୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’
ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା ଅଞ୍ଚଳର ସେହିପରି ଜଣେ ମା’ ୮ ବର୍ଷ ପରେ ନିଜ ପାଗଳ ପୁଅକୁ ଖୋଜି…
ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା
ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।…
ବିଶ୍ବ ଧରିତ୍ରୀ ଦିବସ ପାଳିତ
ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସବୁ ସ୍ତରରେ ପରିବେଶ ସୁରକ୍ଷା ପାଇଁ ପଦକ୍ଷେପ ନେବାର…
ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ
ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ କରିଛି। ମୃତ ବୃଦ୍ଧା ହେଲେ ଟିକ୍ରାପଡ଼ା ଗାଁ ପହରିଆ ପଡ଼ାର ହୀରାଦେଈ ପହରିଆ (୭୦)।…
ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ
ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର ଗାନ୍ଧିଛକସ୍ଥିତ ପେଟ୍ରୋଲ ପମ୍ପରେ ଛାଉଣୀ ନ ଥିବା ଯୋଗୁଁ ଅସହ୍ୟ ତାତିରେ ଲୋକେ ଗାଡିରେ…
ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ
ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତାଇଥିବାରୁ ୫୫ ବର୍ଷୀୟ ସ୍ଲାଟରଙ୍କୁ ଜେଲରୁ ମୁକ୍ତ କରାଯାଇଛି। ସେ ଘରୋଇ ହିଂସା…
ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ
ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ ଏସ୍ପି ଅଭିଳାଷ ଜି ଖବରଦାତା ସମ୍ମିଳନୀ କରି ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ଦେଇଛନ୍ତି…
ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର
ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହେଲେ ମୃତଦେହ ୩ ଦିନ ହେଲା ପଡି ରହିଥିବା ବେଳେ ଅନ୍ତିମ ସତ୍କାର…
୨୬ ଯାଏ କଲବଲ: ଏହି ୫ ଜିଲାକୁ ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୨।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ଦୁଇଦିନ ହେଲା ତାପମାତ୍ରା ଉପର ମୁହାଁ ରହିଥିବା ବେଳେ ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଥିବା ବେଳେ ତାପମାତ୍ରା ୪୫ ଟପିଛି। ଅନ୍ୟପକ୍ଷେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ଅରେଞ୍ଜ…
୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍ E-KYC କରିନାହାନ୍ତି…
ଭୁବନେଶ୍ୱର,୨୨।୪ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ ପାଳନ ବେଳେ ଏହି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ…
ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ
ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ମାରୱାଡି ସମାଜର ସଭାପତି ଅମରଦୀପ ଅଗ୍ରୱାଲ ଓ ସମ୍ମାନିତ ଅତିଥି ଭାବରେ ମାରୱାଡି…
ମୋଦିଙ୍କ ଆପ୍ରୁଭାଲ୍ ରେଟିଂ ଦେଖି ଇର୍ଷା କରୁଛନ୍ତି ଆମେରିକାର ଉପରାଷ୍ଟ୍ରପତି: କହୁ କହୁ କହିଦେଲେ…
ଜୟପୁର,୨୨।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ରାଜସ୍ଥାନର ଜୟପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଉପରେ ଆଲୋଚନା କରିଥିଲେ। ଭାନ୍ସ କହିଛନ୍ତି, ଏବେ ସମୟ ଆସିଛି ଯେତେବେଳେ…
Archives


