Home Left

Pahalgam Terror Attack: ପାକ୍‌କୁ ବଡ଼ ଧମକ ଦେଲା ଭାରତ, ରାଷ୍ଟ୍ରଦୂତଙ୍କୁ ପଠାଇଲା ସମନ

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଭାରତ। ଏହାରି ଭିତରେ ସବୁଠୁ ବଡ଼ ଖବର ହେଉଛି, ଭାରତ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କୁ ମଧ୍ୟ ସମନ କରିଛି। ଭାରତ ପାକିସ୍ତାନର ସାମରିକ ରାଷ୍ଟ୍ରଦୂତଙ୍କୁ ଏକ ଆନୁଷ୍ଠାନିକ ବ୍ୟକ୍ତିଗତ ନନ…

ଆଜିଠାରୁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟରେ ଖରାଛୁଟି

ଭୁବନେଶ୍ୱର,୨୪।୪(ସୁଚିସ୍ମିତା ସାହୁ): ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ଏଥିରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାରଠାରୁ ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ବିଭାଗର ଉପନିର୍ଦ୍ଦେଶକ ରଜତ…

ମାଙ୍କଡ ଡେଇଁଛି, ସମୟ କହିପାରିବୁନି; ଅଘୋଷିତ ବିଦ୍ୟୁତ୍ କାଟ ପାଇଁ ଲୋକେ ଛଟପଟ

ଭଞ୍ଜନଗର,୨୪/୪(ବାବୁଲା ପ୍ରଧାନ)-ଅସହ୍ୟ ଗରମ ଯୋଗୁଁ ଲୋକେ ଆଜକୁ କିଛି ଦିନ ହେବ ଛଟପଟ ହେଉଛନ୍ତି। ଅନ୍ୟପଟେ ଭଞ୍ଜନଗର ଅଞ୍ଚଳରେ ଟାଟା ପାୱାର ପକ୍ଷରୁ ବାରମ୍ବାର ଅଘୋଷିତ ବିଦ୍ୟୁତ୍ କାଟ ହେଉଛି। ଯେଉଁଥିପାଇଁ ଲୋକଙ୍କ ସମସ୍ୟା ଦ୍ୱିଗୁଣିତ ହୋଇଯାଉଛି। ଏହିଭଳି ପରିସ୍ଥିତିରେ ଗୁରୁବାର…

Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର

ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ…

ଢେଙ୍କାନାନ ପୋଲିସ -ଅପରାଧି ଗୁଳି ବିନିମୟ , କିଙ୍ଗ ଅଫ ଫରେଷ୍ଟ ଗ୍ୟାଙ୍ଗ ସଦସ୍ୟ ଆହତ

ଢ଼େଙ୍କାନାଳ,୨୪।୪(ରତନ ନାୟାର): ଢେଙ୍କାନାଳ ପୋଲିସ ଓ ଜଣେ ଦୂର୍ଦ୍ଧଷ ଅପରାଧି ମଧ୍ୟରେ ବୁଧବାର ବିଳମ୍ବିତ ରାତିରେ ଗୁଳି ବିନିମୟ ହୋଇଛି । ଏହି ଘଟଣାରେ ଜିଲାର କାମାକ୍ଷାନଗର ଅଞ୍ଚଳ ରେ ଅପରାଧ କରି ଆତଙ୍କ ସୃଷ୍ଟି କରିଥିବା କିଙ୍ଗ ଅଫ ଫରେଷ୍ଟ…

ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧୀନ ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ(ଓଏଚ୍‌ପିସି) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ…

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ କେହି ଦେଖି ନ ଥିବା ବେଳେ ହଠାତ ମୃତ ଦେଖି ସେଠାକୁ ଦୈନନ୍ଦିନ ଆସୁଥିବା…

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ ଗ୍ରାମ କୁମ୍ଭାର ସାହିର ଯୋଗିନ୍ଦ୍ର ଡାକୁଆଙ୍କ ଝିଅ ସ୍ବପ୍ନା ଡାକୁଆ…

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର ଶ୍ରେଷ୍ଠ ୧୦ ତାଲିକାରେ ସ୍ଥାନ ପାଇଛନ୍ତି। ରସାୟନ ବିଜ୍ଞାନ ବିଭାଗରେ କଂସାମାରି ଗ୍ରାମର ଟି.…

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ ହୋଇଥିବା ଦାରିଙ୍ଗବାଡ଼ି ସବ୍‌ଇନ୍ସପେକ୍ଟର ଜୟନ୍ତ କୁମାର ସେଠି ସୂଚନା ଦେଇଛନ୍ତି। ଦାରିଙ୍ଗବାଡ଼ି ତହସିଲଦାର ଶରତ…

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ ହେଉଛନ୍ତି। ଶହୀଦଙ୍କ ସ୍ମୃତିରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ସହରରେ…

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ ଖେଳାଯିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri