ଧୂମୁଛାଇ ଉପନିର୍ବାଚନ ଫଳଫଳ: ଭାଜପା ସମର୍ଥିତ ସମିତିସଭ୍ୟ ପ୍ରାର୍ଥୀଙ୍କ ବାଜିମାତ୍
ବେଲଗୁଣ୍ଠା,୨୪ା୪(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ଉପନିର୍ବାଚନ ହୋଇଥିବା ବେଳେ ଆଜି ଭୋଟ୍ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯାଇଛି। ଫଳାଫଳ ବିଜେପି ସମର୍ଥିତ ପ୍ରାର୍ଥୀଙ୍କ ସପକ୍ଷରେ ଯାଇଛି। ଭାଜପା ସମର୍ଥିତ ପ୍ରାର୍ଥୀ…
ପହଲଗାମ ମୃତକଙ୍କ ସ୍ମୃତିରେ ଦୀପଦାନ-ଶୋଭାଯାତ୍ରା
ରାଇକିଆ,୨୪।୪(ପ୍ରଦୀପ ବେହେରା)-ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ ହେଉଛନ୍ତି। ଏହି ଆକ୍ରମଣରେ ମୃତକଙ୍କ ସ୍ମୃତିରେ ରାଇକିଆ ପୂଜା କମିଟି ଓ ବଣିକ ସଂଘ ତରଫରୁ…
Pahalgam Terror Attack: ପାକିସ୍ତାନକୁ ମିଳିବ କଡା ଜବାବ? ସର୍ବଦଳୀୟ ବୈଠକରେ ରାହୁଲ-ଖାର୍ଗେ ବି ସାମିଲ
ନୂଆଦିଲ୍ଲୀ,୨୪।୪: କେନ୍ଦ୍ର ସରକାର ଗୁରୁବାର ଏକ ସର୍ବଦଳୀୟ ବୈଠକରେ Pahalgam Terror Attack ସମ୍ପର୍କରେ ରାଜନୈତିକ ଦଳର ନେତାମାନଙ୍କୁ ସୂଚନା ଦେଇଛନ୍ତି ଏବଂ ସେମାନଙ୍କ ମତାମତ ଶୁଣିଛନ୍ତି। ଆକ୍ରମଣର ଶିକାର ହୋଇଥିବା ଲୋକଙ୍କ ପାଇଁ ବବୈଠକ ଆରମ୍ଭରେ ଏକ ମିନିଟର ନିରବ…
ଜାତୀୟ ପଞ୍ଚାୟତିରାଜ ଦିବସ: ୮୨ ପଞ୍ଚାୟତକୁ ପ୍ରୋତ୍ସାହନ ରାଶି ବଣ୍ଟନ
ଛତ୍ରପୁର,୨୪ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଛତ୍ରପୁରଠାରେ ଗୁରୁବାର ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ତରଫରୁ ଆୟୋଜିତ ସମାରୋହ ପ୍ରାରମ୍ଭରେ ଜମ୍ମୁ କଶ୍ମୀରର ପହଲଗାମ୍ରେ ଆତଙ୍କବାଦୀଙ୍କ ଆକ୍ରମଣରେ ନିହତ ୨୬ଜଣଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା। ଜିଲାପାଳ…
ଡିକି ଭାଙ୍ଗି ଲୁଟି ନେଲେ ସାଢେ ୩ ଲକ୍ଷ ଟଙ୍କା: ସିସିଟିଭିରେ କଏଦ ହେଲା ଲୁଟର ଦୃଶ୍ୟ
ବଣାଇଁ,୨୪।୪(ପ୍ରଦୀପ ତ୍ରିପାଠୀ): ଜଣେ ଅବସରପ୍ରାପ୍ତ କର୍ମଚାରୀ ପୁଅ ବାହାଘର ପାଇଁ ଟଙ୍କା ରଖିଥିଲେ। ଗୁରୁବାର ବ୍ୟାଙ୍କରେ ରଖିଥିବା ସଞ୍ଚିତ ଟଙ୍କା ବାହାରି କରି ଏକ ବାଇକ୍ ଡିକରେ ରଖିଥିଲେ। ହେଲେ ଦୁର୍ବୃତ୍ତମାନେ ସ୍ପଷ୍ଟ ଦିବା ଲୋକରେ ଡିକି ଭାଙ୍ଗି ସାଢେ ଲକ୍ଷ…
ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ
କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର ସାମଲ, ବ୍ଲକ ଅଧ୍ୟକ୍ଷା କୁନି ସାହୁ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ସିଡିପିଓ କଳ୍ପ…
“ସେନାର ଆବଶ୍ୟକତା ନାହିଁ, ଆତଙ୍କବାଦୀଙ୍କୁ ଆମ ହାତରେ ଦେଇଦିଅ”: ମୃତ ଘୋଡ଼ା ଚାଳକଙ୍କ ମାଉସୀ
ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ କେବଳ ଜଣେ ସ୍ଥାନୀୟ ବ୍ୟକ୍ତି, ସୟେଦ ଆଦିଲ ହୁସେନଙ୍କର ମୃତ୍ୟୁ ଘଟିଛି। ଆଦିଲ ପର୍ଯ୍ୟଟକମାନଙ୍କୁ କଠିନ ପାହାଡ଼ିଆ ରାସ୍ତା ଅତିକ୍ରମ କରି ବୈସାରନ ମେଦୋ ପହଞ୍ଚାଇବା ପାଇଁ ଘୋଡ଼ା ଚଳାଉଥିଲେ।…
ଡାଇବେଟିସ୍ ରୋଗୀ ଖାଇପାରିବେ କି ତରଭୁଜ: ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ
ଗ୍ରୀଷ୍ମ ଋତୁରେ ପ୍ରାୟ ସବୁଠାରେ ତରଭୁଜ ବିକ୍ରି ହେଉଥିବା ଦେଖିବାକୁ ମିଳେ। ଏହା କେବଳ ସ୍ବାଦରେ ମିଠା ନୁହେଁ ବରଂ ଶରୀରକୁ ଥଣ୍ଡା ମଧ୍ୟ କରିଥାଏ। କିନ୍ତୁ ଏଥିରେ ଥିବା ମିଠା ଯୋଗୁ ଡାଇବେଟିସ୍ ରୋଗୀମାନଙ୍କୁ ଏହାକୁ ଖାଇବା ପୂର୍ବରୁ ଚିନ୍ତା…
Pahalgam Terror Attack: କେମିତି ଥିଲା ଆତଙ୍କବାଦୀଙ୍କ ଚେହେରା, କୁନି ପୁଅ ବଖାଣିଲା…
ଶ୍ରୀନଗର,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଏବଂ ଅଳ୍ପକେ ରକ୍ଷା ପାଇଥିବା ଲୋକଙ୍କ ଦୁଃଖର କାହାଣୀ ବିଶ୍ୱକୁ ଶୁଣାଉଛନ୍ତି। ଏହି Terror Attackରେ ଗୁଜରାଟର ବାସିନ୍ଦା ଶୈଳେଶ କାଲଥିଆ ମଧ୍ୟ ପ୍ରାଣ ହରାଇଥିଲେ। Attack ସମୟରେ ତାଙ୍କ…
ଦୀର୍ଘ ୩ ଦିନ ପରେ ପାଗଳ ମାଙ୍କଡ଼କୁ କାବୁ କଲା ବନ ବିଭାଗ
ଗଞ୍ଜାମ,୨୪ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଥିଲେ। ଗତ ମଙ୍ଗଳବାର ପାତି ମାଙ୍କଡ଼ କାମୁଡ଼ି ପୁଇଁତୋଳାର ୪ ଜଣ ଏବଂ ତ୍ରିବେଣୀ ମଠ ଛକର ଜଣେ…
ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ: ସଭା କାର୍ଯ୍ୟରେ ଫାଙ୍କା ପଡ଼ିଲା ଚୌକି
ତୁମୁଡିବନ୍ଧ,୨୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ପ୍ରଶାସନ ପକ୍ଷରୁ ଗୁରୁବାର ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ହେଲେ ଅଳ୍ପ ସଂଖ୍ୟକ ଅଙ୍ଗନଓ୍ବାଡି କର୍ମୀ ଏବଂ ଓଏଲ୍ଏମ୍ ବିଭାଗର କିଛି କର୍ମଚାରୀଙ୍କୁ ନେଇ ସଭା କାର୍ଯ୍ୟ ହୋଇଥିଲା।…
Pahalgam Terror Attack: କିଛି ତ ବଡ଼ ଘଟଣା ଘଟିବ…? ବର୍ଡରରେ ଆଲର୍ଟ, ଦିଲ୍ଲୀରେ ହାର୍ଡ ଲେଭଲ ମିଟିଂ, ଶ୍ରୀନଗର ଯିବେ ସେନା ମୁଖ୍ୟ
ନୂଆଦିଲ୍ଲୀ,୨୪।୪: Pahalgam Terror Attack ପରେ, ଭାରତ ସରକାର ଆକ୍ସନ ମୋଡରେ ଅଛନ୍ତି। ଭାରତ-ପାକିସ୍ତାନ ସୀମା ମଧ୍ୟ ସତର୍କ ରହିଛି। ଏବେ ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ସୁରକ୍ଷା ପରିସ୍ଥିତି ସମୀକ୍ଷା କରିବା ପାଇଁ ଶୁକ୍ରବାର(ଏପ୍ରିଲ ୨୫) ଶ୍ରୀନଗର…
Archives


