ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ
ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ ରହିଥିବା ବିରାଟକାୟ ଗଛରେ ନିଜ ପ୍ରଚାର ପ୍ରସାର ପାଇଁ ବ୍ୟାନର, ପୋଷ୍ଟରଗୁଡିକୁ ଗଛରେ…
ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ ୩ ଲକ୍ଷ ପିଲା ଉପକୃତ ହେବେ। ଏହାସହ ଉପକୂଳବାସୀଙ୍କ ପାଇଁ ଚଳିତ ବଜେଟରେ…
‘ଟପଲେସ୍, ବ୍ରେନଲେସ ଆଣ୍ଡ ସେମଲେସ୍’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା
ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ ୨୦୨୬ରେ ଚାରି ଜଣଙ୍କୁ ଗିରଫ କରାଯାଇଥିଲା, ଯେଉଁମାନେ…
ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ବନ୍ୟା ପରିଚାଳନାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି।…
ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍କା
ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ ହାଇକମିଶନ ଭାରତୀୟ ନାଗରିକଙ୍କ ପାଇଁ ଭିସା ସେବା ପୁନଃସ୍ଥାପିତ କରିଛି, ଯାହାକୁ ପ୍ରାୟ…
ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ ବର୍ଷ ରାଜ୍ୟ ସରକାର ମୂଳ ବଜେଟ ୨ଲକ୍ଷ ୯୦ ହଜାର କୋଟି ଟଙ୍କାର…
୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ
କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଭାଟିମୁଣ୍ଡା ଗ୍ରାମପଞ୍ଚାୟତର ପିଇଓ ଭରତ ଭୂଷଣ ମିଶ୍ରଙ୍କୁ ଲାଞ୍ଚ…
ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ଗତବର୍ଷ ତୁଳନାରେ ୨୦୨୬-୨୭ ଆର୍ଥିକ ବର୍ଷ…
ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…
ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ ବିଶ୍ୱାସ କରିବେ ଯେ ବିଶ୍ୱରେ ଏପରି ଦେଶ ଅଛି ଯେଉଁଠାରେ ସୁନା ଏବଂ…
ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ
ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼ ବିଜୟ ହାସଲ କରିଥିଲା। ବର୍ତ୍ତମାନ, ମ୍ୟାଚର ପ୍ରାୟ ପାଞ୍ଚ ଦିନ ପରେ, ଏକ…
ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି
ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ କରାଯାଇଛି। ଟିମ ଇଣ୍ଡିଆ ସେମାନଙ୍କର ଚାରୋଟି ମ୍ୟାଚ ଜିତି ଗ୍ରୁପ ପର୍ଯ୍ୟାୟରେ ଶୀର୍ଷରେ…
Archives


