା ସମସ୍ତ କଲରା ଲତାକୁ ସମ୍ପୂର୍ଣ୍ଣ ଉଫାଡି…
ଭିଡ଼ ନିୟନ୍ତ୍ରଣ, ସୁରକ୍ଷା ନେଇ ଏସ୍ପିଙ୍କ ବଡ଼ ସମୀକ୍ଷା
ସାକ୍ଷୀଗୋପାଳ,୧୨ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ମନ୍ଦିରରେ ଚଳିତ ମାସ ୩୧ ତାରିଖରେ ଅଁଳାନବମୀ ଓ ନଭେମ୍ବର ୨ରେ ବଡ଼ଏକାଦଶୀ ପାଳନ ହେବ। ପୁରୀ ଜିଲାର ଦ୍ବିତୀୟ ବୃହତ୍ତମ ଗଣପର୍ବ ଅଁଳାନବମୀରେ ଶ୍ରୀରାଧା ଓଡ଼ିଆଣୀ ବେଶରେ ଏବଂ ସାକ୍ଷୀଗୋପାଳ ଠାକୁର ଆକର୍ଷଣୀୟ…
ଯୁବତୀଙ୍କୁ ପଠାଉଥିଲେ ଅଶ୍ଳୀଳ ଫଟୋ, ପରେ ଯାହା ଘଟିଲା ଜାଣନ୍ତୁ…
ବ୍ରହ୍ମପୁର,୧୨।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ଅଶ୍ଳୀଳ ଫଟୋ ପଠାଇବା ଅଭିଯୋଗରେ ସାଇବର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ସେ ହେଲେ କୁକୁଡାଖଣ୍ଡିର ଜ୍ୟୋତିର୍ମୟ ଦଳାଇ(୨୫)। ଅଭିଯୁକ୍ତଙ୍କ ବ୍ୟବହୃତ ମୋବାଇଲ ଫୋନ୍କୁ ପୋଲିସ ଜବତ କରିଛି। ଏନେଇ…
ଟ୍ରେନରେ ଲାଗିଲା ନିଆଁ
ଛତ୍ରପୁର,୧୨ା୧୦(ଦିଲ୍ଲୀପ ସାମଲ): ଖୋର୍ଦ୍ଧାରୁ ବିଶାଖାପାଟଣା ଅଭିମୁଖେ ଯାଉଥିବା ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଯାଇଥିବା ଛତ୍ରପୁର ଷ୍ଟେଶନରେ ଜଣାପଡ଼ିଥିଲା। ଛତ୍ରପୁର ଅଗ୍ନିଶମ ବିଭାଗ ଉକ୍ତ ନିଆଁକୁ ଆୟତ୍ତ କରିଛି । କୋଇଲା ବୋଝେଇ ଟ୍ରେନର ୧୧ ନଂ ବଗିରୁ ଖୁବଜୋରରେ…
ଷ୍ଟେଶନରୁ କରୁଥିଲେ ଗଞ୍ଜେଇ ଚାଲାଣ, ମାଷ୍ଟର ମାଇଣ୍ଡ ସିଭିଲ୍ ଇଞ୍ଜିନିୟର ଛାତ୍ରଙ୍କୁ ବାନ୍ଧିଲା କୋରାପୁଟ GRP ପୋଲିସ
କୋରାପୁଟ,୧୨।୧୦(ଅମିତାଭ ବେହେରା): କୋରାପୁଟ ରେଲୱେ ଷ୍ଟେସନରୁ ନିୟମିତ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଏମିତିରେ କୋରାପୁଟ ଜିଆରପି ପୋଲିସ ଗଞ୍ଜେଇ ଯୋଗାଉଥିବା ସିଭିଲ ଇଞ୍ଜିନିୟର ଛାତ୍ର ତଥା ମାଷ୍ଟର ମାଇଣ୍ଡଙ୍କୁ ଧରି ଗଞ୍ଜେଇ ଚୋରାଚାଲାଣ ମୁଳପୋଛ କରିବାକୁ ଲକ୍ଷ୍ୟ ରଖିଛି। ରବିବାର…

