Home Left

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର ବିଭିନ୍ନ…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ରୁଷିଆର ପ୍ରମୁଖ ଇ-କମର୍ସ ରିଟେଲ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ତା’ର ପ୍ରଥମ ଇନିଂସରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ୯ ଉଇକେଟ ହରାଇ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ ବାର୍‌ହାକୁ ଛତ୍ରପୁର ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି। ରବିବାର ଏକ ବାର୍‌ହା…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ ପରିବାର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଜରିଆରେ ଏହି ଦୁଃଖଦ ଖବର ଦେଇଛନ୍ତି ।…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୋହେଲା ଥାନା ଏଏସ ଆଇ ମନରଞ୍ଜନ ପାଣିଗ୍ରାହୀଙ୍କ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ ଭାବେ ଚଢ଼ାଉ କରାଯାଇଛି । ଏହି ଘଟଣାରେ ପୋଲିସ ଉମରକୋଟ ଅଞ୍ଚଳର ସନ୍ତୋଷ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ ହାଇସ୍କୁଲ ମିନିଷ୍ଟାଡିୟମରେ ଚାଲିଥିବା ଦ୍ୱି-ଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି।…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଛନ୍ତି । ରବିବାର କନାଚିକୁଲଙ୍ଗରା ଦେବୀ ମନ୍ଦିରର ଏକ କାର୍ଯ୍ୟକ୍ରମରେ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା ସମୟରେ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା ପରେ ନଦୀକୂଳ ବାସୀ ଆତଙ୍କିତ ହୋଇପଡିଛନ୍ତି । ଗାର୍ଡ ୱାଲ୍‌ ଦୀର୍ଘ ଦିନ…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ଦିବ୍ୟାଙ୍ଗଙ୍କ ଘରୁ କବାଟ ତାଲା ଭାଙ୍ଗି ପ୍ରାୟ ୫୦ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?