Home Left

ଅବିଶ୍ୱସନୀୟ କ୍ୟାଚ୍‌ ଧରିଲେ ଗୁରନୁର: ବାମ ହାତରେ କଲେ କମାଲ୍‌, ସ୍ତବ୍ଧ ହୋଇଗଲେ କ୍ରିକେଟ୍‌ପ୍ରେମୀ, ଦେଖନ୍ତୁ VIDEO

ଅକଲାଣ୍ଡ,୪।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଚର୍ଚ୍ଚାରେ ରହିଛନ୍ତି ଭାରତୀୟ ବୋଲର ଗୁରନୁର ବରାଡ। ନିଜ ବୋଲିଂରେ ଏକ ଅବିଶ୍ୱସନୀୟ କ୍ୟାଚ ଧରି ସେ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ତାଙ୍କ ଏହି ଚମତ୍କାର ଫିଲ୍ଡିଂର ଶିକାର ହୋଇଛନ୍ତି…

ଭୋରୁ ଭୋରୁ ସ୍କୁଟିରେ ଚାଲିଥିଲା ଗଞ୍ଜେଇ ଚାଲାଣ: ମାଡ଼ିବସିଲା ପୋଲିସ

ହାଟଡିହୀ/ଛେନାପଦି,୪।୧୧(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର କୁମାର ଶାନ୍ତିଙ୍କ ନେତୃତ୍ୱରେ ପୋଲିସର ଏକ ଟିମ୍‌ ୩ ଗଞ୍ଜେଇ ବେପାରୀଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଅଭିଯୁକ୍ତମାନେ ଜଳକଳଙ୍ଗ ଗ୍ରାମର ଜଗନ୍ନାଥ ମଲ୍ଲିକ(୨୭), ବେତିରା ଗ୍ରାମର ପ୍ରକାଶ କୁମାର…

ମହମ୍ମଦ ସିରାଜଙ୍କ ସହ ହେଲା ’ଅନ୍ୟାୟ’! ଟିମ ଇଣ୍ଡିଆରୁ ବାଦ୍‌ ପଡ଼ିବା ପଛର ପ୍ରକୃତ କାରଣ ଆସିଲା ସାମ୍ନାକୁ, ଶୁଣିଲେ…

ନୂଆଦିଲ୍ଲୀ, ୪।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ଅକଲାଣ୍ଡରେ ଖେଳାଯାଉଛି। ନ୍ୟୁଜିଲାଣ୍ଡରେ ଦ୍ରୁତ ବୋଲରମାନଙ୍କୁ ସାହାଯ୍ୟ ମିଳିଥାଏ। ଏହି କାରଣରୁ ଟିମ ଇଣ୍ଡିଆ ନିଜର ସ୍କୱାଡରେ ଅତିରିକ୍ତ ଦ୍ରୁତ ବୋଲରମାନଙ୍କୁ ସାମିଲ କରିଛି। ମହମ୍ମଦ ସିରାଜ ଭାରତର…

ରହସ୍ୟ ଉପରୁ ପରଦା ଉଠାଇଲେ ଶୁବମନ ଗିଲ: ୨୦୨୭ ବିଶ୍ୱକପ୍‌କୁ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୪।୧୧: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହୋଇଛି। ପ୍ରଥମ ମୁକାବିଲା ଇଡେନ ପାର୍କରେ ଖେଳାଯାଉଛି। ଏହି ସିରିକୁ ନେଇ ଭାରତୀୟ ଅଧିନାୟକ ଶୁବମନ ଗିଲ ବଡ଼…

ଗାଁ ପାଖରେ ବାଘର ପାଦଚିହ୍ନ, ଆତଙ୍କରେ ଗ୍ରାମବାସୀ: ବନ ବିଭାଗର ତଦନ୍ତ ଜାରି

ବରଗଡ଼,୪।୧୧(ପ୍ରେମାନନ୍ଦ ଖମାରୀ): ବାରପାହାଡ ପାଦଦେଶ ନିକଟ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ କଣ୍ଡପଲା ପଞ୍ଚାୟତ ରମ୍ପେଲା ଗ୍ରାମ ପାଖରେ ଏକ ବାଘ ବୁଲୁଥିବା ନେଇ ଚର୍ଚ୍ଚା ଚାଲିଛି। ଅନ୍ୟପଟେ ଗ୍ରାମବାସୀ ଗାଁ ପାଖରେ ବାଘ ପାଦଚିହ୍ନ ଦେଖି ଆତଙ୍କିତ ହୋଇ ପଡିଛନ୍ତି।…

ଧୋନୀ ନା ଗାଙ୍ଗୁଲୀ: ସଚିନ ତେନ୍ଦୁଲକରଙ୍କ ବେଷ୍ଟ ଅଧିନାୟକ କିଏ? ନିଜେ କଲେ ବଡ଼ ଖୁଲାସା!

ନୂଆଦିଲ୍ଲୀ, ୪।୧୧: ସୌରଭ ଗାଙ୍ଗୁଲୀ କି ଏମ.ଏସ. ଧୋନୀ? ସଚିନ ତେନ୍ଦୁଲକରଙ୍କୁ ଯେତେବେଳେ ପଚରାଗଲା ଯେ କେଉଁ ଖେଳାଳିଙ୍କ ଅଧିନାୟକତ୍ୱରେ ଖେଳି ତାଙ୍କୁ ସବୁଠାରୁ ଭଲ ଲାଗିଲା, ସେତେବେଳେ ଏହାକୁ ନେଇ ସଚିନଙ୍କ ଏକ ବୟାନ ଭାଇରାଲ ହେବାରେ ଲାଗିଛି। ପ୍ରକୃତରେ…

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ: ପୁରୀ ଯାଉଥିଲେ ସନ୍ଧ୍ୟା ୬ରୁ…

ପୁରୀ, ୪।୧୧: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ। ଆଜି କାର୍ତ୍ତିକ ମାସର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚେତାବନୀ ଦେଲେ ସଚିନ ତେନ୍ଦୁଲକର: ଚୟନକର୍ତ୍ତାଙ୍କୁ କଲେ ଟାର୍ଗେଟ, ମାତ୍ର ୧୫ ବର୍ଷ ବୟସରୁ…

ନୂଆଦିଲ୍ଲୀ,୪।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଟି-୨୦ ଦଳରେ ସାମିଲ ହୋଇଥିବା ବୈଭବଙ୍କୁ ମାତ୍ର ୨ଟି ମ୍ୟାଚ ଖେଳିବାର ସୁଯୋଗ ମିଳିଥିଲା। ଏଥିମଧ୍ୟରୁ ଗୋଟିଏ ମ୍ୟାଚ୍‌ରେ ସେ ନିଜ ବ୍ୟାଟିଂର ଚମକ ଦେଖାଇଥିଲେ। ଏବେ ନଭେମ୍ବର ୧୯ରୁ କତାରରେ ଆରମ୍ଭ ହେବାକୁ ଥିବା…

ପୂର୍ବତନ ମନ୍ତ୍ରୀ ରାସ ବିହାରୀ ବେହେରାଙ୍କ ପରଲୋକ: ଝୁରୁଛି କଳାହାଣ୍ଡି

ଭବାନୀପାଟଣା,୪।୧୧(ଉତ୍ତମ କୁମାର ଦାଶ):କଳାହାଣ୍ଡିର ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସ ବିହାରୀ ବେହେରାଙ୍କ ୮୮ ବର୍ଷ ବୟସରେ ମଙ୍ଗଳବାର ବିଳମ୍ବିତ ରାତିରେ ଭବାନୀପାଟଣାସ୍ଥିତ ବାସ ଭବନରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ଶୁଣି ଜିଲାରେ ଶୋକର ଛାୟା ଖେଳିଯାଇଛି। ୧୯୩୮…

ଧନ ମାଗୁଅଛି-ଜନ ମାଗୁଅଛି

ଜୀବନ ପ୍ରବାହର ଗତିପଥକୁ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରିବା ପାଇଁ ମଣିଷ ଅନେକ କିଛି ଆପଣେଇ ନେଇଥାଏ, ଭୁଲ ଠିକ୍‌ର ନିର୍ଣ୍ଣୟ କରି ସମୟୋଚିତ ପଦକ୍ଷେପ ମଧ୍ୟ ନେଇଥାଏ, ଯାହା ଥାଏ ଜୀବନ ଶୃଙ୍ଖଳାର ଧାରା। ମାତ୍ର ଅନେକ ସମୟରେ ମଣିଷ…

ବାତ୍ୟା ‘ଅର୍ଣ୍ଣବ’ ପରେ ପିଇବା ପାଣି ପାଇଁ ହାହାକାର: ୨୦୦ ପରିବାର ହନ୍ତସନ୍ତ

ଦାରିଙ୍ଗବାଡ଼ି, ୪/୧୧ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ ପରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଜନଜୀବନ। କେଉଁଠି ରାସ୍ତା ବିଚ୍ଛିନ୍ନ ତ ଆଉ କେଉଁଠି ଭୂସ୍ଖଳନ। ଅନ୍ୟପଟେ ବିଦ୍ୟୁତ୍‌ ସଂଯୋଗ ବ୍ୟାହତ ହେବା ଯୋଗୁ ଅନେକ ସ୍ଥାନରେ ପାଇପ୍‌ ଯୋଗେ ଜଳଯୋଗାଣ ବନ୍ଦ ହୋଇଯାଇଛି।…

ଚିଠା ତାଲିକାରୁ ନାଁ କଟିଥିଲେ ଫର୍ମ-୬ ଦାଖଲ କରିପାରିବେ ଭୋଟର

ନୂଆଦିଲ୍ଲୀ,୪ା୧୧: ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ଚିଠା ତାଲିକାରୁ ପୁରୁଣା ଭୋଟରଙ୍କ ନାମ କଟିଥିଲେ, ସେମାନେ ନିଜ ନାମ ଯୋଡ଼ିବା ପାଇଁ ଫର୍ମ-୬ ଦାଖଲ କରିପାରିବେ। ଲୋକ ପ୍ରତିନିଧି ଆଇନ, ୧୯୫୦ର ଧାରା ୩୧ ଅଧୀନରେ ଆଇନଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?