Home Left

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ କର୍ମୀମାନେ ଏକ ଶୋଭାଯାତ୍ରାରେ ବାହାରି ପୁରୁଣା ବସ୍‌ଷ୍ଟାଣ୍ଡରେ ପହଞ୍ଚି ପ୍ରତିବାଦ କରିଥିଲେ।…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ବାମ ପାର୍ଶ୍ୱର ୨୦ଟି ଓ ଡାହାଣ ପାର୍ଶ୍ୱର ୧୦ଟି,…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କୀର୍ତ୍ତି ଏକ ଭିଡିଓ ବାର୍ତ୍ତାରେ ତାଙ୍କ ଭାଇଙ୍କ ପୋଷ୍ଟମର୍ଟମକୁ ନେଇ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ବୋଲି ନିଜେ ଦୀପକ ଚହର ଏକ ଭିଡିଓ ସେୟାର କରି…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ ଜଣେ ଯୁବକ କାର୍‌ ଯୋଗେ ସାରାବଙ୍ଗ ଗାଁରୁ ପତୋରା ଅଭିମୁଖେ ଯାଉଥିବାବେଳେ ଖୁତମନ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ ପର୍ଯ୍ୟଟକଙ୍କ ପାଇଁ ଏହା ଅପହଞ୍ଚ ହୋଇଛି। ସେହିପରି ବିଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନର…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ ଭୈରବପୁର ଗ୍ରାମର ଶିକ୍ଷୟତ୍ରୀ ଲୋପାମୁଦ୍ରା ମିଶ୍ର । ସୋମବାର ସକାଳେ ଦୁର୍ଘଟଣାରେ ତାଙ୍କର…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ ଲକ୍ଷ୍ୟରେ ନିଆରା ପ୍ରୟାସ ଆରମ୍ଭ କରିଛନ୍ତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଶିଲ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର ଇନିଂସ୍‌ ଖେଳିଥିଲେ । ତାଙ୍କ ଇନିଂସ୍‌ରେ ଥିଲା ୯ଟି ଛକା ଓ ୧୦ଟି…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ ଅଂଶ ହଟାଇବା ପାଇଁ ପଦକ୍ଷେପ ଆରମ୍ଭ ବେଳେ କିଛି ବ୍ୟକ୍ତି ଓ ପୋଲିସ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ ଜଣେ ଆଫଗାନ ମହିଳା ସାମ୍ବାଦିକା ତାଙ୍କୁ ତାଲିବାନ ଏବଂ ଆଫଗାନ ମହିଳାଙ୍କ ଅଧିକାର…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ ୍‌ଆସିବା ବନ୍ଦ ହୋଇଛି। ବସ୍‌ଗୁଡ଼ିକ ଚକାପାଦ ଦେଇ କନ୍ଧମାଳ ଜିଲାକୁ ଆସୁଥିବାରୁ ୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?