Home Left

ମରିସସକୁ ମିଳିଲା ଭାରତର ସହଯୋଗ, ମୋଦି କହିଲେ ଶିକ୍ଷା, ସ୍ବାସ୍ଥ୍ୟ, ପର୍ଯ୍ୟଟନ କ୍ଷେତ୍ରରେ କରିବେ ସାହାଯ୍ୟ

ନୂଆଦିଲ୍ଲୀ/ପୋର୍ଟ ଲୁଇସ,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ମରିସସ ଗସ୍ତରେ ଅଛନ୍ତି। ବୁଧବାର ସେ ମରିସସର ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହା ପରେ, ପ୍ରଧାନମନ୍ତ୍ରୀ ମୋଦି ଏବଂ ମରିସସ ପ୍ରଧାନମନ୍ତ୍ରୀ ନବୀନଚନ୍ଦ୍ର ରାମଗୁଲାମ…

ସ୍ତ୍ରୀଙ୍କ ସହ ଭାରତ ଆସିବେ ଜେଡି ଭାନ୍ସ, ଶ୍ୱଶୁର ଘରେ ହେବ ଚର୍ଚ୍ଚା

ନୂଆଦିଲ୍ଲୀ,୧୨।୩: ନୂତନ ଆମେରିକୀୟ ପ୍ରଶାସନର ଦୁଇଜଣ ଶୀର୍ଷ ଅଧିକାରୀ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆମେରିକାର ଜାତୀୟ ଗୁଇନ୍ଦା ନିର୍ଦ୍ଦେଶକ ତୁଳସୀ ଗବାର୍ଡ ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିବେ। ତାଙ୍କ ବ୍ୟତୀତ, ଆମେରିକାରେ ଟ୍ରମ୍ପଙ୍କ ବିଶ୍ୱସ୍ତ…

୧୧ ବର୍ଷରେ ୨୧ ଦେଶ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଇଛନ୍ତି ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମରିସସ ଗସ୍ତରେ ଅଛନ୍ତି। ଏହି ସମୟରେ, ମରିସସର ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ସର୍ବୋଚ୍ଚ ସମ୍ମାନ, ଗ୍ରାଣ୍ଡ କମାଣ୍ଡର ଅଫ ଦି ଅର୍ଡର ଅଫ ଦି ଷ୍ଟାର ଆଣ୍ଡ କି ଅଫ ଦି ଇଣ୍ଡିଆନ ଓସେନରେ…

ସନ୍ଦେହରୁ ସ୍ବାମୀଙ୍କ ଜୀବନ ନେଲେ ସ୍ତ୍ରୀ, ସାମ୍ବାଦିକ ସମ୍ମିଳନୀରେ ପୂରା ଘଟଣା କହିଲେ ଏସ୍‌ପି

ପାରଳାଖେମୁଣ୍ଡି,୧୨ା୩: ଗଜପତି ଜିଲା ପାରଳାଖେମୁଣ୍ଡି ନଗରମ ପଲ୍ଲୀ ସାହିରେ ହୋଇଥିବା ହତ୍ୟା ଘଟଣାରେ ମୃତ ଜଗଦୀଶଙ୍କ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ସ୍ତ୍ରୀ ହରିଙ୍କୁ ଗିରଫ କରି ପାରଳାଖେମୁଣ୍ଡି ପୋଲିସ ମଙ୍ଗଳବାର ସିନ୍‌ ରିକ୍ରିଏସନ କରିଥିଲା। ଆଜି ସମସ୍ତ ଦିଗକୁ ତଦନ୍ତ…

ତାରାଙ୍କୁ ନିଲମ୍ବନ କରିବା ନେଇ ତାତିଲେ ସୁର, କହିଲେ ଦାନ୍ତ ଭାଙ୍ଗି ଦେଇଥାନ୍ତି…

ଭୁବନେଶ୍ୱର,୧୨।୩: ବିଧାନସଭାରୁ ୭ଦିନ ପାଇଁ ନିଲମ୍ବନ ହୋଇଛନ୍ତି କଂଗ୍ରେସ ନେତା ତାରା ବାହିନୀପତି। ଏହାକୁ ନେଇ ପ୍ରତିବାଦକୁ ଓହ୍ଲାଇଛି କଂଗ୍ରେସ ଆଉ ବିଜେଡି। ଜୋରଦାର ବିରୋଧ କରିବା ସହ ବିଧାନସଭାକୁ ମଧ୍ୟ ବୟକଟ କରିଛି କଂଗ୍ରେସ।ଏହାକୁ ନେଇ ସୁର ରାଉତରାୟ ମଧ୍ୟ…

ପେଟ ଦରଜ ହେଉଥିଲେ କରନ୍ତୁ ନାହିଁ ଅଣଦେଖା, ହୋଇପାରେ ଏହି ମାରାତ୍ମକ ରୋଗ, ଜାଣନ୍ତୁ କ’ଣ କୁହନ୍ତି ବିଶେଷଜ୍ଞ…

ଆମର ଖାଦ୍ୟପେୟ ଏବଂ ଜୀବନଶୈଳୀ ଆମ ସ୍ବାସ୍ଥ୍ୟ ଉପରେ ସବୁଠାରୁ ଅଧିକ ପ୍ରଭାବ ପକାଏ। ଖରାପ ଜୀବନଶୈଳୀ ଶରୀରରେ ଅନେକ ପ୍ରକାରର ରୋଗ ହେବାର ସୁଯୋଗ ଦିଏ। ଯାହା ଆମ ସ୍ବାସ୍ଥ୍ୟ ଉପରେ ଗଭୀର ପ୍ରଭାବ ପକାଇଥାଏ। ଖାଦ୍ୟପେୟ ଅଭ୍ୟାସ ଲିଭର…

ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ, ମଦ ପିଇ ହୋଲି ଖେଳିଲେ…

ଭୁବନେଶ୍ୱର,୧୨ା୩: ହୋଲି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ। ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସ୍‌ମିଟ୍‌ କରି କହିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା। ମଦ୍ୟପାନ କରି କୌଣସି ନଦୀ, ପୋଖରୀରେ ଗାଧୋଇବା ଉପରେ ମଧ୍ୟ…

ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କଲେ ପୁଅ ବାବୁସାନ

ଭୁବନେଶ୍ୱର,୧୨ା୩: ପୁରୀର ଶ୍ୱେତଗଙ୍ଗାରେ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରିଛନ୍ତି ପୁଅ ବାବୁସାନ। ଉକ୍ତ କାର୍ଯ୍ୟକ୍ରମରେ ବାବୁସାନଙ୍କ ସ୍ତ୍ରୀ ତୃପ୍ତି ଏବଂ ଅନ୍ୟ ସମ୍ପର୍କୀୟମାନେ ଉପସ୍ଥିତ ଥିଲେ। ଗତ ଫେବୃଆରୀ ୨୭ ତାରିଖରେ ଅଭିନେତା ଉତ୍ତମ ମହାନ୍ତିଙ୍କର ଦେହାନ୍ତ ହୋଇଥିବା ବେଳେ…

ମହାବାରୁଣୀ ପାଇଁ ତୀର୍ଥକ୍ଷେତ୍ର ଋଷିମାଳ ଉତ୍ସବମୁଖର: ଯୋଗଦେବେ ହଜାର ହଜାର ଶ୍ରଦ୍ଧାଳୁ

ଦାରିଙ୍ଗବାଡି, ୧୨। ୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ତପଭୂମି ଋଷିମାଳଠାରେ ମହାବାରୁଣୀ ବୁଡ଼ ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି ପ୍ରରିପ୍ରେକ୍ଷୀରେ ହୋମ, ପୂଜା କରାଯାଇ ଶୁଭଖୁଣ୍ଟିକୁ ସ୍ଥାପନ କରାଯାଇଥିଲା। ସ୍ବାମୀ ସତ୍ୟାନାନନ୍ଦ ଗିରିଙ୍କ…

ବାଇକ ଦୁର୍ଘଟଣା ନେଲା ଯୁବକଙ୍କ ଜୀବନ

ବାଲିଗୁଡା,୧୨।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତ ପୁନିନାଟ ଗ୍ରାମ ନିବାସୀ ଲିଲୁ ଦିଗାଲ (୩୦) ବାଇକ ଦୁର୍ଘଟଣାରେ ବୁଧବାର ସକାଳେ ମୃତ୍ୟୁବରଣ କରିଥିବା ଜଣାପଡିଛି l ଘଟଣାରୁ ପ୍ରକାଶ ଯେ, ପୁନିନାଟ ନିକଟରେ ରାସ୍ତା…

ସପ୍ତାହରେ ୮ଘଣ୍ଟାରୁ ଅଧିକ ସମୟ କାମ କରନ୍ତି ଏହି ରାଜ୍ୟର ଲୋକ, ସରକାରୀ କର୍ମଚାରୀ କରନ୍ତି ଏତିକି ସମୟ, ଦେଖନ୍ତୁ ରାଜ୍ୟଓ୍ବାରୀ ଲିଷ୍ଟ

ନୂଆଦିଲ୍ଲୀ,୧୨।୩: ଗତ କିଛି ମାସ ହେଲା ଭାରତରେ କାର୍ଯ୍ୟ ସମୟକୁ ନେଇ ବିବାଦ ଉଠୁଛି। ଯେତେବେଳେ କିଛି କର୍ପୋରେଟ ମାଲିକ ସପ୍ତାହରେ 70 ଘଣ୍ଟା କିମ୍ବା ତା’ଠାରୁ ଅଧିକ କାମ କରିବାକୁ ସମର୍ଥନ କରିଥିଲେ, ସେତେବେଳେ ବହୁତ ହଙ୍ଗାମା ହୋଇଥିଲା। କୁହାଯାଇଥିଲା…

ଏଣିକି ଟଙ୍କା ପରି ATMରୁ କାଢିପାରିବେ ସୁନା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୩: ଏଟିଏମରୁ ନୋଟ ବାହାରୁଥିବା କଥା ତ ସମସ୍ତେ ଜାଣନ୍ତି। କିନ୍ତୁ ସୁନା ଓ ରୂପା ବାହାରିବା କେବେ ଶୁଣିଛନ୍ତି କି? ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ତିରୁପତି ମନ୍ଦିର ଦର୍ଶନ କରିବାକୁ ଯାଉଥିବା ଭକ୍ତମାନଙ୍କୁ ଏବେ ଏଠାରେ ଏକ ନୂଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri