ନ୍ୟାସନାଲ ହେରାଲ୍ଡ ମାମଲା, ED ସ୍କାନରରେ ଗାନ୍ଧୀ ପରିବାର
ନୂଆଦିଲ୍ଲୀ,୨୪।୪: ସ୍ବାଧୀନତା ପରବର୍ତ୍ତୀ ରାଜନୈତିକ ମାନଚିତ୍ରରେ ଦୀର୍ଘ ଦିନ ଧରି ହଜି ଯାଇଥିବା ନ୍ୟାସନାଲ ହେରାଲ୍ଡ ମାମଲା ପୁଣିଥରେ ଜାତୀୟ ସ୍ତରରେ ଚର୍ଚ୍ଚାକୁ ଆସିଛି – ଏଥର, ଆର୍ଥିକ ଦୁର୍ନୀତିର ଏକ ଧାରା ସିଧାସଳଖ ଗାନ୍ଧୀ ପରିବାରର ଦ୍ୱାରଦେଶକୁ ନେଇଛି। ପ୍ରବର୍ତ୍ତନ…
ଭାଇଙ୍କୁ ମରଣାନ୍ତ୍ରକ ଆକ୍ରମଣ କରି ହତ୍ୟା ଉଦ୍ୟମ: ସାନ ଭାଇଙ୍କୁ ୫ ବର୍ଷ ଜେଲଦଣ୍ଡ
କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସିଜେଏମ ତଥା ସେସନ ଜଜ୍ ହିମାଂଶୁ ଶେଖର ବିଶ୍ୱାଳ ଏକ ମରଣାନ୍ତ୍ରକ ଆକ୍ରମଣ ମାମଲାର ବିଚାର କରିଛନ୍ତି। ଅଭିଯୁକ୍ତ ଅମ୍ବିକା ପ୍ରସାଦ ପଣ୍ଡାଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ ସଶ୍ରମ…
୫୦ ହଜାର ଟଙ୍କା ଯୌତୁକ ଦାବିରେ ନିର୍ଯ୍ୟାତନା ସହ ହତ୍ୟା ଉଦ୍ୟମ ଅଭିଯୋଗ
ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୬ ମାସ ପରଠାରୁ ଅଧିକ ୫୦ ହଜାର ଟଙ୍କା ଯୌତୁକ ଦାବି କରି ଶ୍ୱଶୁର ଘର ଲୋକେ ବୋହୂଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ହତ୍ୟା ଉଦ୍ୟମ କରିବା ନେଇ ନିର୍ଯ୍ୟାତନାର ଶିକାର…
ମାଡ୍ରିଡ୍ ଓପନରୁ ଓହରିଲେ ଅଲ୍କାରାଜ
ମାଡ୍ରିଡ୍,୨୪ା୪: ଇଞ୍ଜୁରୀ ଯୋଗୁ ଦର୍ଶକଙ୍କ ଫେଭରାଇଟ୍ କାର୍ଲୋସ ଅଲ୍କାରାଜ ମାଡ୍ରିଡ୍ ଓପନ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଗତ ରବିବାର ବାର୍ସିଲୋନା ଓପନ ଫାଇନାଲ ବେଳେ ତାଙ୍କ ବାମ ଗୋଡ଼ରେ ଆଘାତ ଲାଗିଥିଲା। ୨୦୨୨ ଓ ୨୦୨୩ରେ ଦୁଇଥର ଚାମ୍ପିୟନ ଅଲ୍କାରାଜଙ୍କୁ…
MEAର ଚେତାବନୀ: ଭିଜା ଅବଧି ଶେଷ ହେବା ପୂର୍ବରୁ ଭାରତ ଛାଡନ୍ତୁ ପାକିସ୍ତାନୀ, ୨୯ ପରେ ମେଡିକାଲ ଭିଜା ବି…
ନୂଆଦିଲ୍ଲୀ,୨୪।୪: ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ ଭିଜା ସେବା ତୁରନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି ଯେ ପାକିସ୍ତାନୀ ନାଗରିକଙ୍କୁ ଜାରି କରାଯାଇଥିବା ସମସ୍ତ ଭିଜା ୨୭ ଏପ୍ରିଲରୁ ବାତିଲ ବୋଲି ବିବେଚନା କରାଯିବ।…
ଗ୍ରୋସରି ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ଜଳିଗଲା
ଦିଗପହଣ୍ଡି,୨୪।୪ (ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ବଡଦାଣ୍ଡ ସାହିର ନର୍ମଦା ସାହୁ ଙ୍କ ଗ୍ରୋସରୀ ଦୋକାନରେ ଗୁରୁବାର ସନ୍ଧ୍ୟା ପ୍ରାୟ ୬ ଟାରେ ଅଗ୍ନିକାଣ୍ଡ ଯୋଗୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ଯାଇଛି।ଖବର ପାଇ ଦିଗପହଣ୍ଡି ଅଗ୍ନିଶମ…
ପାକିସ୍ତାନ ପୁଣି କଲାଣି ପ୍ରମାଣ ଖୋଜିବାର ଡ୍ରାମା! ମନ୍ତ୍ରୀ ଇସାକ ଡାର କହିଲେ,‘ପହଲଗାମ ଆତଙ୍କବାଦୀ ଆକ୍ରମଣ ପଛରେ PAK ଅଛି ବୋଲି…’
ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର କୌଣସି ପ୍ରମାଣ ଅଛି, ତେବେ ତାହା ଉପସ୍ଥାପନ କରିବା ଉଚିତ। ଜାତୀୟ ସୁରକ୍ଷା କମିଟି…
ପଞ୍ଚାୟତିରାଜ ଦିବସ ପାଳିତ: ୩୯ ହିତାଧିକାରୀ ପାଇଲେ ରାଶନ କାର୍ଡ
ଦିଗପହଣ୍ଡି,୨୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି । ଆୟୋଜିତ ସଭାରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଏଥିରେ ମୁଖ୍ୟ ଅତିଥିଭାବେ ଯୋଗଦେଇ…
ଜାତୀୟ ପଞ୍ଚାୟତରାଜ ଦିବସ: ଗ୍ରେଡ଼-ସି ପାଇଁ ମନୋନୀତ ହେଲା ୩ ପଞ୍ଚାୟତ
ଦାରିଙ୍ଗବାଡି, ୨୪।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଫୁଲବାଣୀ ଠାରେ ଜାତୀୟ ପଞ୍ଚାୟତ ଦିବସ ପାଳନ ଅବସରରେ ଦାରିଙ୍ଗବାଡି ବ୍ଲକର ୩ଟି ପଞ୍ଚାୟତକୁ ଗ୍ରେଡ଼-ସି ଭାବେ ମନୋନୀତ କରାଯାଇଛି। ପ୍ରକାଶ ଯେ ଉକ୍ତ ବ୍ଲକର ସିମନବାଡି, ବୁଡ଼ାଗୁଡା ଏବଂ ଦାରିଙ୍ଗବାଡି…
Pahalgam Terror Attack: ମାତ୍ର ୭ ଦିନ ମଧ୍ୟରେ ପାକିସ୍ତାନ ଉପରେ ଭାରତ ନେବ କଡା ଆକ୍ସନ, କାଉଣ୍ଟଡାଉନ ଆରମ୍ଭ!
ନୂଆଦିଲ୍ଲୀ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ପରେ ପଡ଼ୋଶୀ ଦେଶ ରାଗରେ କମ୍ପିଲାଣି। ଏବେ ଭାରତୀୟ ନୌସେନା ମଧ୍ୟ ଆରବ ସାଗରରେ ନିଜର ଶକ୍ତି ପ୍ରଦର୍ଶନ କରିଥିଲା,…
ବ୍ଳକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ: ୪ ଗ୍ରାମପଞ୍ଚାୟତକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ପ୍ରଦାନ
ଥୁଆମୂଳ ରାମପୁର,୨୪।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ- ୨୦୨୫ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚ୍ଚୁଆଲ ମୋଡ୍ରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ବ୍ଳକ ସ୍ତରୀୟ ସମାରୋହ ବିଡ଼ିଓ ଧ୍ରୁବ ଚରଣ…
ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ଶିକ୍ଷକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି
ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଶ୍ରୀନଗରର ପହଲଗାମରେ ଆତଙ୍କବାଦୀ ପର୍ଯ୍ୟଟକଙ୍କୁ ଗୁଳିକରି ହତ୍ୟା କରିଥିବା ଓ ଏଥିରେ ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିବା ସହ ଏକାଧିକ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏହି ପ୍ରରିପ୍ରେକ୍ଷୀରେ ଦେଶରେ ଚାରିଆଡ଼େ ଶୋକର ଛାୟା ଦେଖିବାକୁ ମିଳିଥିବା…
Archives


