Home Left

ଟାପୁରେ ଫସିଲେ ୩୦ ହାତୀ, ଦେଖିବାକୁ ନଦୀକୂଳରେ ଲାଗିଛି ପ୍ରବଳ ଭିଡ଼

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୈତରଣୀ ଟାପୁରେ ଫସିଛନ୍ତି ୩୦ ହାତୀ। ବୈତରଣୀ ନଦୀ ପାର ହୋଇ କେନ୍ଦୁଝରରୁ ମୟୂରଭଞ୍ଜ ଜିଲାକୁ ଯାଉଥିବା ବେଳେ ଲୋକଙ୍କ ଘେରାଉ କାରଣରୁ ମଝିରେ ଏକ ଟାପୁରେ ଅଟକି ଯାଇଛନ୍ତି। ସେମାନଙ୍କୁ ଦେଖିବାକୁ ନଦୀକୂଳରେ ଭିଡ଼ ଜମିଛି।…

ବୟଫ୍ରେଣ୍ଡଙ୍କ ସହ ଗୁପ୍‌ଚୁପ୍‌ ଖାଇବାକୁ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଫେରିବା ବେଳେ ଗଣବଳାତ୍କାର

ଜଳେଶ୍ୱର,୧୧ା୧୦(ନବୀନ ସାହୁ): ପଶ୍ଚିମବଙ୍ଗରେ ଆରଜି କର୍‌ ମେଡିକାଲ କଲେଜ ଘଟଣାର ହୋଇଛି ପୁନରାବୃତ୍ତି। ଦୁର୍ଗାପୁରର ଏକ ଘରୋଇ ମେଡିକାଲ କଲେଜରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ହୋଇଛି ଗଣବଳାତ୍କାର। ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନଚ୍ଚିମପୁର ଅଞ୍ଚଳର ବୋଲି ସୂଚନା ମିଳିଛି।…

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୧୧ା୧୦(ଦୁର୍ଗା କୀର୍ତ୍ତି): ଗୋଟିଏ ନୁହେଁ କି ଦୁଇଟି ନୁହେଁ ବାରମ୍ବାର ଏହି ବ୍ଲକଠାରେ ଖଟିଆରେ ଏବଂ ଭାରରେ ଗର୍ଭବତୀ ମହିଳା ବୁହା ହେବା ଘଟଣା ସାମ୍ନାକୁ ଆସିଥିବା ବେଳେ ପୁଣି ଏକ ଜନନୀ ଯନ୍ତ୍ରଣାର ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି…

ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା, ଦଳ ଛାଡୁଛନ୍ତି ନେତା

ପାଟନା,୧୧।୧୦: ୨୦୨୫ ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି ଏବଂ ରାଜନୈତିକ ସମୀକରଣ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି। ଏହି ପରିପ୍ରେକ୍ଷୀରେ, ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ଝଟକା ପାଇଛି। ପ୍ରକୃତରେ, ଦରଭଙ୍ଗା ଜିଲାର ଆଲିନଗର…

ଚମତ୍କାର ଶତକ ହାସଲ କଲେ ଗିଲ୍‌: ରୋହିତଙ୍କୁ ପଛରେ ପକାଇଦେଲେ

ନୂଆଦିଲ୍ଲୀ,୧୧।୧୦: ଟିମ ଇଣ୍ଡିଆର ଯୁବ ଅଧିନାୟକ ଶୁବମନ ଗିଲ ବର୍ତ୍ତମାନ ଚମତ୍କାର ଫର୍ମରେ ଅଛନ୍ତି। ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ସେ ତାଙ୍କର ଦଶମ ଟେଷ୍ଟ ଶତକ ହାସଲ କରିଥିଲେ। ଏହି ଶତକ…

ଜଙ୍ଗଲଜାତ ଦ୍ରବ୍ୟର ବ୍ୟବହାର ବିକ୍ରି ନେଇ ତାଲିମ

ଦାରିଙ୍ଗବାଡି, ୧୧।୧୦ (ଅରୁଣ ସାହୁ): ଜଙ୍ଗଲ ସୁରକ୍ଷା ନେଇ ଜାଗୃତି ସଭାଗୃହ ଠାରେ ଚାଲିଥିବା ୨ ଦିନିଆ କର୍ମଶାଳା ଶନିବାର ଉଦ୍‌ଯାପିତ ହୋଇଛ। ଗୋଷ୍ଠୀ ଜଙ୍ଗଲ ଜମି ସମ୍ପର୍କିତ ଏହି କର୍ମଶାଳାକୁ କାର୍ଯ୍ୟକ୍ରମ ଅଧିକାରୀ ସଦାନନ୍ଦ ସିଂଙ୍କ ତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଟ୍ରମ୍ପଙ୍କ ବୟସଠାରୁ ୧୪ ବର୍ଷ ସାନ ତାଙ୍କ ହାର୍ଟ, ଜାଣନ୍ତୁ ଆମେରିକା ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟ ଅପଡେଟ୍ସ

ଓ୍ବାଶିଂଟନ,୧୧।୧୦: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସ୍ବାସ୍ଥ୍ୟାବସ୍ଥା କୁ ନେଇ ବହୁତ ଦିନ ଧରି ଖବରରେ ଅଛନ୍ତି। ତାଙ୍କ ସ୍ବସ୍ଥ୍ୟାବସ୍ଥାକୁ ନେଇ ନିରନ୍ତର ପ୍ରଶ୍ନ ଉଠିଛି। ୭୯ ବର୍ଷୀୟ ଟ୍ରମ୍ପଙ୍କର ସମ୍ପ୍ରତି ଏକ ମେଡିକାଲ ଚେକଅପ ହୋଇଥିଲା, ଯାହା ପରେ…

ପୁଣି ସସ୍‌ପେନ୍ସ ବଢ଼ାଇଲା ଢୋଲକିଆଙ୍କ ସମର୍ଥକଙ୍କ ରାଲି: ଜୟ କାହାର…

ଭୁବନେଶ୍ୱର,୧୧।୧୦: ସସ୍‌ପେନ୍ସ ବଢ଼ାଉଛି ଜୟ ଢୋଲକିଆଙ୍କ ସମର୍ଥକଙ୍କ ରାଲି। ନୂଆପଡ଼ା ଖରିଆର ରୋଡରେ ଜୟ ଢୋଲକିଆ ସମର୍ଥକ ବଡ଼ ରାଲି କରିଛନ୍ତି। କୌଣସି ଦଳର ପତାକା ନ ନେଇ ବଡ଼ ରାଲି ସହ ସଭା ମଧ୍ୟ କରିଛନ୍ତି। ଆମେ ଢୋଲକିଆଙ୍କ ପରିବାର…

ରାହୁଲଙ୍କୁ ମିଳୁ ନୋବେଲ ଶାନ୍ତି ପୁରସ୍କାର, କଂଗ୍ରେସ ନେତାଙ୍କ ଦାବି ପରେ ଭାଜପା କଲା କଟାକ୍ଷ

ନୂଆଦିଲ୍ଲୀ,୧୧।୧୦: ଭେନେଜୁଏଲାର ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋଙ୍କୁ ୨୦୨୫ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଛି। ନୋବେଲ ପୁରସ୍କାର ଘୋଷଣା ପରେ, କଂଗ୍ରେସ ଦଳ ଭେନେଜୁଏଲାର ମୁଖ୍ୟ ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋଙ୍କୁ ଲୋକ ସଭାର…

IPL ମେଗା ନିଲାମ ପୂର୍ବରୁ ରାଜସ୍ଥାନ ରୟାଲ୍ସ କରିବ ବଡ଼ ପରିବର୍ତ୍ତନ: ଏହି ଷ୍ଟାର କ୍ରିକେଟରଙ୍କୁ ଦେବ ବାଦ୍‌!

ନୂଆଦିଲ୍ଲୀ,୧୧।୧୦: IPL ୨୦୨୬ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି, ଏବଂ ଦଳଗୁଡ଼ିକ ସେମାନଙ୍କ ଦଳରେ ପରିବର୍ତ୍ତନ ପାଇଁ ଆଲୋଚନାକୁ ତୀବ୍ର କରିଛନ୍ତି। ରାଜସ୍ଥାନ ରୟାଲ୍ସ ମଧ୍ୟ ପ୍ରମୁଖ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ ହେଉଛି। ଗତ ସିଜନରେ ଦଳର ପ୍ରଦର୍ଶନ ଆଶାଠାରୁ କମ…

ପୁଣି ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ: ବସନ୍ତ ପଣ୍ଡାଙ୍କୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୧।୧୦: ରାଜ୍ୟ ଅତିଥି ଭବନରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ।ସଭାପତି ମନମୋହନ ସାମଲ, ମାନସ ମହାନ୍ତି, ବସନ୍ତ ପଣ୍ଡା ଉପସ୍ଥିତ ଥିବା ମଧ୍ୟ ଦେଖିବାକୁ ମିଳିଛି। ପୂର୍ବତନ ଏମ୍‌ପି ବସନ୍ତ ପଣ୍ଡାଙ୍କ ମାନଭଞ୍ଜନ ପାଇଁ ଉଦ୍ୟମ ଚର୍ଚ୍ଚା ହେଉଛି। ଜୟ ଢୋଲକିଆ ଭାଜପାରେ…

OSRTC ବସ୍‌ ଗାଡିଆପଡା ଘାଟିରେ ଦୁର୍ଘଟଣାଗ୍ରସ୍ତ: କଣ୍ଡକ୍ଟର ମୃତ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଖଜୁରୀପଡ଼ା,୧୧।୧୦ ( ବିଦୁର ବେହେରା ): ଲାଞ୍ଜିଗଡରୁ କଟକକୁ ଯାତ୍ରା କରୁଥିବା ଯାତ୍ରୀବାହୀ ଓଆରଏସଟିସି ବସ୍‌ ଗାଡିଆପଡା ଘାଟିର ଏସ ବୁଲାନିରେ ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି । କଣ୍ଡକ୍ଟର ସୌମ୍ୟ ରଞ୍ଜନ ଦାସ(୨୪)ମୃତ ହୋଇଥିବା ବେଳେ ବସ ଚାଳକ ଟୁଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?