Home Left

ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ଓଭର ବ୍ରିଜ ୱାଲରେ ପିଟି ହେଲା ବାଇକ, ୨ ମୃତ ଜଣେ ଗୁରୁତର

ଭଦ୍ରକ,୨୭।୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ବନ୍ତ ଛକ ଓଭର ବ୍ରିଜ ନେହେରୁ ଷ୍ଟାଡିଅମ ନିକଟରେ ରବିବାର ପୂର୍ବାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଘଟିଛି। ଦୁଇଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ…

NCC କ୍ୟାମ୍ପରେ ଛାତ୍ରୀଛାତ୍ରଙ୍କୁ ନମାଜ ପଢିବାକୁ ବାଧ୍ୟ କରିବା ଅଭିଯୋଗ, ୭ ଶିକ୍ଷକଙ୍କ ବିରୁଦ୍ଧରେ ମାମଲା

ଛତିଶଗଡ଼,୨୭ା୪: ବିଲାସପୁର ଜିଲାରେ ଗୁରୁ ଘାସୀଦାସ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କେତେକ ଛାତ୍ରଛାତ୍ରୀଙ୍କୁ NCC ଶିବିର ସମୟରେ ନମାଜ ପଢିବାକୁ ବାଧ୍ୟ କରାଯାଇଥିବା ଅଭିଯୋଗରେ ଶନିବାର ୭ ଜଣ ଶିକ୍ଷକ ସମେତ ୮ ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଛି। କୋଟା ଥାନା…

ଭାରତ ପାଇଁ ଅଛି ୧୩୦ଟି ପରମାଣୁ ବୋମା, ଧମକ ଦେଲେ ପାକିସ୍ତାନ ମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୪: ପହଲଗାମ ଆକ୍ରମଣ ପରେ ବଢୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ମନ୍ତ୍ରୀ ହାନିଫ ଅବ୍ବାସୀ ଭାରତକୁ ପରମାଣୁ ପ୍ରତିଶୋଧର ଖୋଲା ଧମକ ଦେଇଛନ୍ତି, ଚେତାବନୀ ଦେଇଛନ୍ତି ଯେ ପାକିସ୍ତାନର ଅସ୍ତ୍ରଭାଣ୍ଡାର – ଗୋରୀ, ଶାହୀନ ଏବଂ ଗଜନବୀ ମିସାଇଲ ସହିତ ୧୩୦ଟି…

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର କୋଲାରସଙ୍କ ନେତୃତ୍ୱରେ ଧର୍ମଗଡ ନିକଟସ୍ଥ ଚିଲଚିଲା ଗ୍ରାମର ଏକ ଢ଼ାବାରେ ଚଢାଉ କରାଯାଇ ୧୧୯…

ଏଇ ଭାରତରେ

କାଗଜ ପାଇଁ ବହୁସଂଖ୍ୟାରେ ଗଛ ଓ ବାଉଁଶ କଟାଯାଉଛି, ଯାହା ପରିବେଶ ପାଇଁ କ୍ଷତିକାରକ। ତେବେ ଏହାର ସମାଧାନ ବାଟ ପାଇଛନ୍ତି ରୂପଙ୍କର ଭଟ୍ଟାଚାର୍ଯ୍ୟ ଏବଂ ଅଙ୍କିତ୍‌ ଧର୍‌। ସେମାନେ ପାଣିରେ ବଢୁଥିବା ଏକପ୍ରକାର ଦଳ(କଲିକତି ଦଳ)ରୁ କାଗଜ ତିଆରି କରୁଛନ୍ତି।…

ନିକୃଷ୍ଟ ବିଚାର

ଆମେରିକା କହୁଛି ବାଣିଜ୍ୟରେ ବିଶ୍ୱ ତାହାକୁ ଲୁଟିଛି ଏବଂ କ୍ଷତିପୂରଣ ଚାହେଁ। ଦେଖିବାକୁ ଗଲେ ଏହି ଲୁଣ୍ଠନ ନିଜେ ଆମେରିକା ଦ୍ୱାରା ହୋଇଛି କାରଣ ଏକ ମଜଭୁତ ଡଲାର ପାଇଁ ଆମେରିକା ଯେତିକି ଆମଦାନୀ କରିଛି ସେତିକି ରପ୍ତାନି କରି ନାହିଁ।…

ଭୁବନେଶ୍ୱର ବିମାନବନ୍ଦରରେ ୧୨ ଘଣ୍ଟାରୁ ଅଧିକ ସମୟ ଅଟକି ରହିବା ପରେ ଯାତ୍ରୀଙ୍କ ହଙ୍ଗାମା

ଭୁବନେଶ୍ୱର,୨୭ା୪: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଯାତ୍ରୀମାନେ ଅଟକି ରହିବା କାରଣରୁ ଉତ୍ତେଜନା ସୃଷ୍ଟି ହୋଇଛି। ୧୨ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଯାତ୍ରୀମାନେ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚି ପାରିନାହାନ୍ତି। ୨୫ରୁ ଅଧିକ ଯାତ୍ରୀ ଭୁବନେଶ୍ୱର ବିମାନବନ୍ଦରର ଗେଟ୍…

ଭାରତ ସହିତ ବାଣିଜ୍ୟ ବନ୍ଦ କରି ଫସିଲରେ ପାକିସ୍ତାନ: ଔଷଧ ଯୋଗାଣ ପାଇଁ ନେଲା ‘ଜରୁରୀକାଳୀନ’ ପଦକ୍ଷେପ

ଇସଲାମାବାଦ,୨୭ା୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହ ବାଣିଜ୍ୟିକ ସମ୍ପର୍କ ବନ୍ଦ କରିବା ପରେ ପାକିସ୍ତାନ ଔଷଧ ଯୋଗାଣ ସୁନିଶ୍ଚିତ କରିବା ପାଇଁ “ଜରୁରୀକାଳୀନ ପ୍ରସ୍ତୁତି” ପଦକ୍ଷେପ ଆରମ୍ଭ କରିଛି। ଜିଓ ନ୍ୟୁଜ୍ ରିପୋର୍ଟ ଅନୁଯାୟୀ, ଭାରତର ଇଣ୍ଡସ୍ ଜଳ…

କଲବଲ କରିବ ଖରାଗୁଳୁଗୁଳି, କାଳବୈଶାଖୀ: ମେ’ ୧ ପର୍ଯ୍ୟନ୍ତ ଏସବୁ ଜିଲାରେ

ଭୁବନେଶ୍ୱର,୨୭ା୪(ଅନୁରାଧା ମହାରଣା):  ରାଜ୍ୟରେ ଖରାଗୁଳଗୁଳି ସହ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ରବିବାର ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ଲହରି ନେଇ ୟେଲୋ ଓ୍ବାର୍ନିଂ ରହିଥିବାବେଳେ କାଳାବୈଶାଖୀ ଭୟ ମଧ୍ୟ ରହିଛି। ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଆଦି ଜିଲାରେ ଗ୍ରୀଷ୍ମପ୍ରବାହ…

ସ୍ତନ ସ୍ପର୍ଶ ଉଦ୍ୟମ ବଳାତ୍କାର ନୁହେଁ : କୋଲକାତା ହାଇକୋର୍ଟ

କୋଲକାତା,୨୭ା୪: ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍‌ସୋ) ଆଇନ ଅନୁଯାୟୀ, ପୀଡ଼ିତାଙ୍କ ସ୍ତନ ସ୍ପର୍ଶ କରିବା ଉଦ୍ୟମ ବଳାତ୍କାର ନୁହେଁ ବରଂ ଗମ୍ଭୀର ଯୌନ ଉତ୍ପୀଡ଼ନ ବୋଲି କୋଲକାତା ହାଇକୋର୍ଟ ଟିପ୍ପଣୀ ଦେଇଛନ୍ତି। ଏଭଳି ଏକ ମାମଲାରେ ପଶ୍ଚିମବଙ୍ଗର ଏକ ତଳକୋର୍ଟ…

ଜମ୍ମୁ-କାଶ୍ମୀର ଆକ୍ରମଣ ଉପରେ ମନ୍ତବ୍ୟ ଦେଇ ଛାତ୍ର, ଅବସରପ୍ରାପ୍ତ ଶିକ୍ଷକ, ଓକିଲ ସମେତ ୧୯ ଗିରଫ

ନୂଆଦିଲ୍ଲୀ,୨୭ା୪: ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଉପରେ ମନ୍ତବ୍ୟ ଦେଇ ଉତ୍ତର-ପୂର୍ବାଞ୍ଚଳର ତିନୋଟି ରାଜ୍ୟରେ ଅତି କମରେ ୧୯ ଜଣଙ୍କୁ ଗିରଫ କରାଯାଇଛି। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା, ଯାହା ମଧ୍ୟରେ ଜଣେ ନୌସେନା ଅଧିକାରୀ ଏବଂ ଗୋଇନ୍ଦା…

Pahalgam Attack: ସମ୍ପୃକ୍ତ ୨ ଆାତଙ୍କବାଦୀଙ୍କ ଘର ଧ୍ୱଂସ କରିଦେଲା ଭାରତୀୟ ସେନା

ଶ୍ରୀନଗର,୨୭।୪: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ କଶ୍ମୀରରେ ଥିବା ଆତଙ୍କବାଦୀ ଓ ସେମାନଙ୍କ ସମର୍ଥକମାନଙ୍କୁ ଧରିବା ପାଇଁ ବ୍ୟାପକ ଚଢ଼ାଉ ଜାରି ରହିଛି। କେତେଜଣ ଆତଙ୍କବାଦୀଙ୍କ ଘର ଭଙ୍ଗାଯିବା ସହ ସେମାନଙ୍କ ସୁରକ୍ଷିତ ଆଡ୍ଡା ଉପରେ ଚଢ଼ାଉ କରାଯାଇ ଶତାଧିକ ସହାୟକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri