Home Left

ମୋଦିଙ୍କୁ ସିଧା ଟାର୍ଗେଟ କଲେ ଶଙ୍କରାଚାର୍ଯ୍ୟ, କହିଲେ ପାକିସ୍ତାନ ବର୍ଡରରେ…

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଉତ୍ତରାଖଣ୍ଡର ଜୋଶୀମଠ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ପାହାଲଗାମ ପାକିସ୍ତାନ ସୀମାନ୍ତରୁ ବହୁ ଦୂରରେ ଅବସ୍ଥିତ। ତେଣୁ ଏହି ଆକ୍ରମଣରେ…

ଜବରଦସ୍ତ ସ୍ମାର୍ଟଫୋନ୍‌ ଲଞ୍ଚ କଲା Realme! ୬,୦୦୦mAh  ବ୍ୟାଟେରୀ ସହ ମିଳିବ IP୬୯ ରେଟିଂ, ଜାଣନ୍ତୁ ମୂଲ୍ୟ  

ନୂଆଦିଲ୍ଲୀ,୨୫।୪: Realme ଭାରତରେ ଏହାର ନୂତନ ମଧ୍ୟମ-ରେଞ୍ଜ ଫୋନ Realme ୧୪T ୫G ଲଞ୍ଚ କରିଛି। ଏହି ଫୋନଟି ୬,୦୦୦mAh ବ୍ୟାଟେରୀ ଏବଂ ୪୫W ଫାଷ୍ଟ ଚାର୍ଜିଂ ସହିତ ବଜାରକୁ ଆସିଛି। ଫୋନରେ ୫୦ ମେଗାପିକ୍ସେଲର ଡୁଆଲ ରିୟର କ୍ୟାମେରା ସେଟଅପ…

ଆମେରିକାର ବଡ଼ ଘୋଷଣା, ମିଳିଗଲା ଗ୍ରୀନ ସିଗନାଲ, ଏବେ…

ଓ୍ବାଶିଂଟନ୍‌,୨୫।୪: ପହଲଗାମରେ ସମ୍ପ୍ରତି ଘଟିଥିବା ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ଥରାଇ ଦେଇଛି। ଏହି ଆକ୍ରମଣରେ ୨୬ ଜଣ ନିରୀହ ନାଗରିକ ପ୍ରାଣ ହରାଇଛନ୍ତି। ଭାରତ ଏବଂ ଅନ୍ତର୍ଜାତୀୟ ସମୁଦାୟ ଏହା ଉପରେ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଋଷିଆ ଏବଂ…

ନବନିର୍ମିତ ପାର୍କ: ପୂର୍ବରୁ ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ଆଉ ଏବେ ବିଧାୟକ

ଦିଗପହଣ୍ଡି,୨୫।୪(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରି ଗାଁ ନିକଟ ଘୋଡାହାଡ ଡ୍ୟାମର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉନ୍ନତିକରଣ ପ୍ରକଳ୍ପ ଓ ଜଳସମ୍ପଦ ବିଭାଗ ପକ୍ଷରୁ ନବନିର୍ମିତ ପାର୍କକୁ ଶୁକ୍ରବାର ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଉଦ୍‌ଘାଟନ କରିଛନ୍ତି। ଚିକିଟି…

ପାକିସ୍ତାନ ଛାଡିଲେଣି ପାକିସ୍ତାନୀ, କାଉଣ୍ଟଡାଉନ ଆରମ୍ଭ!

ନୂଆଦିଲ୍ଲୀ,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନକୁ ଦେଖି ଛାନିଆ ହେଲାଣି ପାକିସ୍ତାନ। ଯେକୌଣସି ମୁହୂର୍ତ୍ତରେ ହୋଇପାରେ କାର୍ଯ୍ୟାନୁଷ୍ଠାନ। ସୀମାରେ ତୟାର ହେଲାଣି ଭାରତୀୟ ସେନା। ବେଳ ଥାଉ ଥାଉ ସୁରକ୍ଷା ଚିନ୍ତା କଲାଣି ପାକିସ୍ତାନ। ଏଭଳି ସ୍ଥିତିରେ ବର୍ତ୍ତିବା…

ଧରିତ୍ରୀ ଖବରଦାତାଙ୍କ ନାଁ ନେଇ ଫେକ୍‌ ଚିଠି

ଦାରିଙ୍ଗବାଡି,୨୫।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଧରିତ୍ରୀ ପ୍ରତିନିଧିଙ୍କ ନାମରେ ଫେକ ଚିଠି ଯାଇଛି ପ୍ରଶାସନିକ ଅଧିକାରୀଙ୍କ ନିକଟକୁ। ତେବେ ପ୍ରଶାସନିକ ଅଧିକାରୀମାନେ ସେଠାରେ ଅନୁପସ୍ଥିତ ଥିବାରୁ ଉକ୍ତ ଚିଠି ଫେରେଇ ଦିଆଯାଇଛି। ପ୍ରକାଶ ଯେ, ବାଲିଗୁଡା ତହସିଲଦର ପ୍ରଫୁଲ…

