ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍ ହେଲାଣି ବନ ବିଭାଗ
ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ ପୁଇଁତୋଳାର ୪ ଜଣ ଏବଂ ତ୍ରିବେଣୀ ମଠ ଛକର ଜଣେ ନବବଧୂ ଆହତ ହୋଇଥିଲେ।…
BJD: ରାଜ୍ୟ ସଭାରେ ଓ୍ବକଫ୍ ବିଲ୍ ଭୋଟିଂକୁ ନେଇ ଆଜି ସତ କହିଦେଲେ ସୁଲୋତା, ରାଜନୀତି ହଲଚଲ
ଭୁବନେଶ୍ୱର,୨୩।୪: ୱକଫ୍ ଭୋଟିଂକୁ ତାତି ଟିକିଏ କମିଥିବାବେଳେ ପୁଣି ବଡ଼ ବୟାନ ଦେଇଛନ୍ତି ବିଜେଡି ରାଜ୍ୟ ସଭା ଏମପି ସୁଲତା ଦେଓ। ଏପ୍ରିଲ ୪ରେ ରାଜ୍ୟ ସଭାରେ ୧୨୮ ଜଣଙ୍କ ସମର୍ଥନ ଓ ୯୫ ଜଣଙ୍କ ବିରୋଧ ସତ୍ତ୍ୱେ ରାଜ୍ୟ ସଭାରେ…
Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ
ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି। ଏଥିରେ ଏପରି ଲୋକମାନେ ଅନ୍ତର୍ଭୁକ୍ତ ଯେଉଁମାନେ ଓଭର ଗ୍ରାଉଣ୍ଡ ୱାର୍କର (OGW) କିମ୍ବା Terror…
ଆମ କଳିକା କେନ୍ଦ୍ର ଉଦ୍ଘାଟିତ: ଶିଶୁମାନଙ୍କ ଲାଳନପାଳନରେ ହେବ ସହାୟକ
କେନ୍ଦୁଝର,୨୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକେ ଆମ କଳିକା କେନ୍ଦ୍ର (କ୍ରେଚ୍) କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ଉକ୍ତ ଉଦ୍ଘାଟନୀ ସମାରୋହରେ ମାନ୍ୟବର ଜିଲାପାଳ ବିଶାଲ ସିଂ, ଅରକ୍ଷୀ ଅଧିକାରୀ, ନୀତିନ କୁଶଲକର,…
Gold: ସୁନାଦର ଖସିବା ଭିତରେ ଆସିଲା ବଡ଼ ଖବର: ଅକ୍ଷୟ ତୃତୀୟାରେ ଏତେ ଶସ୍ତାରେ ମିଳିବ ସୁନା! ମେକିଂଚାର୍ଜ ପାଇଁ…
ନୂଆଦିଲ୍ଲୀ,୨୩।୫: ଅକ୍ଷୟ ତୃତୀୟା ପାଇଁ ଆଉ ମାତ୍ର କିଛି ଦିନ ବାକି ଅଛି। ଏହି ଦିନ ସୁନା କିଣିବା ବହୁତ ଶୁଭ ବୋଲି ବିବେଚନା କରାଯାଏ। କିନ୍ତୁ ସୁନାର ବର୍ଦ୍ଧିତ ମୂଲ୍ୟ ଅର୍ଥାତ ଲକ୍ଷେ ଟପିବା ଏହାକୁ ସାଧାରଣ ଲୋକଙ୍କ ପାଖରେ…
ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…
ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପଗୁଡିକ ନିର୍ଭୁଲ ଭାବରେ କାର୍ଯ୍ୟକାରୀ ହେବା…
Pahalgam Terror Attack: ମୋଦି ସରକାରଙ୍କୁ ବଡ଼ ଅପିଲ କଲେ ଖାର୍ଗେ, କହିଲେ ଆମେ ସାଥିରେ ଅଛୁ
ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଟୁଇଟରରେ ପୋଷ୍ଟ କରି କହିଛନ୍ତି ଯେ ନିର୍ଦ୍ଦୋଷ ପର୍ଯ୍ୟଟକଙ୍କ ହତ୍ୟା ଅତ୍ୟନ୍ତ…
Pahalgam Terror Attack: ପାକିସ୍ତାନ ପରେ ଆସିଲା ଚାଇନାର ପ୍ରଥମ ପ୍ରତିକ୍ରିୟା
ଶ୍ରୀନଗର,୨୩।୪: ପାକିସ୍ତାନ ପରେ ଏବେ ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଚାଇନାର ପ୍ରତିକ୍ରିୟା ଆସିଛି। ନୂଆଦିଲ୍ଲୀରେ ଚାଇନାର ରାଷ୍ଟ୍ରଦୂତ ଜୁ ଫେଇହୋଙ୍ଗ ଏକ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଏହି ବର୍ବର Terror Attackକୁ ନିନ୍ଦା କରିଛନ୍ତି। ଚାଇନା…
ଓଡ଼ିଶାର ବୈଜ୍ଞାନିକଙ୍କୁ CERN ରେ ମିଳିଲା ମୌଳିକ ପଦାର୍ଥ ବିଜ୍ଞାନରେ ବ୍ରେକଥ୍ରୁ ପୁରସ୍କାର
ଭୁବନେଶ୍ଵର, ୨୩।୪: ଓଡ଼ିଶାର ଆଠ ଜଣ ବୈଜ୍ଞାନିକ ମୌଳିକ ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଅବଦାନ ପାଇଁ ବିଶ୍ଵର ଅଗ୍ରଣୀ ଗବେଷଣା ସଂସ୍ଥା ସିଇଆରଏନ (ଇଉରୋପୀୟ ନ୍ୟୁକ୍ଲିୟର ରିସର୍ଚ ସଂଗଠନ) ଦ୍ଵାରା ୨୦୨୫ ବର୍ଷର ‘ମୌଳିକ ପଦାର୍ଥ ବିଜ୍ଞାନରେ ବ୍ରେକଥ୍ରୁ ପୁରସ୍କାର’ରେ…
Pahalgam Terror Attack: ଆଟାକ୍ ପରେ ପରେ କଶ୍ମୀର ମସଜିଦରୁ ଶୁଭିଲା ଏମିତି ଶଦ୍ଦ, ପୁରା ଦେଶ ସ୍ତବ୍ଧ
ନୂଆଦିଲ୍ଲୀ,୨୩।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପୁରା ଦେଶ ସ୍ତବ୍ଧ ହୋଇଯାଇଛି। ସବୁଠୁ ବଡ଼କଥା ହେଉଛି କଶ୍ମୀରର ମସଜିଦରେ ଏମିତି କିଛି ଘୋଷଣା କରାଯାଇଛି। ଯାହାକୁ ଶୁଣି ଆପଣ ବି ଚକିତ ହୋଇଯିବେ। Pahlgam Attack Update: ପହଲଗାମ ଆକ୍ରମଣ ପରେ,…
ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି
ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପାଇଁ ବୁଧବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବରଗଡ଼ ଲୋକ ସଭା ଏମ୍ପି ପ୍ରଦୀପ ପୁରୋହିତଙ୍କ ସମେତ…
Pahalgam Terrorist Attack: ଅମିତ ଶାହାଙ୍କୁ ଭେଟି ଭୋ ଭୋ କାନ୍ଦି ଉଠିଲେ ପହଲଗାମ ପୀଡ଼ିତ, ଭିଡିଓ ଦେଖିଲେ ଆଖିରେ ଲୁହ ରହିବନି
ଶ୍ରୀନଗର,୨୩।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବୁଧବାର ଦୃଢ଼ ପ୍ରତିଶ୍ରୁତି ଦେଇଛନ୍ତି ଯେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ଦୋଷୀମାନଙ୍କୁ ନ୍ୟାୟ ଦିଆଯିବ ଏବଂ କହିଛନ୍ତି ଯେ ଭାରତ କେବେବି କାପୁରୁଷ ଆତଙ୍କବାଦୀ କାର୍ଯ୍ୟ ଆଗରେ ମୁଣ୍ଡ ନୁଆଁଇବ…
Archives


