ସ୍ତ୍ରୀଙ୍କୁ ମର୍ଡର କରିବାକୁ ଆସି ବାପଘର ଲୋକଙ୍କ ପାଲଟା ଆକ୍ରମଣରେ ଚାଲିଗଲା ସ୍ବାମୀଙ୍କ ଜୀବନ
ଜଟଣୀ,୨୭ା୪: ଖୋର୍ଦ୍ଧା ଜିଲା ଜଟଣୀ ଇନଫୋ ଭ୍ୟାଲି ଥାନା ଅନ୍ତର୍ଗତ ଗ୍ରାମଣ୍ଡିହରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶ୍ବଶୁର ଘରେ ଶାଶୁ, ସ୍ତ୍ରୀକୁ ଆକ୍ରମଣ ବେଳେ ଜ୍ୱାଇଁଙ୍କ ଜୀବନ ଯାଇଛି। ମୃତ ଜ୍ବାଇଁଙ୍କ ଆକ୍ରମଣରେ ଶାଶୁ ଓ ସ୍ତ୍ରୀ ଗୁରୁତର ହୋଇ…
ବାହାଘର ଭୋଜି ଖାଇବାକୁ ଯାଇ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଗଲା
ନୟାଗଡ଼,୨୭ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଗୋଡ଼ିବିଡ଼ା ଗାଁ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଯାଇଛି। ମୃତକ ହେଲେ ନୂଆଗାଁ ଥାନା ଖାଲମଡା ଗାଁର ରିତେଶ ପ୍ରଧାନ(୧୧), ଲ୍ଲା ଥାନା ଗୋଡିବିଡା ଗାଁର ଉମାକାନ୍ତ ନାୟକ(୧୦), ଓଡ଼ଗାଁ…
ବାହାଘରରେ ଯୋଗ ଦେବାକୁ ଯାଉଥିଲେ, ହାଇଓ୍ବା ସହ ଧକ୍କାରେ ଚାଲିଗଲା ୪ ବର୍ଷ ପୁଅର ଜୀବନ; ମା’ବାପାଙ୍କ ସହ ୩ ଗୁରୁତର
ବଲାଙ୍ଗୀର,୨୭।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼-ଘସିଆନ-ଲରମ୍ଭା ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବାକୁ ପଛପଟୁ ଏକ ବାଇକ ଧକ୍କା ଦେବା ଫଳରେ ବାଇକରେ ବସିଥିବା ଜଣେ ବାଳକଙ୍କ ମୃତ୍ୟୁ ହୋଇଛି। ମୃତ ବାଳକ ହେଉଛନ୍ତି…
ଜାହାଜର ପେଣ୍ଟିଂ ଘରେ ଲଗାଉଛନ୍ତି କିଁ ତେବେ ନିହାତି ଜାଣନ୍ତୁ…
ବାସ୍ତୁଶାସ୍ତ୍ର ଅନୁଯାୟୀ, ସମୃଦ୍ଧି ତଥା ସଫଳତାର ପ୍ରତୀକ କୁହାଯାଉଥିବା ଜାହାଜର ପେଣ୍ଟିଂକୁ ଘରେ ଲଗାଇବା ଶୁଭ ହୋଇଥାଏ। କାରଣ ଜାହାଜର ସମ୍ପର୍କ ଯାତ୍ରା, ପରିବହନ ତଥା ବ୍ୟାପାର ସହ ଜଡିତ ହୋଇଥାଏ। ତେବେ କେଉଁ ଭଳି ଜାହାଜର ପେଣ୍ଟିଂକୁ ଘରେ ଲଗାଇବା…
ରକ୍ତ ସମ୍ପର୍କ ଭୁଲିଗଲେ… ଗାଁ ଦାଣ୍ଡରେ ସାନ ଭାଇକୁ ବାନ୍ଧି ପିଟି ପିଟି ମାରିଦେଲେ ବଡ଼ ଭାଇ
ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇର ଆକ୍ରମଣରେ ସାନ ଭାଇ ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବଳରାମ ଗୌଡ (୩୫)। ତାରସିଂ ପୋଲିସ ଘଟଣା…
ଗଞ୍ଜାମରେ ଚାଞ୍ଚଲ୍ୟ: ୨ ଭାଇଙ୍କୁ ପିଟିପିଟି ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ
ବେଗୁନିଆପଡା,୨୭।୪(ସୁଶାନ୍ତ ପଟ୍ଟନାୟକ): ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି। ପୂର୍ବ ଶତ୍ରୁତାରୁ ସେମାନଙ୍କୁ ପିଟିପିଟି ହତ୍ୟା କରିବା ପରେ ଜାଳି ଦେବାକୁ ଚେଷ୍ଟା କରାଯାଇଥିବା…
ଭଞ୍ଜ ରାଜବଂଶର ଅଧିଷ୍ଠାତ୍ରୀ ଦେବୀ କୁଲାଡ ବ୍ୟାଘ୍ରଦେୀ ମନ୍ଦିର ଚୋରି ପରେ ଗ୍ରହଶୁଦ୍ଧି ହୋମଯଜ୍ଞ
ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଦେବୀଙ୍କ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଥିଲା। କିନ୍ତୁ ଦେବୀଙ୍କ ଆଖି ଓ ଜିଭ ଚୋରୀ ହୋଇନାହିଁ। ପୋଲିସ ସିସିଟିଭି ଫୁଟେଜକୁ ଆଧାର କରି…
ଚମ୍ପାପୁଟ ଘାଟରେ ବୁଡ଼ିଲା ଡଙ୍ଗା: ଜଣେ ନିଖୋଜ
ନନ୍ଦପୁର,୨୭।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାନ୍ଥଲୁଙ୍ଗ ପଞ୍ଚାୟତର ଚମ୍ପାପୁଟ ଘାଟରେ ରବିବାର ସକାଳୁ ଏକ ଅଘଟଣ ଘଟିଛି। ଘାଟରୁ ଏକ ଦେଶୀ ଡ଼ଙ୍ଗାରେ ଜୋଲାପୁଟ ରିଜର୍ଭର ମଧ୍ୟକୁ ମାଛଧରିବା ପାଇଁ ଯାଉଥିବା ବେଳେ ଡଙ୍ଗାବୁଡି ଚମ୍ପାପୁଟ…
ନିନ୍ଦା କରିବା ପରିବର୍ତ୍ତେ ଭାରତକୁ ପ୍ରମାଣ ମାଗିଲେ ଶାହିଦ ଆଫ୍ରିଦି, ବୟାନ ଶୁଣିଲେ…
ଇସଲାମାବାଦ,୨୭।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏହାକୁ ନେଇ ଚାରିଆଡେ ପ୍ରତିକ୍ରିୟା ପ୍ରକାଶ ପାଉଥିବା ବେଳେ ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଅଲରାଉଣ୍ଡର ଶାହିଦ ଆଫ୍ରିଦି ବିବାଦୀୟ ବୟାନ ଦେଇଛନ୍ତି।…
ଆମ୍ବୁଲାନ୍ସରେ ହେଉଥିଲା ଗୋଚାଲାଣ: ୪ ଗୋରୁ ଉଦ୍ଧାର, ଆମ୍ବୁଲାନ୍ସ ଜବତ
ଭଦ୍ରକ,୨୭।୪(ସନାତନ ରାଉତ): ଭଦ୍ରକରେ ଗୋ ଚାଲାଣ ରୋକିବା ପାଇଁ ପୋଲିସ କଡା ପଦକ୍ଷେପ ନେଉଥିବାରୁ ଗୋ ମାଫିଆ ମାନେ ଅଭିନ ଉପାୟରେ କରୁଛନ୍ତି ଗୋଚାଲାଣ ।ରବିବାର ଭୋର ସମୟରେ ଗୋ ଚାଲାଣ ହେଉଥିବା ଏକ ଆମ୍ବୁଲାନ୍ସକୁ ଜବତ କରିଛି ପୁରୁଣାବଜ଼ାର ପୋଲିସ…
ମାନିଲା ରୁଷିଆ,ୟୁକ୍ରେନ ଯୁଦ୍ଧରେ ଲଢୁଛନ୍ତି ଦକ୍ଷିଣ କୋରିଆ ସୈନିକ, ପ୍ରଶଂସାରେ ପୋତିଲା…
ମସ୍କୋ,୨୭।୪: ଶେଷରେ ମାନିଲା ରୁଷିଆ। ୟୁକ୍ରେନ ଯୁଦ୍ଧରେ ଉତ୍ତର କୋରିଆର ସୈନ୍ୟଙ୍କୁ ମଧ୍ୟ ନିୟୋଜିତ କରାଯାଇଛି ବୋଲି ରୁଷିଆ ପ୍ରଥମ ଥର ପାଇଁ ନିଶ୍ଚିତ କରିଛି। ରୁଷିଆର TASS ଏବଂ RIA ନୋଭୋଷ୍ଟିକୁ ଉଦ୍ଧୃତ କରି ୟୋନହାପ୍ ନ୍ୟୁଜ୍ ଏଜେନ୍ସି ରିପୋର୍ଟ…
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ କହି ଠକେଇ; ଯୁବକ ଗିରଫ
ରାଉରକେଲା,୨୭ା୪: ରାଉରକେଲା ପୋଲିସ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ…
Archives