ଆଟାକ୍‌ ପରେ ପାକିସ୍ତାନ ସରକାରଙ୍କୁ ଝାଡିଦେଲେ ପାକିସ୍ତାନୀ ନେତା, କହିଲେ ପାକ୍‌ର ବିନାଶ…

ଇସଲାମବାଦ,୨୫।୪: ପାକିସ୍ତାନରେ ଉଠିଲା ପାକିସ୍ତାନୀ ବିରୋଧୀ ସ୍ବର। ଖୋଦ୍‌ ପାକ୍‌ର ନେତା ପାକିସ୍ତାନ ସରକାରଙ୍କୁ କଡ଼ା ଜବାବ ଦେଇଛନ୍ତି। ପାକିସ୍ତାନ ଆୱାମୀ ନ୍ୟାସନାଲ ପାର୍ଟି (ଏଏନପି)ର ଅଧ୍ୟକ୍ଷ ଐମଲ ୱାଲି ସମ୍ପ୍ରତି ପାକିସ୍ତାନ ସଂସଦରେ ଶାନ୍ତିର ବାର୍ତ୍ତା ଦେଇଛନ୍ତି। ଭାରତ ଏବଂ…

ବାସ୍କେଟ ବଲ କ୍ରୀଡ଼ା ଉତ୍ସବ: ସାମିଲ ହେଲେ ୧୨ ବିଦ୍ୟାଳୟ

ସମ୍ବଲପୁର,୨୫ା୪(ବି.ଶଙ୍କର): ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନର ସମ୍ଭାଗସ୍ତରୀୟ ତିନିଦିନିଆ ବାସ୍କେଟ୍‌ ବଲ କ୍ରୀଡ଼ା ଉତ୍ସବ ସମ୍ବଲପୁରସ୍ଥିତ ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଶୁକ୍ରବାର ଶୁଭାରମ୍ଭ ହୋଇଯାଇଛି। ବିଦ୍ୟାଳୟ ଅଧ୍ୟକ୍ଷ ରଣରଞ୍ଜୟ ସିଂହଙ୍କ ସଭାପତିତ୍ୱରେ ଉତ୍ସବ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ଉପାଧ୍ୟକ୍ଷ ବଳରାମ…

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ହେବ ଲାଇସେନ୍ସ ରଦ୍ଦ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି ା ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ…

ବସିବାକୁ କେନ୍ଦ୍ର କରି ହଟ୍ଟଗୋଳ: ବିକଶିତ ଗାଁ ବିକଶିତ ଓଡ଼ିଶା ବୈଠକ ବନ୍ଦ

କାଳିପଦା,୨୫।୪(ରାଜଶ୍ରୀ ପାଣିଗ୍ରାହୀ)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସଭା ଗୃହ ପରିସରରେ ଶୁକ୍ରବାର ପୂର୍ବାହ୍ନରେ ବିକଶିତ ଗାଁ ବିକାଶିତ ଓଡ଼ିଶା କାର୍ଯ୍ୟକ୍ରମ ଲାଗି ବୈଠକ ଆୟୋଜନ କରାଯାଇଥିଲା। ନିର୍ବାଚିତ ପ୍ରତିନିଧିମାନଙ୍କ ସହିତ ବ୍ଲକ ଅଧ୍ୟକ୍ଷ ରଞ୍ଜିତା ନାୟକ, ଉପାଧ୍ୟକ୍ଷ ରାଜେଶ ଚୌଧୁରୀ, ଭାରପ୍ରାପ୍ତ…

ପହଲଗାମ ଆଟାକ୍‌ବେଳେ ସେଠାରେ କାହିଁକି ନ ଥିଲେ ସେନା? ସାମ୍ନାକୁ ଆସିଲା ସତ

ନୂଆଦିଲ୍ଲୀ,୨୫।୪: କେନ୍ଦ୍ର ସରକାର ଜମ୍ମୁ ଏବଂ କଶ୍ମୀରର ପହଲଗାମର ବୈସାରନ ଘାଟିରେ ମଙ୍ଗଳବାର (୨୨ ଏପ୍ରିଲ) ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଡାକିଥିଲେ। ପହଲଗାମ ଆକ୍ରମଣ ପାଇଁ ପାକିସ୍ତାନ ବିରୋଧରେ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନର ଗୋଟିଏ ଦିନ…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ୫ ମାସ ୨୦ ଦିନରେ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ମାମଲାର ଅଭିଯୁକ୍ତ ନିମଖଣ୍ଡି ଥାନା ଅଞ୍ଚଳର ରାମ ସାହୁ(୫୬)ଙ୍କୁ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri