ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ନେଲା ଭାରତ, ଏବେ ପାକିସ୍ତାନ ସରକାରଙ୍କ…
ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ ଭାରତ ସରକାର ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏବେ ପାକିସ୍ତାନ ସରକାରଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମର X ହ୍ୟାଣ୍ଡେଲ ଭାରତରେ ଦେଖାଯିବ ନାହିଁ। କାରଣ ଏହି ସରକାରୀ ଆକାଉଣ୍ଟଟିକୁ ବ୍ୟାନ୍ କରାଯାଇଛି। ସୂଚନାଯୋଗ୍ୟ,…
ରାସ୍ତା ପ୍ରଶସ୍ତିକରଣ ପାଇଁ ପାଟଣା ବଜାରରୁ ଉଚ୍ଛେଦ ହେବ ଜବରଦଖଲ
ପାଟଣା,୨୪/।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ଥିକରଣ ସକାଶେ ଜବରଦଖଲ ଉଚ୍ଛେଦ ପାଇଁ ଘୋଷଣା କରିଛି। ବୁଧବାର ଡାକବାଜି ଯନ୍ତ୍ରରେ ପାଟଣା ତହସିଲ ପ୍ରଶାସନ ପକ୍ଷରୁ, ଜବର ଉଚ୍ଛେଦ ନ କଲେ…
Pahalgam Terror Attack: ଭିଡିଓ ଜାରି କରି ଥରିଲେ ପହଲଗାମ ଆଟାକ୍ର ମାଷ୍ଟରମାଇଣ୍ଡ, ମୋଦିଙ୍କୁ କହିଦେଲେ…
ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ ଅନେକ କଠୋର ପଦକ୍ଷେପ ନେଇଛି। ଏହାର ପ୍ରଭାବ ଏବେ ଦୃଶ୍ୟମାନ ହେବାରେ ଲାଗିଛି। ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଛନ୍ତି। ଏହା ପଛରେ ଲସ୍କର-ଏ-ତୈବାର…
ଆତଙ୍କବାଦୀଙ୍କ ନିସ୍ତାର ନାହିଁ; ସାମିଲ ଥିଲେ ୩ ପାକିସ୍ତାନୀ ଏବଂ ୨ କଶ୍ମୀରୀ
ପହଲଗାମ୍,୨୪।୪: ଜମ୍ମୁ କଶ୍ମୀର ପହଲଗାମ୍ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ୫ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି। ତେବେ ଏହି ଆକ୍ରମଣରେ ୩ ଜଣ ପାକିସ୍ତାନୀ ନାଗରିକ ଏବଂ ୨ ଜମ୍ମୁ କଶ୍ମୀର ବାସିନ୍ଦା ଥିବା ଜଣାପଡ଼ିଛି। ତେବେ ଗତ ଦୁଇ ଦଶନ୍ଧି ମଧ୍ୟରେ…
Jammu And Kashmir Encounter: ବଡ଼ ଆଟାକ୍ ପରେ ମୁହାଁମୁହିଁ ହୋଇଗଲେ ସେନା-ଆତଙ୍କବାଦୀ, ଗୁଳିରେ କମ୍ପିଲା…
ନୂଆଦିଲ୍ଲୀ,୨୪।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରଠାରୁ, ସେନା ଏବଂ ପୋଲିସ ଦ୍ୱାରା ନିରନ୍ତର ସର୍ଚ୍ଚ ଅପରେଶନ ଜାରି ରହିଛି। ସେନାର ଅନେକ ଟିମ୍ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅଭିଯାନ ଚଳାଇଛନ୍ତି। ଏହି ସମୟରେ ଜମ୍ମୁ ପୋଲିସ ମଧ୍ୟ…
ବିଦ୍ୟୁତ ସଂଯୋଗକୁ ନେଇ ଏଲ ଆଣ୍ଡ ଟି କମ୍ପାନୀକୁ ବିରୋଧ କଲେ ଗ୍ରାମବାସୀ
ପରଜଙ୍ଗ,୨୪।୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁରେ ଉଠା ଜଳ ସେଚନ ପ୍ରକଳ୍ପ ନିର୍ମାଣ କରୁଥିବା ଏଲ ଆଣ୍ଡ ଟି କମ୍ପାନୀ ଗ୍ରାମ ଟ୍ରାନ୍ସଫର୍ମୋରରୁ ବିଦ୍ୟୁତ ସଂଯୋଗକୁ ନେଇ ଗ୍ରାମବାସୀଙ୍କ ବିରୋଧ ଦେଖିବାକୁ ମିଳିଛି। ଗାଁରେ…
କଶ୍ମୀର ଟୁର୍ ବାତିଲ କରୁଛନ୍ତି ୯୦% ପର୍ଯ୍ୟଟକ
ନୂଆଦିଲ୍ଲୀ, ୨୪।୪: ଜମ୍ମୁ-କଶ୍ମୀରର ପହଲ୍ଗାମ ଆତଙ୍କବାଦୀ ଆକ୍ରମଣର ପ୍ରଭାବ ପର୍ଯ୍ୟଟନ କ୍ଷେତ୍ର ଉପରେ ପଡ଼ିଛି। ଲୋକମାନେ ବଡ଼ସଂଖ୍ୟାରେ ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ କରିଥିବା ଅଗ୍ରିମ ବୁକିଂକୁ ବାତିଲ କରିବା ଆରମ୍ଭ କରିଛନ୍ତି। ପହଲ୍ଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ଦୃଷ୍ଟିରୁ ଲୋକେ…
ଦାରିଙ୍ଗବାଡି ଆଇଆଇସିଙ୍କ ଡିଏସପି ପାହ୍ୟାକୁ ପଦନ୍ନୋତି , ଜିଲାରେ ୬ ଜଣ ଅଧିକାରୀଙ୍କ ପଦନ୍ନୋତି
ଦାରିଙ୍ଗବାଡି, ୨୪ ।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଇଆଇସିମାନଙ୍କୁ ଓପିଏସ ଗ୍ରୁପ-ଏ (ଜୁନିଅର ଶାଖା)ର ଗ୍ରେଡକୁ ପଦୋନ୍ନତି କରାଯାଇଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଆଇଆଇସି କନକ କୁମାର ମାଝିଙ୍କ ପଦନ୍ନୋତି ହୋଇଛି ରାଜ୍ୟ…
ଜାତୀୟ ପଞ୍ଚାୟତିରାଜ ଦିବସ ଏବଂ ଓଡ଼ିଶା
ପଞ୍ଚାୟତ ବ୍ୟବସ୍ଥା ଆଜିର ନୁହେଁ, କେଉଁ ଆବହମାନ କାଳରୁ ଆମ ସମାଜରେ ଏହା ପ୍ରଚଳିତ ହୋଇଆସୁଛି। ସେଥିପାଇଁ ଆମ ଗଁା ଗହଳିରେ କଥା କଥାରେ କହନ୍ତି, ପାଞ୍ଚଜଣ ଲୋକଙ୍କୁ ଯାହା ସୁନ୍ଦର ଲାଗିବ ତାହା ହିଁ କରିବା। ପାଞ୍ଚଜଣ ଭଦ୍ରଲୋକ ଯାହା…
କଶ୍ମୀରୀ ଖବରକାଗଜ ପୃଷ୍ଠାରେ ପହଲଗାମ୍ ଆକ୍ରମଣର ପ୍ରତିବାଦ
ପହଲଗାମ୍,୨୪।୪: ପହଲଗାମ୍ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ବୁଧବାର ଜମ୍ମୁ-କଶ୍ମୀରରୁ ପ୍ରକାଶ ପାଇଥିବା ଖବରକାଗଜଗୁଡ଼ିକରେ ପ୍ରତିବାଦର ସ୍ବର ପ୍ରତିଧ୍ୱନିତ ହୋଇଛି। ଇଂଲିଶ ଓ ଊର୍ଦ୍ଦୁରେ ପ୍ରକାଶିତ ସମସ୍ତ ଖବରକାଗଜର ପ୍ରଥମ ପୃଷ୍ଠାକୁ କଳାରଙ୍ଗରେ ଛପାଯାଇଛି। ଗ୍ରେଟର କଶ୍ମୀର, ରାଇଜିଂ…
ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ: ‘ଆଇଏସଆଇଏସ କଶ୍ମୀର’ରୁ ଆସିଲା ଇମେଲ
ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ତଥା ପୂର୍ବତନ ଭାଜପା ଏମପି ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ମୃତ୍ୟୁ ଧମକ ମିଳିଛି। ଏପ୍ରିଲ ୨୨ରେ ଦୁଇଟି ଇମେଲ ମାଧ୍ୟମରେ ତାଙ୍କୁ “ଆଇକିଲ୍ୟୁ” (IKillU) ମେସେଜ ପଠାଯାଇଥିଲା। ଏହି ଘଟଣା…
Pahalgam Terror Attack: ନିସ୍ତବ୍ଧ ଇଶାଣୀ ଗାଁ
ବାଲେଶ୍ୱର, ୨୪।୪(ବାଞ୍ଛାନିଧି ଦେ):ବାଲେଶ୍ୱର ସଦର ବ୍ଲକ ସାରଗାଁ ପଞ୍ଚାୟତ ଅଧୀନ ଇଶାଣୀ ଗାଁ ଏବେ ନିସ୍ତବ୍ଧ। ସମସ୍ତେ ହତବାକ୍ ଓ ମ୍ରିୟମାଣ। ପ୍ରଶାନ୍ତଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି। ଗାଁ ସମେତ ସମଗ୍ର ଜିଲାରେ ସୃଷ୍ଟି ହୋଇଛି ଶୋକାକୁଳ ପରିବେଶ।…
Archives


