Home Left

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି ଗ୍ରାମର କ୍ଷୀରସାଗର ପଟେଲଙ୍କ ପୁଅ କୁଳମଣି ପଟେଲ (୩୫)। ସୂଚନା ଅନୁଯାୟୀ, କୁଳମଣୀ…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଏତଲା ପାଇବା ପରେ ସୋହେଲା ଥାନା ପୋଲିସ ଏକ ମାମଲା (ନଂ-୨୫୮/୨୬) ରୁଜୁ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ ପାଇଁ ହେବ। ଅକ୍ଟୋବର ୧ ତାରିଖରେ ପୁରୁଷ ହକିର ସେମିଫାଇନାଲରେ ଭାରତ-ପାକିସ୍ତାନ ଟକ୍କର…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’ ନାମ ଏବଂ ‘ଫୁଲ ଓ ଘାସ’ ନିର୍ବାଚନୀ ଚିହ୍ନକୁ ନେଇ ଚାଲିଥିବା ବିବାଦର…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ ସେଠୀଙ୍କ ଝିଅ କୁନି ଫାଇନାଲ ମ୍ୟାଚ୍‌ରେ ବିଜୟୀ ହୋଇ ଏହି ସଫଳତା ହାସଲ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି ଦିଆଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାଶର୍‌ବର ୨୦ ଓ ଦକ୍ଷିଣ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ ଯେତିକି…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ ଦାବି କରାଯାଇଥିଲା ଯେ, ଗତ ୧୦ ମାସ ମଧ୍ୟରେ ନିର୍ବାଚନ କମିଶନଙ୍କ ଅନେକ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ କରି ୪ କେଜି ଗଞ୍ଜେଇ ଜବତ କରିଛି। ପୋଲିସ ଟିମ୍‌ ସମ୍ପୃକ୍ତ ଯୁବକଙ୍କୁ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା ଭାରତ ପାଇଁ ୧୨ତମ ପଦକ। ହାଇଦ୍ରାବାଦରେ ଜନ୍ମିତ ୨୧ ବର୍ଷୀୟା ଓ୍ବାଲର୍‌ଡ ନଂ.୧…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଛତ୍ରପୁରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା ସଭାପତି ରଶ୍ମି…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଡଙ୍ଗରପଦର ଗ୍ରାମ ନିକଟସ୍ଥ ଭୀମା ଡଙ୍ଗର ଅଞ୍ଚଳରେ ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?