Home Left

ଅଟୋରେ ଯାଉଥିବା ବେଳେ ଉପରେ ପଡ଼ିଲା ଗଛ: ଚାଲିଗଲା ୨ ଜୀବନ

ବଲାଙ୍ଗୀର,୨୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଆଠଗାଁ ରାସ୍ତା କଂସାବାହାଲ ଛକ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। କାଳବୈଶାଖୀ ତାଣ୍ଡବରେ ଜୋରରେ ପବନ ବହି ଏକ ଗଛ ପଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା…

ପାକିସ୍ତାନର ଏୟାରସ୍ପେସ ବନ୍ଦ, ହେବ ବଡ଼ ଆଟାକ୍‌! ମିଳିଲା ସଙ୍କେତ

ନୂଆଦିଲ୍ଲୀ,୨୫।୪: ଜମ୍ମୁ-କଶ୍ମୀରର ପହଲଗାମରେ ନିରୀହ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ପାକିସ୍ତାନର ଏୟାରସ୍ପେସ ବନ୍ଦ ହେବା ଯୋଗୁଁ, ଭାରତରୁ ଅନ୍ୟ ଦେଶକୁ ଯାଉଥିବା ବିମାନଗୁଡ଼ିକୁ ଏବେ…

ଭାଇରସ୍‌ ସଂକ୍ରମଣରୁ ବଞ୍ଚାଇବ ଚୁଇଂ ଗମ୍‌: ଜାଣନ୍ତୁ କେମିତି….

କିଛି ଗବେଷଣା କହେ ଚୁଇଂ ଗମ୍‌ ଅଧିକ ଚୋବାଇବା ସ୍ବାସ୍ଥ୍ୟ ପାଇଁ ଭଲ ନୁହେଁ। ହେଲେ ଏବେ ଏମିତି ଚୁଇଂ ଗମ୍‌ ତିଆରି କରାଯାଇଛି, ଯାହାକୁ ଚୋବାଇଲେ କିଛି ଭାଇରସ୍‌ରୁ ମୁକ୍ତି ମିଳିବ। ଆମେରିକା, ପେନ୍‌ସିଲଭାନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞଙ୍କ ଟିମ୍‌ ଏକ…

BSF ଯବାନଙ୍କୁ ମୁକୁଳାଇବା ପାଇଁ ଉଦ୍ୟମ: କେନ୍ଦ୍ର ଗୃହ ସଚିବଙ୍କୁ ଭେଟିଲେ BSF ଡିଜି

ନୂଆଦିଲ୍ଲୀ,୨୫।୪: Pahalgam Terror Attack ପରେ, ଭାରତ ସରକାର ଆକ୍ସନ ମୋଡରେ ଅଛନ୍ତି। ଏପରିକି ପାକିସ୍ତାନୀ ରେଞ୍ଜର୍ସଙ୍କ ଦ୍ବାରା ଅଟକ BSF ଯବାନଙ୍କୁ ମୁକୁଳାଇବାକୁ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ପାକିସ୍ତାନୀ ରେଞ୍ଜର୍ସଙ୍କ ସହ ବିଏସଏଫ୍‌ର ତୃତୀୟ ଫ୍ଲାଗ…

ଆତଙ୍କବାଦୀ ଆକ୍ରମଣରେ ନିହତଙ୍କ ପାଇଁ କ୍ୟାଣ୍ଡେଲ ଶୋଭାଯାତ୍ରା

ଗଞ୍ଜାମ,୨୫ା୪(ବିଦ୍ୟାଧର ସାହୁ): ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ସରଳ ନିରୀହ ପର୍ଯ୍ୟଟକମାନଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ଗଞ୍ଜାମ ସହର ବଜରଙ୍ଗ ଦଳ ଓ ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି…

ଏ ସବୁ ଝିଅଙ୍କୁ ଭୁଲ୍‌ରେ କରନ୍ତୁ ନାହିଁ ବିବାହ, ରାତାରାତି…

ବିବାହ ପାଇଁ ଭଲ ଝିଅ ଖୋଜିବା ସହଜ କଥା ନୁହେଁ। ଆଜିର ସମୟରେ ଅଧିକାଂଶ ପୁଅ ସୌନ୍ଦର୍ଯ୍ୟ ଦେଖିବା ପରେ ଝିଅକୁ ବିବାହ କରିବାକୁ ରାଜି ହୁଅନ୍ତି। କିଛିଦିନ ପରେ ସେମାନେ ବିବାହ କରି କେତେ ବଡ଼ ଭୁଲ କରିଛନ୍ତି। ଅନୁତାପ…

ପାକିସ୍ତାନ ଫେରିଯିବେ ସୀମା ହାଇଦର! ପାକିସ୍ତାନୀ ଭିସା ବାତିଲ ପରେ ଏବେ କ’ଣ ହେବ…

ନୂଆଦିଲ୍ଲୀ,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ସୀମା ହାଇଦରଙ୍କ ସ୍ବାମୀଙ୍କର ଏକ ନୂତନ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ଗୁଲାମ ହାଇଦର ତାଙ୍କ ପତ୍ନୀ ସୀମା ହାଇଦର, ତାଙ୍କ ନୂଆ ସ୍ବାମୀ ସଚିନ ମୀନା ଏବଂ ଓକିଲ ଏପି ସିଂହଙ୍କୁ କଡ଼ା…

ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କେସିଙ୍ଗା ମୁସଲମାନ ସମାଜର ବିରୋଧ, ଦୋଷୀଙ୍କୁ କଠୋର ଦଣ୍ଡ ସହ ଫାଶୀ ପାଇଁ ଦାବି

କେସିଙ୍ଗା,୨୫ା୪(ତୁମେଶ୍ୱର ସାହୁ): କଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପାଇଁ କେସିଙ୍ଗା ମୁସଲମାନ ସମାଜ ପକ୍ଷରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଦାବି କରି ସ୍ଥାନୀୟ…

ସରକାରଙ୍କ ସହ ଶାନ୍ତି କଥାବାର୍ତ୍ତା ପାଇଁ ମାଓବାଦୀଙ୍କ ଅପିଲ

ରାୟପୁର,୨୫।୪: ଦିନକୁ ଦିନ ମାଓବାଦୀ ସଙ୍ଗଠନ ଦୁର୍ବଲ ହେଉଥିବା ବେଳେ ସରକାରଙ୍କ ସହ ଶାନ୍ତି କଥାବାର୍ତ୍ତା ପାଇଁ ମାଓବାଦୀ ସଙ୍ଗଠନ ପ୍ରସ୍ତୁତ ବୋଲି ଅନୁରୋଧ କରିଛନ୍ତି। ଏନେଇ ଉତ୍ତର ପଶ୍ଚିମ ସବ୍‌ ଜୋନାଲ ବ୍ୟୁରୋ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ…

କଶ୍ମୀରରେ ରାହୁଲ ଗାନ୍ଧୀ, ପହଞ୍ଚୁ ପହଞ୍ଚୁ ଆଗରେ ଘଟିଗଲା…

ଶ୍ରୀନଗର,୨୫।୪: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଜମ୍ମୁ ଓ କଶ୍ମୀରର ଶ୍ରୀନଗରରେ ପହଞ୍ଚିଛନ୍ତି। ସେ ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଭେଟିବା ପାଇଁ ୯୨ ବେସ ଆର୍ମି ହସ୍ପିଟାଲ ଗସ୍ତ କରିଛନ୍ତି। ଏହି ଆକ୍ରମଣରେ…

ବର୍ଷେ ହେଲା ପମ୍ପ ହାଉସ୍‌ ଅଚଳ: ଝରଣା ପାଣି ପିଉଛନ୍ତି ଗ୍ରାମବାସୀ

ସୁନାବେଡା,୨୫ା୪(କୃତ୍ତିବାସ ପ୍ରଧାନ): ସରକାର ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳର ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚକରି ପାଣି ଟାଙ୍କି ସହ ପମ୍ପ ହାଉସ କରିଥିଲେ ସୁଦ୍ଧା ଲୋକେ ସେଥିରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ସୁନାବେଡ଼ା ପୌର ପରିଷଦ ସୀମାବର୍ତ୍ତୀ…

ପାକିସ୍ତାନ ବିରୋଧରେ ବାହାରିଲା ମୁସ୍‌ଲିମ୍‌ ଅଞ୍ଜୁମାନ କମିଟି, ନାରାରେ କମ୍ପୁଛି ଜୟପୁର

ଜୟପୁର,୨୫ା୪: ଜୟପୁର ବ୍ରହ୍ମାସାହି ନିକଟ ମସ୍‌ଜିଦ୍‌ରେ ଶୁକ୍ରବାର ଅବସରେ ନାମଜ ପରେ ନିଷ୍ପତ୍ତି ନିଆଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ମୁସଲିମ ଅଞ୍ଜୁମାନ କମିଟିର ସଦସ୍ୟମାନେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ହିନ୍ଦୁସ୍ତାନ ଜିନ୍ଦାବାଦ୍‌ ପାକିସ୍ତାନ ମୁର୍ଦ୍ଦାବାଦ୍‌ ନାରା ଦେଇଛି। ପହଲଗାମ୍‌ (କଶ୍ମୀର)ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri