Home Left

କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର ଓ ଗଙ୍ଗାଧର ନଗର ମଝିରେ କେନାଲରୁ ପୋଲିସ ମୃତଦେହକୁ ଜବତ କରିଛି। ତେବେ ମୃତ…

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ତାଙ୍କ ନିକଟରୁ ୪୦ ଲିଟର ଦେଶୀମଦ…

୧୮ ବର୍ଷ ବୟସ ପୂର୍ବରୁ Instagram ବ୍ୟବହାର କରିବା ହେଲା କଷ୍ଟକର, Meta ନେଲା ଏହି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୪: ଆଜିକାଲି ସବୁ ବୟସର ଲୋକମାନେ ସୋସିଆଲ ମିଡିଆ ବ୍ୟବହାର କରୁଛନ୍ତି। କିନ୍ତୁ ଇନଷ୍ଟାଗ୍ରାମରେ ପିଲା ଏବଂ କିଶୋର ଉପଭୋକ୍ତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଅନେକ ଥର ପିଲାମାନେ ଇନଷ୍ଟାଗ୍ରାମରେ ସେମାନଙ୍କର ପ୍ରକୃତ ବୟସ ଲୁଚାଇ ବୟସ୍କ ହେବାକୁ…

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଏକମା ମହାକୁଲ ପଡ଼ାର ବିଷ୍ଣୁ ପୋଡ଼ (୫୫)। ଏନେଇ ବଡ଼ଗାଁ ଥାନାରେ…

ଜାତୀୟ ହ୍ୟାଣ୍ଡବଲ ଚାମ୍ପିୟନଶିପରେ ସ୍ଥାନ ପକ୍କା କଲେ ଧ୍ରୁବ

ନୂଆପଡ଼ା,୨୧ା୪(ମକାରୁ ବେମାଲ): ଉତ୍ତରପ୍ରଦେଶର ଆକବରପୁରଠାରେ ଏପ୍ରିଲ ୨୦ରୁ ୨୪ ପର୍ଯ୍ୟନ୍ତ ଜାତୀୟ ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ ଆୟୋଜିତ ହେଉଛି। ଏଥିସକାଶେ ରାଜ୍ୟର ୧୮ଜଣିଆ ଦଳ ଉତ୍ତରପ୍ରଦେଶ ଯାତ୍ରା କରିଛନ୍ତି। ଏହି ଦଳରେ ନୂଆପଡାର ଧ୍ରୁବ ଗୁପ୍ତା ସ୍ଥାନ ପାଇ ଜିଲା…

କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ: ଥଣ୍ଡା ବଦଳରେ ବାହାରୁଛି ଗରମ ପାଣି

ଥୁଆମୂଳ ରାମପୁର,୨୧।୪(ଦୁର୍ଗା କୀର୍ତ୍ତି): ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମସନ୍ତୋଷ। ହେଲେ ଗ୍ରାମାଞ୍ଚଳରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବସାଯାଇଥିବା ପାନୀୟ ଜଳ ପ୍ରକଳ୍ପରୁ ଥଣ୍ଡା…

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିବରଣୀ ପ୍ରଦାନ କରି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼ଃ ନୀଳକଣ୍ଠ ମିଶ୍ର କହିଛନ୍ତି…

ଟ୍ରାନ୍ସଜେଣ୍ଡର ଆତ୍ମହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ମାରାଥନ ଜେରା

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ୧୨ ତାରିଖ ସକାଳେ କୋଟିନଡା ଗ୍ରାମର ଟ୍ରାନ୍ସଜେଣ୍ଡର ଅଜିତ ବିଷୋୟୀ ଓରଫ ଅର୍ଚ୍ଚିତାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଥିଲେ। ଖବରପାଇ କିନ୍ନର ସଂଘ…

Chanakya Niti: ଏହି ୩ ହେଉଛନ୍ତି ମନୁଷ୍ୟର ପ୍ରକୃତ ବନ୍ଧୁ, ସାଙ୍ଗରେ ଥିଲେ ଟଳିଯାଏ ସବୁ ବିପଦ…

ଜୀବନରେ କେବଳ ଗୋଟିଏ ସତ୍ୟ ଅଛି। ସେଇଟି ହେଲା ଯାହାର ଜନ୍ମ ଅଛି ତାହାର ମୃତ୍ୟୁ ସୁନିଶ୍ଚିତ। ଏହା ମଝିର ଜୀବନଚକ୍ରରେ ମନୁଷ୍ୟ ନିଜର କର୍ମ ଅନୁଯାୟୀ ସୁଖଦୁଃଖ ଭୋଗିଥାଏ। ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନରେ ସମ୍ପର୍କକୁ ନେଇ ଅନେକ କିଛି…

ଇସ୍ରାଏଲ୍‌ରେ ଚାକିରି ଦେବା ନାଁରେ ଠକେଇ; ହୋଟେଲରେ ଚାଲିଥିଲା ନକଲି ନିଯୁକ୍ତି ମେଳା

ଭୁବନେଶ୍ୱର,୨୧।୪: କମିଶନରେଟ ପୋଲିସ ଇସ୍ରାଏଲରେ ଚାକିରୀ ଦେବାର ବାହାନାରେ ଅନେକ ଯୁବକଙ୍କୁ ଠକିବା ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ବାବୁଲାହରୀ ଗୌଡ଼, ମହେଶ ରାମଚନ୍ଦ୍ର ଲୋଖଣ୍ଡେ ଏବଂ କିରଣ ଶଶୀକାନ୍ତ ଘୁମ୍ରେ ବୋଲି ଚିହ୍ନଟ କରାଯାଇଛି। ବାବୁଲାହରୀ ଓଡ଼ିଶାର…

ବିଶ୍ୱହିନ୍ଦୁ ପରିଷଦ କର୍ମକର୍ତ୍ତାଙ୍କ ବିକ୍ଷୋଭ

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର): ଦେଶର ସଂସଦ ଦ୍ୱାରା ପାରିତ ୱାକଫ ବିଲକୁ ଆଳ କରି ପଶ୍ଚିମବଙ୍ଗରେ ହିନ୍ଦୁଙ୍କ ଉପରେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ପକ୍ଷରୁ ଅତ୍ୟାଚାର, ହିଂସା, ପୋଡାଜଳା କରାଯିବା ଘଟଣାକୁ ବିଶ୍ୱ ହିନ୍ଦୁ ପରିଷଦ ଟିଟିଲାଗଡ଼ ଜିଲା ଶାଖା କଡା ପ୍ରତିବାଦ କରାଯାଇଛି।…

ବିବାହ ବାର୍ଷିକୀରେ ଏମିତି କାମ କଲେ ଐଶ୍ୱର୍ଯ୍ୟା: ବଢୁଛି ଚର୍ଚ୍ଚା

ବଲିଉଡ୍‌ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ପାଇଁ ଗତ କିଛି ମାସ ଭଲ ନ ଥିଲା। ବଚ୍ଚନ ପରିବାର ମଧ୍ୟରେ ଫାଟ ଏବଂ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ ଛାଡପତ୍ର ବିଷୟରେ ଚର୍ଚ୍ଚା ଜୋର ଧରିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri