ମଦ ବିରୋଧରେ ତାତିଲେ ମହିଳା
କୁତ୍ରା,୨୭ା୪(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଧୀନ ବୁଡାକଟା ଗ୍ରାମର ମହିଳାମାନେ ରବିବାର ମଦ ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ୫୦ରୁ ଊର୍ଦ୍ଧ୍ୱ ମହିଳା ବୁଡାକଟା ଗ୍ରାମରେ ସମ୍ପୂର୍ଣ୍ଣ ଭାବେ ମଦ ବନ୍ଦ କରିବା ପାଇଁ ନାରା ଦେଇଥିଲେ। ବୁଦ୍ଧିଜୀବୀ…
Recharge Plan: ଥରେ ରିଚାର୍ଜ କଲେ ୨୦୨୬ଯାଏ ପୁରା ଫ୍ରି, ଦିନକୁ ମିଳିବ ୨.୫ଜିବି ଡାଟା
ଯଦି ଆପଣ ୨୮, ୫୬ କିମ୍ବା ୮୪ ଦିନର ଭ୍ୟାଲିଡିଟି ସହିତ ରିଚାର୍ଜ ପ୍ଲାନ ନେବାକୁ ଚାହୁଁନାହାଁନ୍ତି ଏବଂ ବାରମ୍ବାର ରିଚାର୍ଜ କରିବାର ଅସୁବିଧା ଚାହୁଁନାହାଁନ୍ତି, ତେବେ ଏକ ଲମ୍ବା ଭ୍ୟାଲିଡିଟି ରିଚାର୍ଜ ପ୍ଲାନ ଆପଣଙ୍କ ପାଇଁ ସର୍ବୋତ୍ତମ ହୋଇପାରେ। ଆପଣ…
ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ
ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି । ପ୍ରଥମ ଅଧିବେଶନରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ…
ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ
ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତକଙ୍କ ବୟସ ୨୫ ବର୍ଷ ହୋଇଥିବା ଅନୁମାନ କରାଯାଉଥିବା ବେଳେ…
Pakistan: ଦିଲ୍ଲୀରେ ହଲଚଲ: ଯେକୌଣସି ମୂହୁର୍ତ୍ତରେ ହେବ ଆକ୍ସନ
ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦିଲ୍ଲୀରେ ଏହାର ପ୍ରତିକ୍ରିୟା ସ୍ବରୂପ ଏକ ଉଚ୍ଚସ୍ତରୀୟ…
IPLରେ ବୁମରାଙ୍କ ଆଉ ଏକ ସଫଳତା
ମୁମ୍ବାଇ,୨୭ା୪: ମୁମ୍ବାଇ ଇଣ୍ଡିଆନ୍ସ(ଏମ୍ଆଇ) ତଥା ଭାରତୀୟ ଦଳର ପ୍ରିମିୟର ପେସର ଯଶପ୍ରୀତ ବୁମରା ତାଙ୍କ ଉଲ୍ଲେଖନୀୟ କ୍ୟାରିୟରରେ ଆଉ ଏକ ସଫଳତା ଯୋଡ଼ିଛନ୍ତି। ସେ ରବିବାର ମୁମ୍ବାଇ ଫ୍ରାଞ୍ଚାଇଜର ସବୁଠୁ ସଫଳ ବୋଲର ହେବାର ସଫଳତା ହାସଲ କରିଛନ୍ତି। ଲକ୍ଷ୍ନୌ ସୁପର…
ଶ୍ରୀରାମଚରିତ ମାନସ କଥାମୃତ ଉଦ୍ଯାପିତ
ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ ଉଦ୍ଯାପିତ ହୋଇଛି। ପଣ୍ଡିତ ସମ୍ଭବ ତ୍ରିପାଠୀ ଏବଂ ଲକ୍ଷ୍ମୀ ନାରାୟଣ ଦାସଙ୍କ ମିଳିତ ପୌରହିତ୍ୟରେ…
ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା
ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ ୨୯ ତାରିଖରେ ଭୁବନେଶର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ।…
ସମାନ କାମକୁ ସମାନ ଦରମା ଦିଆଯାଉ
ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ବେଲଗୁଣ୍ଠା ଟାଉନ ହଲଠାରେ ରବିବାର ଓଡ଼ିଶା ଆଉଟସୋର୍ସିଂ ପୌର କର୍ମଚାରୀ ସଂଘର ଜିଲା ସଭାପତି ପ୍ରଶାନ୍ତ ପରିଛାଙ୍କ ସଭାପତିତ୍ୱରେ ସଂଘର ଗଞ୍ଜାମ ଜିଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସମ୍ମିଳନୀରେ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯିବା…
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ CAITର ବଡ଼ ନିଷ୍ପତ୍ତି: ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ, ଇ-କମର୍ସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି
ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏହାସହ, ଇ-କମର୍ସ କମ୍ପାନୀଗୁଡ଼ିକର ଅନିୟମିତ କାର୍ଯ୍ୟକଳାପ ଉପରେ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର, ଅଗ୍ରାଧିକାର ଭିତ୍ତିରେ ଚାଷକୁ ମାଡ଼ିବ ପାଣି
ଯୋଡ଼ା,୨୭ା୪(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକଠାରେ ନିର୍ମାଣାଧୀନ ଓଡ଼ିଶାର ନଦୀବନ୍ଧ ଯୋଜନା କାନପୁର ପ୍ରକଳ୍ପର ନିର୍ମାଣ ସମୟରେ ଡିପ୍ଲିସନ ସୁଇଚ ନିର୍ମାଣ ହେଉଥିବା ବେଳେ ରେଙ୍ଗାଲି ଡ୍ୟାମରୁ ଜଳ ପ୍ରବାହକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରି ରଖାଯାଇଛି। ଫଳରେ ଯୋଡ଼ା…
ଧମକ ଦେଇ ଥରିଲେ ବିଲୱାଲ, ରାତି ଅଧରେ ପାକିସ୍ତାନ ଛାଡି କାନାଡା ପଳାଇଲେ…
ଇସଲାମବାଦ,୨୭।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ କରି ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ ପଦକ୍ଷେପ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହାକୁ ନେଇ ପଡ଼ୋଶୀ ଦେଶରେ ଆତଙ୍କ ଦେଖାଦେଇଛି ଏବଂ ଲୋକମାନେ ଭୟରେ…
Archives


