ମହାକୁମ୍ଭରୁ ମାଲାମାଲ ହେଲେ ନାବିକ ପରିବାର: ରୋଜଗାର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ପ୍ରୟାଗରାଜ,୭ା୩:ହିନ୍ଦୁଧର୍ମର ସର୍ବବୃହତ୍ ଧର୍ମୀୟ ମେଳା ମଧ୍ୟରୁ ଅନ୍ୟତମ ମହାକୁମ୍ଭ ମେଳା ୪୫ ଦିନ ଧରି ଗତ ଜାନୁଆରୀ ୧୩ରୁ ଫେବୃଆରୀ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ତେବେ ଏହି ମହାକୁମ୍ଭ ମେଳାରେ ଅନେକ ଲୋକ ବିଭିନ୍ନ ବ୍ୟବସାୟ ମାଧ୍ୟମରେ ବହୁ ରୋଜଗାର…
ନୂଆ ବାସଭବନକୁ ଗଲେ ମୁଖ୍ୟମନ୍ତ୍ରୀ: ପ୍ରଥମେ ଏହି ଘରେ ରହିଥିଲେ ନନ୍ଦିନୀ ଶତପଥୀ
ଭୁବନେଶ୍ୱର, ୭ା୩(ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ନୂଆ ସରକାରୀ ବାସଭବନରେ ଗୃହପ୍ରବେଶ କରିଛନ୍ତି। ଭୁବନେଶ୍ୱର ଗଭର୍ନର ହାଉସ୍ ଛକରୁ ଏଜି ଛକ ଯିବା ରାସ୍ତାର ବାମପାର୍ଶ୍ୱରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିର୍ମିତ ଏହି ବାସଭବନକୁ ଗତ ୨୫ ବର୍ଷ ହେଲା…
ବ୍ୟାସନଗର ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ
ଯାଜପୁର/ଯାଜପୁର ରୋଡ଼,୭ା୩(ହର୍ଷବର୍ଦ୍ଧନ ବେହେରା/ପବିତ୍ର ମହାନ୍ତି): ଯାଜପୁର ଜିଲା ବ୍ୟାସନଗର ପୌରାଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଗୁରୁବାର ଆଗତ ହୋଇଛି ା ଏହି ମର୍ମରେ ୨୬ରୁ ୨୦ ଜଣ କାଉନ୍ସିଲରଙ୍କ ସ୍ବାକ୍ଷର ସମ୍ବଳିତ ଏକ ଅନାସ୍ଥା ପ୍ରସ୍ତାବ ଜିଲାପାଳଙ୍କୁ ପ୍ରଦାନ…
ଯୁଦ୍ଧବିମାନରୁ ଜନବସତି ଅଞ୍ଚଳରେ ଖସିଲା ୮ ବୋମା
ସିଓଲ,୬।୩: ଆମେରିକା ସେନା ସହ ମିଳିତ ସମରାଭ୍ୟାସ ବେଳେ ଦକ୍ଷିଣ କୋରିଆର ୨ଟି ଯୁଦ୍ଧବିମାନ ଭୁଲ୍ବଶତଃ ୮ଟି ବୋମା ଜନବସତି ଅଞ୍ଚଳରେ ଖସାଇଥିଲେ। ଏଥିରେ ୧୫ ଜଣ ଆହତ ହେବା ସହ କେତେକ ଘର କ୍ଷତିଗ୍ରସ୍ତ ହୋଇଛି। କେଏଫ୍-୧୬ ଯୁଦ୍ଧବିମାନରୁ ଫାୟାରିଂ…
Global Terrorism Index 2025 ଜାରି: ଜାଣନ୍ତୁ କେଉଁ ଦେଶ କେଉଁ ସ୍ଥାନରେ…
ନୂଆଦିଲ୍ଲୀ,୬।୩: ଇନ୍ଷ୍ଟିଚ୍ୟୁଟ୍ ଫର୍ ଇକୋନୋମିକ୍ସ ଆଣ୍ଡ୍ ପିସ୍ (ଆଇଇପି) ପକ୍ଷରୁ ବିଶ୍ୱ ଆତଙ୍କବାଦ ସୂଚକାଙ୍କ (ଜିଟିଆଇ), ୨୦୨୫ ଜାରି କରାଯାଇଛି। ଏଥିରେ ପାକିସ୍ତାନ ଦ୍ୱିତୀୟ ସ୍ଥାନରେ ରହିଥିବା ଦର୍ଶାଯାଇଛି। ୨୦୨୪ରେ ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ଯୋଗୁ ପୂର୍ବାପେକ୍ଷା ୪୫ ପ୍ରତିଶତ ମୃତ୍ୟୁ…
ଡ୍ରେସିଂରୁମ୍ରେ ଶୋଇପଡ଼ିବାରୁ ଟାଇମ୍ଡ ଆଉଟ୍ ହେଲେ ଏହି ଖେଳାଳି
ରାଓ୍ବଲପିଣ୍ଡି,୬ା୩: ନିକଟରେ ଚାମ୍ପିୟନ୍ସ ଟ୍ରଫିରେ ଅର୍ଦ୍ଧଶତକୀୟ ପାଳି ଖେଳିଥିବା ପାକିସ୍ତାନ ବ୍ୟାଟର ସୌଦ ଶକିଲ ପ୍ରଥମଶ୍ରେଣୀ ଟୁର୍ନାମେଣ୍ଟର ପ୍ରେସିଡେଣ୍ଟ୍ସ କପ୍ ଫାଇନାଲରେ ଟାଇମ୍ଡ ଆଉଟ ହୋଇଛନ୍ତି। ନିଜ ପାଳି ଲାଗି ଅପେକ୍ଷା କରିଥିବା ବେଳେ ସେ ଡ୍ରେସିଂରୁମ୍ରେ ଶୋଇପଡ଼ିଥିଲେ। ସେ ପାକିସ୍ତାନ…
ନିଆଁ ଲାଗି କାଜୁ ଫସଲ ନଷ୍ଟ
କୋକସରା,୬ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ହଗାଁ ପଞ୍ଚାୟତ ନାଗପଡା ନିକଟରେ ଥିବା କାଜୁ ଜଙ୍ଗଲ ସମେତ ଆଖପାଖ ଚାଷଜମିରେ ଗୁରୁବାର ନିଆଁ ଲାଗିଯାଇଥିଲା। ଫଳରେ କିଛି ସମୟ ମଧ୍ୟରେ ନିଆଁ କାଜୁ ଜଙ୍ଗଲକୁ ବ୍ୟାପୀ ଯାଇଥିଲା। ଏହା…
ଛତିଶଗଡ଼ରେ ମାଓବାଦୀ ଅପରେଶନ: କ୍ୟାମ୍ପରୁ ମିଳିଲା ବିପୁଳ ଅସ୍ତ୍ରଶସ୍ତ୍ର
ମାଲକାନଗିରି,୬ା୩(ଗୌରୀଶଙ୍କର ପଣ୍ଡା): ଛତିଶଗଡ ସୁକ୍ମା ଜିଲାରେ ଯବାନମାନେ ମାଓ କ୍ୟାମ୍ପ ଉପରେ ଚଢାଉ କରି ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। ସୁକ୍ମା ଜିଲା ଚିନ୍ତାଲନାର ଥାନା ଅନ୍ତର୍ଗତ ନବୀନ କ୍ୟାମ୍ପ ରାୟଗୁଡେମ ଜବ୍ବାଗଟା ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତ ଥିବା ଖବର…
ଜେଲରୁ ବାହାରିଲେ ଅଲିମ୍ପିକ ପଦକ ବିଜେତା ସୁଶୀଲ ଧନଖର
ନୂଆଦିଲ୍ଲୀ,୬।୩: ଅଲିମ୍ପିକ ପଦକ ବିଜେତା କୁସ୍ତିଯୋଦ୍ଧା ସୁଶୀଲ ଧନଖର ଏବେ ତିହାର ଜେଲରୁ ମୁକ୍ତ ହୋଇଛନ୍ତି। ଜୁନିଅର ରେସଲର ସାଗର ଧନଖର ହତ୍ୟା ମାମଲାରେ ଦିଲ୍ଲୀ ହାଇକୋର୍ଟ ସୁଶୀଲ କୁମାରଙ୍କୁ ନିୟମିତ ଜାମିନ ପ୍ରଦାନ କରିଥିଲେ। ଏହାର ଦୁଇ ଦିନ ପରେ,…
ଆମେରିକାକୁ ପ୍ରବେଶ କରିପାରିବେନି ପାକିସ୍ତାନ, ଆଫଗାନିସ୍ତାନ ଲୋକେ, ଟ୍ରମ୍ପ ନେଇପାରନ୍ତି ବଡ଼ ନିଷ୍ପତ୍ତି
ଓ୍ବାଶିଂଟନ୍,୬।୩: ପାକିସ୍ତାନ ଏବଂ ଆଫଗାନିସ୍ତାନର ଲୋକଙ୍କ ଆମେରିକା ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇପାରେ। ପ୍ରକୃତରେ, ସୁରକ୍ଷା ଏବଂ ତଦନ୍ତ ବିପଦକୁ ଦୃଷ୍ଟିରେ ରଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉଭୟ ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇବାକୁ ଯୋଜନା କରୁଥିବା ଜଣାପଡ଼ିଛି।…
ଦିନେ ୫୮ ଘଣ୍ଟା ‘Kiss’ ଦେଇ କରିଥିଲେ ରେକର୍ଡ: ଏବେ ଛାଡ଼ପତ୍ର ନେଉଛନ୍ତି ଏହି ଦମ୍ପତ୍ତି
୨୦୧୩ ମସିହାରେ ସବୁଠାରୁ ଲମ୍ବା ଚୁମ୍ବନ ପାଇଁ ଗିନିଜ ୱାଲର୍ଡ ରେକର୍ଡ ସୃଷ୍ଟି କରିଥିବା ଥାଇଲାଣ୍ଡ ଦମ୍ପତି ଏବେ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ଏକ୍କାଚାଇ ତିରାନାରଟ ଏବଂ ତାଙ୍କ ପତ୍ନୀ ଲକ୍ଷଣା ୫୮ ଘଣ୍ଟା, ୩୫ ମିନିଟ ଏବଂ ୫୮…
ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, ଭୁବନେଶ୍ୱର ଏୟାରଲିଫ୍ଟ
ରାୟଗଡ଼ା/ମୁନିଗୁଡ଼ା,୬।୩(ଆଶିଷ ରଞ୍ଜନ ପଣ୍ଡା/ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନଠାରେ ଗୁରୁବାର ଚଳନ୍ତା ଟ୍ରେନ୍ରୁ ଖସି ପଡି ଜଣେ ବିଏସଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି। ବିଏସ୍ଏଫ୍ ଷ୍ଟାଫ୍ଙ୍କ ସମେତ ସ୍ଥାନୀୟ ରେଲଓ୍ବେ ଆର୍ପିଏଫ୍ ଏବଂ ଜିଆର୍ପି ପୋଲିସଙ୍କ…
Archives


