ଗଣମାଧ୍ୟମ ଉପରେ ଲାଗୁ ହେଲା ପ୍ରସାରଣ କଟକଣା, ସୈନ୍ୟ ଗତିବିଧିର ସିଧା ପ୍ରସାରଣରୁ ଦୂରେଇ ରୁହ
ନୂଆଦିଲ୍ଲୀ,୨୭।୪: ଆତଙ୍କବାଦୀ ନିରୋଧୀ ଅଭିଯାନ, ଜାତୀୟ ସୁରକ୍ଷା ସ୍ବାର୍ଥରେ ସୁରକ୍ଷାବଳର ଗତିବିଧି ଆଦିର ସିଧା ପ୍ରସାରଣଠାରୁ ଗଣମାଧ୍ୟମ ଚ୍ୟାନେଲଗୁଡ଼ିକ ଦୂରେଇ ରହିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଆଡଭାଇଜରି ଜାରି କରିଛି। ଜାତୀୟ ସ୍ବାର୍ଥର ସୁରକ୍ଷାରେ ଗଣମାଧ୍ୟମ, ଡିଜିଟାଲ ପ୍ଲାଟଫର୍ମ…
ଅବ୍ୟବସ୍ଥାରେ ଚାଲିଛି ଗଞ୍ଜାମ ବାଳିକା ବିଦ୍ୟାଳୟ: ଶ୍ରେଣୀଗୃହ ନାହିଁ, ୪ କୋଠରିରେ ପଢୁଛନ୍ତି ୩୮୫ଛାତ୍ରୀ
ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କରଣ ସାହି ଷ୍ଟେସନ ରୋଡ଼ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଅବ୍ୟବସ୍ଥାରେ ଚାଲିଛି। ୪୬ ବର୍ଷର ଏହି ପୁରାତନ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ, ଶିକ୍ଷକ ଅଭାବଜନିତ ସମସ୍ୟା ଛାତ୍ରୀଙ୍କ ପାଡପଢାରେ ପ୍ରଭାବ ପକାଉଛି। ବିଦ୍ୟାଳୟର ଅବ୍ୟବସ୍ଥା…
କ୍ରିଷ୍ଟାଲ୍ ଲୋଟସ୍ ରଖି ବି ଘରର ପରିସ୍ଥିତିକୁ ବଦଳାଇପାରିବେ: ଜାଣନ୍ତୁ କିପରି
ହିନ୍ଦୁ ଧର୍ମରେ ପଦ୍ମ ଫୁଲର ବିଶେଷ ମହତ୍ତ୍ୱ ରହିଛି। ଏହାକୁ ଦିବ୍ୟ ପୂର୍ଣ୍ଣତାର ପ୍ରତୀକ ବୋଲି କୁହାଯାଇଥାଏ। ମାତା ଲକ୍ଷ୍ମୀଙ୍କର ମଧ୍ୟ ଏହି ଫୁଲ ଖୁବ୍ ପସନ୍ଦ। ବିଶ୍ୱାସ ରହିଛି ଯେ, ମାତା ଲକ୍ଷ୍ମୀଙ୍କ ଚରଣରେ ସତେଜ ପଦ୍ମ ଫୁଲ ଅର୍ପଣ…
ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ
କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼ ଜିଲା ରାଏବୋଗା ଥାନାର ହୋମ୍ଗାର୍ଡ ରଶ୍ମିରଞ୍ଜନ ସାହୁ ଗୁରୁତର ଆହତ ହୋଇ ରାଞ୍ଚତ୍ ଡାକ୍ତରଖାନାରେ…
କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ
ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଛି। ଗଛ ପଡ଼ି ତାର ଛିଣ୍ଡିଯିବାରୁ ବିଦ୍ୟୁତ୍ ସରବରାହ ବନ୍ଦ ରହିଛି। ନନ୍ଦପୁର-ସେମିଳିଗୁଡା ସଂଯୋଗୀ…
ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ
ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା ମୁତାବକ, ୨୦୨୩ରେ ଜଣେ ନାବାଳିକାଙ୍କୁ ବଳାତ୍କାର କରି ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ଏ ନେଇ…
ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ
ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ ଘଟଣା ହୋଇପଡ଼ିଛି। ସେହିପରି ଶଯ୍ୟା ଅଭାବ, ରୋଗୀଙ୍କୁ ସାଲାଇନ ଦେବାରେ ଅବ୍ୟବସ୍ଥା ମଧ୍ୟ ସାମ୍ନାକୁ…
ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ
ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ ମନୋନୀତ ହୋଇଛନ୍ତି। ପୂର୍ବରୁ ସେ ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ।…
ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର
ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ କଷ୍ଟ ମାଝୀ(୪୫)। ଗୁରୁତର ଜଣକ ରବି ଖମାରୀ(୫୦)।…
ଚେନ୍ନାଇର ପ୍ରଦର୍ଶନକୁ ନେଇ ମୁହଁ ଖୋଲିଲେ ଧୋନୀ
ଚେନ୍ନାଇ,୨୬ା୪: ଚଳିତ ଆଇପିଏଲ୍ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ଅସହାୟତା ପ୍ରକାଶ କରିବା ସହ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି ଯେ, ଏକା ସମୟରେ ଦଳର ୪ରୁ ୫ ଖେଳାଳି ଫର୍ମ ହରାଇଲେ ଆଶାନୁଯାୟୀ ଫଳାଫଳ…
ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ
ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ କପିରାଇଟ୍ ମାମଲାରେ ସେ ଛନ୍ଦି ହୋଇଛନ୍ତି। ରେହମାନ ଏବଂ ଫିଲ୍ମର ପ୍ରଯୋଜନା ସଂସ୍ଥା ଉପରେ…
MEAର ସ୍ପଷ୍ଟିକରଣ, ବୈଧ ରହିବ ଦୀର୍ଘକାଳିନ ଭିଜା
ନୂଆଦିଲ୍ଲୀ,୨୬।୪: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ଗୁରୁବାର ସ୍ପଷ୍ଟ କରିଛି ଯେ ପାକିସ୍ତାନୀ ନାଗରିକଙ୍କ ପାଇଁ ସମ୍ପ୍ରତି ଭିଜା ସେବା ସ୍ଥଗିତ କରାଯିବା ସତ୍ତ୍ୱେ ହିନ୍ଦୁ ପାକିସ୍ତାନୀ ନାଗରିକଙ୍କୁ ପୂର୍ବରୁ ପ୍ରଦାନ କରାଯାଇଥିବା ଦୀର୍ଘକାଳୀନ ଭିଜା (LTV) ବୈଧ ରହିବ। ଏକ…
Archives


