Home Left

ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ପରଲୋକ

ନୂଆଦିଲ୍ଲୀ,୨୧।୪: ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ନେତା ପୋପ୍ ଫ୍ରାନ୍ସିସ ୮୮ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି। ଭାଟିକାନ ସୋମବାର ଏକ ଭିଡିଓ ବିବୃତିରେ ଏହି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ…

ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା

ଭୁବନେଶ୍ୱର,୨୧।୪: ୱକଫ୍‌ ବିଲ୍‌କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି। ଶନିବାର ଦଳୀୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ରେ ଅନୁଷ୍ଠିତ ସାଙ୍ଗଠନିକ ନିର୍ବାଚନ ୨୦୨୫ରେ ନବୀନ ସଭାପତି…

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ ସଂଘ ସଭାଗୃହରେ ଆୟୋଜିତ ସଭାରେ ନବନିର୍ବାଚିତ ସଭାପତି ହୃଦୟ ରଞ୍ଜନ ମେକାପ, ଉପସଭାପତି ସନ୍ତୋଷ…

ଜଳ ସଂରକ୍ଷଣ

ଆମେ ଜାଣୁ ଯେ ଜଳ ହିଁ ଜୀବନ। ଜଳ ବିନା ମଣିଷ ବଞ୍ଚିବା ଅସମ୍ଭବ। ଆମ ସମସ୍ତଙ୍କ ଗୋଟିଏ ଧାରଣା ଧରାପୃଷ୍ଠ ଜଳମୟ। କିନ୍ତୁ ପୃଥିବୀର ସମୁଦାୟ ଜଳର ୯୭ ପ୍ରତିଶତ ଜଳ ମହାସାଗରରେ ଅଛି, ଯାହା ବ୍ୟବହାର ଉପଯୋଗୀ ନୁହେଁ।…

ଭାରତୀୟ ଇଞ୍ଜିନିୟରିଂର ଚମତ୍କାରିତା: ଚେନାବ ରେଳ ବ୍ରିଜ୍‌

ଭୁବନେଶ୍ୱର, ୨୦।୪(ଜିତେନ୍ଦ୍ର କୁମାର ନାୟକ): କଶ୍ମୀରରୁ କନ୍ୟାକୁମାରୀ। ଭାରତର ଭୌଗୋଳିକ ସ୍ଥିତିକୁ ଦେଖି ଅନେକେ ଏପରି କହିଥାଆନ୍ତି। ଦେଶର ଜୀବନରେଖା ଭାବେ ପରିଚିତ ଭାରତୀୟ ରେଳପଥ ଏବେ କଶ୍ମୀର ସହ କନ୍ୟାକୁମାରୀକୁ ଯୋଡ଼ିବାରେ ସକ୍ଷମ ହେବାକୁ ଯାଉଛି। କାରଣ ପୂର୍ବରୁ ଦୁର୍ଗମ…

ସୁନୀତା ଉଇଲିୟମ୍ସଙ୍କ ସ୍ମରଣୀୟ ଅନ୍ତରୀକ୍ଷ ଯାତ୍ରା

ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଉଇଲିୟମ୍‌ସ ୨୦୨୪ ମସିହା ଜୁନ୍‌ ୫ ତାରିଖ ଦିନ ଆମେରିକୀୟ କମ୍ପାନୀ ବୋଇଙ୍ଗର ‘ଷ୍ଟାରଲାଇନର୍‌’ ଅନ୍ତରୀକ୍ଷ ଯାନରେ ପୃଥିବୀକୁ ପ୍ରଦକ୍ଷିଣ କରୁଥିବା ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ (ଆଇ.ଏସ୍‌. ଏସ୍‌.) କୁ ଯାତ୍ରା କରିଥିଲେ।…

‘ଆମ ଆଦମୀ ପାର୍ଟି ଲଢିବ ନାହିଁ MCD ମେୟର ନିର୍ବାଚନ’,ଆତିଶୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ନେତା ଆତିଶୀ ଦିଲ୍ଲୀ MCD ମେୟର ନିର୍ବାଚନକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମ ଆଦମୀ ପାର୍ଟି ମେୟର ନିର୍ବାଚନରେ ଲଢ଼ିବ ନାହିଁ। ଆତିଶୀ କହିଛନ୍ତି…

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ: ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ

ଭବାନୀପାଟଣା,୨୧।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ ଉଦ୍ୟମ ହୋଇଛି। ଟଙ୍କା ଡିପୋଜିଟ କରିବାକୁ ୩ଜଣ କର୍ମଚାରୀ ଏକ ସ୍କୁଟିରେ ବ୍ୟାଙ୍କକୁ ଯାଉଥିବା ବେଳେ ସହରର ମହାବୀରପଡା ସ୍ଥିତ ପୁଷ୍ପା ଲଜ୍‌ ନିକଟରେ ୩…

“ଲଙ୍କାଗୁଣ୍ଡ ପକାଇ ବାନ୍ଧିଲେ, ତା’ପରେ ଛୁରୀରେ ହତ୍ୟା କଲେ”, କର୍ଣ୍ଣାଟକର ପୂର୍ବତନ ଡିଜିପିଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା

ବେଙ୍ଗଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ଡିଜିପି ଓମ ପ୍ରକାଶଙ୍କ ମୃତ୍ୟୁ ମାମଲାରେ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି। ସେ ଏପ୍ରିଲ ୨୦ ତାରିଖରେ ବେଙ୍ଗାଲୁରୁସ୍ଥିତ ନିଜ ଘରେ ମୃତ ଅବସ୍ଥାରେ ମିଳିଥିଲେ। ସୂତ୍ର ଅନୁସାରେ, ମଧ୍ୟାହ୍ନରେ ତାଙ୍କର ପତ୍ନୀଙ୍କ ସହ ଝଗଡ଼ା ହୋଇଥିଲା। ଝଗଡ଼ା…

US Trade Deals: ଆମେରିକା ସହ ଟ୍ରେଡ ଡିଲ ସାଇନ କରିଥିବା ଦେଶକୁ ନାଲି ଆଖି ଦେଖାଉଛି ଚାଇନା

ବେଜିଂ,୨୧।୪: ଆମେରିକା ସହିତ ବାଣିଜ୍ୟ ଚୁକ୍ତି ବା Trade Deals ସ୍ବାକ୍ଷର କରୁଥିବା ଦେଶଗୁଡ଼ିକୁ ଚାଇନା ଚେତାବନୀ ଦେଇଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା ମଧ୍ୟ ପ୍ରତିଶୋଧ ନେବାକୁ ଧମକ ଦେଇଛି। ଚାଇନା କହିଛି ଯେ ଏହି Trade Deals ଯୋଗୁଁ…

କାର୍ଯ୍ୟନିର୍ବାହୀ କାର୍ଯ୍ୟରେ ଅତିକ୍ରମଣ ଅଭିଯୋଗ ହେଉଛି: ପଶ୍ଚିମବଙ୍ଗ ଦଙ୍ଗା ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବୟାନ

ନୂଆଦିଲ୍ଲୀ,୨୧।୪: ସୋମବାର ସୁପ୍ରିମକୋର୍ଟ ହିଂସାଗ୍ରସ୍ତ ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ଦାବି କରୁଥିବା ଏକ ଆବେଦନ ଶୁଣାଣି କରୁଥିବା ବେଳେ ଭାଜପା ନେତାମାନଙ୍କର ଦ୍ୱାରା ନ୍ୟାୟିକ ଅତିକ୍ରମଣ ଅଭିଯୋଗ ଉପରେ ମନ୍ତବ୍ୟ ଦେଇଛନ୍ତି। ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିର୍ଣ୍ଣୟ – ରାଜ୍ୟପାଳମାନଙ୍କ…

ନବୀନ ନିବାସରୁ ବରିଷ୍ଠଙ୍କୁ ଗଲା ଡାକରା, ଦଳରେ ହୋଇପାରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୧ା୪: ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋମବାର ନବୀନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ ଯୋଗ ଦେବାକୁ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକଙ୍କୁ ସୁପ୍ରିମୋଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri