IMF ଆର୍ଥିକ ବର୍ଷ ୨୦୨୬ ପାଇଁ ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ହ୍ରାସ କଲା
ନୂଆଦିଲ୍ଲୀ,୨୩।୪: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ଆର୍ଥିକ ବର୍ଷ ୨୦୨୬ ପାଇଁ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପୂର୍ବାନୁମାନକୁ ୬.୨%କୁ ହ୍ରାସ କରିଛି। ଏହା ପୂର୍ବବର୍ଷ ଅପେକ୍ଷା ଅଭିବୃଦ୍ଧି ହାରରେ ହ୍ରାସ ପାଇବାର ସଙ୍କେତ ଦେଉଛି, ଯାହା ବିଶ୍ୱବ୍ୟାପୀ ଅର୍ଥନୈତିକ ଅନିଶ୍ଚିତତା ଓ…
ପହଲଗାମ ଆକ୍ରମଣକୁ ନେଇ ସଲମାନ କହିଲେ ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କୁ ହତ୍ୟା କରିବା ଯାହା…
ମୁମ୍ବାଇ,୨୩ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଜଣେ ପରେ ଜଣେ ବଲିଉଡ୍ ଷ୍ଟାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସୁଛି। ଶାହରୁଖ ଖାନ୍ଙ୍କ ପରେ ଏବେ ସଲମାନ ଖାନ୍ ମଧ୍ୟ ଏହି ହୃଦୟ ବିଦାରକ ଆକ୍ରମଣ ଉପରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି।…
ତୁର୍କୀରେ ୬.୨ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ
ନୂଆଦିଲ୍ଲୀ,୨୩।୪: ବୁଧବାର ତୁର୍କୀରେ ୬.୨ ତୀବ୍ରତାର ଏକ ଭୂମିକମ୍ପ ହୋଇଛି। ଯାହା ଫଳରେ ଇସ୍ତାନବୁଲରେ କମ୍ପନ ଅନୁଭୂତ ହେବାରୁ ଲୋକମାନେ ନିଜ ଘର ଛାଡି ବାହାରକୁ ଚାଲି ଆସିଥିଲେ। ତୁର୍କୀର AFAD ବିପର୍ଯ୍ୟୟ ପରିଚାଳନା ସଂସ୍ଥା ଏହି ଭୂମିକମ୍ପକୁ ରାଜଧାନୀ ସହରରେ…
Terror Attack: ହନିମୁନ ପାଇଁ ହିମାଂଶୀଙ୍କ ସହ ୟୁରୋପ ଯାଇଥାଆନ୍ତେ ନେଭି ଅଫିସର ବିନୟ, ହେଲେ ଭାଗ୍ୟରେ ଥିଲା…
ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ମୃତକଙ୍କ ମଧ୍ୟରେ ଜଣେ ନୌସେନା ଅଧିକାରୀ ମଧ୍ୟ ଅଛନ୍ତି। ଲେଫ୍ଟନାଣ୍ଟ ବିନୟ ନରୱାଲ ମାତ୍ର ୮ ଦିନ ପୂର୍ବରୁ ହିମାଂଶୀ ନରୱାଲଙ୍କୁ ବିବାହ କରିଥିଲେ ଏବଂ ସେମାନେ ହନିମୁନ ପାଇଁ କଶ୍ମୀର ଯାଇଥିଲେ।…
ସ୍କୁଲ ଛୁଟି ପରେ ଘରକୁ ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ୫ ଛାତ୍ରୀଛାତ୍ରଙ୍କ ସମେତ ୧୦ ଆହତ
ଛତ୍ରପୁର,୨୩।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଉଜଳେଶରୀ ମନ୍ଦିର ଜାତୀୟ ରାଜପଥ ନିକଟରେ ବୁଧବାର ଏକ ଦୁର୍ଘଟଣା ହୋଇଛି। ସ୍କୁଲ ଖରା ଛୁଟି ହୋଇଯିବା ପରେ ଏକ ବୋଲେରୋ ଗାଡି ଓଡି ୦୨ଟି ୩୯୯୦ ଯୋଗେ ନିଜ ଘରକୁ ଫେରୁଥିବା କେତେଜଣ…
ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ୨ ଗିରଫ
ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ବୁଧବାର ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ଏକ ସଫଳତା ମିଳିଛି। ମଙ୍ଗଳବାର ବେନିୟମ ଭାବେ ବନ୍ଧୁକ ରଖିବା ଅଭିଯୋଗରେ ୩ ଜଣ ଗିରଫ ହୋଇଥିବା ବେଳେ ବୁଧବାର ଏଥିରେ ଆଉ ଦୁଇଜଣ…
Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି ଘଟଣାର ଏକ ଭୟାବହ ଦୃଶ୍ୟ କ୍ୟାମେରାରେ ରେକର୍ଡ ହୋଇଛି, ଯେଉଁଥିରେ ଆତଙ୍କ ଓ ଭୟଙ୍କର…
ସୁନ୍ଦର କରିବ କିସ୍ମିସ୍
ଡ୍ରାଏଫ୍ରୁଟ୍ଭାବେ କିସ୍ମିସ୍ ବ୍ୟବହାର କରାଯାଏ। କିନ୍ତୁ ତ୍ୱଚାକୁ ସୁନ୍ଦର ଓ ଅଧିକ ଗ୍ଲୋ କରିବା ପାଇଁ ମଧ୍ୟ ଏହାକୁ ବ୍ୟବହାର କରିହେବ। ଏଥିପାଇଁ ଜାଣିରଖନ୍ତୁ ଉପାୟ…. ପ୍ରଥମେ ରାତିରେ ୧ କପ୍ କିସ୍ମିସ୍କୁ ୧ ଗ୍ଲାସ୍ ପାଣିରେ ଭିଜାଇ ଦିଅନ୍ତୁ। ରାତି…
ମୋଦିଙ୍କ ସହ ଏକାଠି ହେଲେ ଟ୍ରମ୍ପ-ପୁଟିନ୍, ପାକ୍ ଉପରେ ହେବ ବଡ଼ ଏୟାରଷ୍ଟ୍ରାଇକ୍!
ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ, ତଦନ୍ତ ଏଜେନ୍ସିଗୁଡ଼ିକ ତଦନ୍ତ ଆରମ୍ଭ କରିଛନ୍ତି। ରାଷ୍ଟ୍ରୀୟ ରାଇଫଲ୍ସ, ସିଆରପିଏଫ ଏବଂ ଜମ୍ମୁ କଶ୍ମୀର ପୋଲିସ ମିଳିତ ଭାବରେ ଏକ…
ଦିଲ୍ଲୀରେ ହଲଚଲ: ଡୋଭାଲଙ୍କୁ ବଡ଼ ଦାୟିତ୍ୱ, ଥରିଲା ପାକିସ୍ତାନ
ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶ୍ରୀନଗରରେ ପହଞ୍ଚିଛନ୍ତି। ଏହା ପରେ ସେ ଆକ୍ରମଣ ସ୍ଥାନକୁ ମଧ୍ୟ ଯାଇଛନ୍ତି। ଅନ୍ୟପକ୍ଷରେ, ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟର ଏକ ଉଚ୍ଚସ୍ତରୀୟ ବୈଠକ ବସିଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ…
ପିଲା ମିଛ କହୁଛି କି ?
ଭୟରେ ହେଉ ଅବା ଅନ୍ୟ କିଛି କାରଣ ପାଇଁ ପିଲାମାନେ ବେଳେବେଳେ ମିଛ କହି ଦିଅନ୍ତି। ତେବେ ଛୋଟବେଳରୁ ସେମାନଙ୍କର ଏହି ଅଭ୍ୟାସ ବଦଳାଇବା ଦରକାର। ଏଥିପାଇଁ ଅଭିଭାବକଙ୍କ ପ୍ରୟାସ ଜରୁରୀ… ଖୋଲା ପରିବେଶ: ପିଲାମାନେ ଗୁରୁଜନଙ୍କ ସ୍ନେହ ପାଇବା ପାଇଁ…
Pahalgam Terror Attack:‘ପାକିସ୍ତାନର ରିଆକ୍ସନ ହେବ ହାର୍ଡ’, ଆତଙ୍କବାଦୀ ଆକ୍ରମଣକୁ ନେଇ ଏମିତି କହିଲେ PAK ପୂର୍ବତନ ହାଇ କମିଶନର
ଶ୍ରୀନଗର,୨୩।୪: ମଙ୍ଗଳବାର (୨୨ ଏପ୍ରିଲ) କଶ୍ମୀରର ପହଲଗାମରେ ହୋଇଥିବା Terror Attack ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ବିଶ୍ୱର ସମସ୍ତ ଦେଶର ନେତାମାନେ ଏହି ଆକ୍ରମଣ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଏବଂ ଆତଙ୍କବାଦ ବିରୋଧରେ ଏକତ୍ରିତ ହେବା ବିଷୟରେ…
Archives


