ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…
ଓସ୍ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବା ଏବଂ ବିରକ୍ତ କରିବା ଅପରାଧରେ ଜଣେ ବୋଟ୍…
ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…
ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ ଲିଭ-ଇନ ପାର୍ଟନର ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ…
ସ୍ବେରେଜ କାମବେଳେ ମିଳିଲା ୯ ମିଲିୟନ ୟୁରୋର ଗୁପ୍ତଧନ
ବ୍ରସେଲ୍ସ,୧୭।୮: ବେଲଜିୟମ୍ରେ ଶ୍ରମିକମାନେ ଏକ ସ୍ବେରେଜ ଲାଇନ୍ ଖୋଳୁଥିବା ସମୟରେ ବିପୁଳ ପରିମାଣର ସୁନା ବିସ୍କୁଟ ଏବଂ ଦୁର୍ଲଭ ମୁଦ୍ରା ପାଇଛନ୍ତି। ବ୍ରସେଲ୍ସଠାରୁ ପ୍ରାୟ ୩୦ କିଲୋମିଟର ଉତ୍ତର-ପଶ୍ଚିମରେ ଅବସ୍ଥିତ ସିଣ୍ଟ୍ ଗିଲିସ ଡେଣ୍ଡରମୋଣ୍ଡେଠାରେ ଭୂତଳ ପାଇପ୍ ବଦଳାଇବା କାମ ଚାଲିଥିବା…
ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍, ଜଳସ୍ତର ରହିଛି…
ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ…
ଆଜିଠାରୁ ଆରମ୍ଭ ହେବ ଜନଗଣନା; ଆଧାର ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ପଚରାଯିବ ୪୦ ପ୍ରଶ୍ନ
ନୂଆଦିଲ୍ଲୀ,୧୭।୮: ଆଜିଠାରୁ ଅର୍ଥାତ ସୋମବାରଠାରୁ ଭାରତର 2027 ଜନଗଣନାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ସୋମବାର ‘ସ୍ବ-ଗଣନା’ ସହିତ ଆରମ୍ଭ ହେବ – ଯେଉଁଠାରେ ବ୍ୟକ୍ତିମାନେ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ଏବଂ ଜମ୍ମୁ ଓ କଶ୍ମୀର, ହିମାଚଳ ପ୍ରଦେଶ…
ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…
ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ ଖୁଆଇ ନିଜେ ପିଇଦେଇଛନ୍ତି ମା’। ତେବେ ଦୁଇ ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ…
ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ
କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ପାଞ୍ଚ ଜଣ ଆହତ ହୋଇଥିବା…
ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…
ପୁରୀ,୧୭ା୮(ଅଜିତ୍ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ।…
ଏଇ ଭାରତରେ
ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍ ଗଁାରେ ଥିବା କେ.ଖେଲ୍ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏଭଳି ଚିନ୍ତାରୁ ମୁକ୍ତ…
ସୁଖ ପରିଭାଷା
ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ ଖୁସି ଥାଏ। କିନ୍ତୁ ତା ବାପା, ମୋର ବନ୍ଧୁ ଶରତ ବାବୁ, ଦୁଃଖରେ…
କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…
ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ ଏକ ସରଳ ଉପାୟରେ ଆପଣ ଏହାକୁ ସନ୍ତୁଳିତ ରଖିପାରିବେ। ଯଦି ଜଣେ ବ୍ୟକ୍ତି…
ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…
ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଚାପି ହୋଇ ଆଈ ଓ ନାତିଙ୍କର ମୃତ୍ୟୁ ଘଟିଥିବା…

