Home Left

ବ୍ୟାଙ୍କ ସ୍ଥାନାନ୍ତରକୁ ଲୋକଙ୍କ ବିରୋଧ: ରାସ୍ତାରୋକୋ କଲେ ଉପଭୋକ୍ତା

ଭଦ୍ରକ, ୨୩।୪(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ବରପଦା ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଶାଖା ସ୍ଥାନାନ୍ତରକୁ ସ୍ଥାନୀୟ ଲୋକ ବିରୋଧ କରିଛନ୍ତି l ଶହ ଶହ ସଂଖ୍ୟାରେ ବ୍ୟାଙ୍କ ଉପଭୋକ୍ତା ବୁଧବାର ପୂର୍ବାହ୍ନ ୮ଟାରୁ ଭଦ୍ରକ ଆନନ୍ଦପୁର…

୩୩ ଦୋକାନ ସିଲ, ୬୦ ବେପାରୀଙ୍କୁ ନୋଟିସ: ରଦ୍ଦ ହେବ ଲାଇସେନ୍ସ

ଖୋର୍ଦ୍ଧା,୨୩।୪(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ପୁଣିଥରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଟାଉନ ହଲ୍‌ ନିକଟରେ ଥିବା ୬ଟି ଦୋକାନ ଘରକୁ ଜେସିବି ଲଗାଇ ଭଙ୍ଗାଯାଇଛି। ଏଥିସହିତ ବିନା ଟ୍ରେଡ ଲାଇସେନ୍ସରେ ବେପାର କରୁଥିବା ୩୩ଟି ଦୋକାନକୁ…

ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼

ଶ୍ରୀନଗର,୨୩।୪: ପହଲଗାମ୍‌ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ ସ୍ବତନ୍ତ୍ର ବିମାନ ବ୍ୟବସ୍ଥା କରାଯାଇଛି। ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ…

ରେକର୍ଡ ଭାଙ୍ଗିଲା ଏପ୍ରିଲ ତାତି

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା):ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ୁଥିବାବେଳେ ମଙ୍ଗଳବାର ପୂର୍ବର ସବୁ ରେକର୍ଡ ଭାଙ୍ଗିଛି। ଝାରସୁଗୁଡା ଏପ୍ରିଲ ମାସର ତାତିରେ ସର୍ବକାଳୀନ ରେକର୍ଡ କରିଛି। ୧୯୫୩ ପରେ ୨୦୧୦ରେ ଏପ୍ରିଲ ମାସର ସର୍ବକାଳୀନ ରେକର୍ଡ ୪୬.୧ ଡିଗ୍ରୀ ସେଲସିୟସ୍‌ ରହିଥିଲା। ତେବେ…

ସାନଭାଇ ବାହାଘର ଦିନ ବଡ଼ଭାଇଙ୍କ ଆତ୍ମହତ୍ୟା

ବଡ଼ଗାଁ,୨୩।୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମଟିଆ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ସାନଭାଇଙ୍କ ବାହାଘର ଦିନ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଲାଲମଟିଆ ଗ୍ରାମର ରାଜେନ୍ଦ୍ର ମାଝୀ। ରାଜେନ୍ଦ୍ରଙ୍କ ସାନ ଭାଇ ବାହା ହୋଇ…

ପହଲଗାମ ପରେ ଟାର୍ଗେଟ୍‌ରେ ଉରି: ଆତଙ୍କବାଦୀ ନିପାତ

ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଦୁଇ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଏହି ଆତଙ୍କବାଦୀମାନଙ୍କଠାରୁ ଦୁଇଟି AK47 ରାଇଫଲ ଏବଂ…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼,୨୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ସକାଳେ ପୀଡ଼ିତାଙ୍କ ପରିବାର ଲୋକେ ତଳସରା ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏହି…

ପୋଖରୀରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ କରିଛି। ମୃତ ବୃଦ୍ଧା ହେଲେ ଟିକ୍ରାପଡ଼ା ଗାଁ ପହରିଆ ପଡ଼ାର ହୀରାଦେଈ ପହରିଆ (୭୦)।…

ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ

ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ ନ ଥିବା ଅଭିଯୋଗକରି ନୂଆପଡ଼ା ଜିଲା ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟି ଜିଲାପାଳ ମଧୁସୂଦନ…

ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ

ଶ୍ରୀନଗର/ପହଲଗାମ୍‌,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ବିଦେଶୀ ଓ ୨ ସ୍ଥାନୀୟ ଲୋକ ଅଛନ୍ତି। ପହଲଗାମ୍‌ର ବୈସରନ…

ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କର:ଜିଲା ବିକାଶ ସମନ୍ବୟ-ତଦାରଖ କମିଟି ବୈଠକରେ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜିଲା ବିକାଶ ସମନ୍ବୟ ଏବଂ ମନିଟରିଂ କମିଟି ଦିଶାର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବରଗଡ଼ ଲୋକସଭା ଏମପି ପ୍ରଦୀପ ପୁରୋହିତ ଅଧ୍ୟକ୍ଷତା କରିଥିଲେ। ବୈଠକରେ ପ୍ରଥମ ସମ୍ପାନରେ ଏମ୍‌ପି…

ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ  ହଠାତ୍‌ ଜୋର୍‌ରେ ପବନ ବହିବା ସହ ବର୍ଷା ହୋଇଥିଲା। ଏଥିରେ କାଳବୈଶାଖିର ପ୍ରଭାବରେ ତଳାମପଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri