Home Left

ଭଣଜା ପ୍ରେମରେ ପାଗଳ ଥିଲେ ମାଇଁ, ଦୁବଇରୁ ଫେରିଥିବା ସ୍ବାମୀଙ୍କୁ ହତ୍ୟାକରି ସୁଟକେସରେ ଭର୍ତ୍ତି କରି ଫିଙ୍ଗିଦେଲେ

ଲକ୍ଷ୍ନୌ,୨୧।୪: ଉତ୍ତର ପ୍ରଦେଶ ମିରଟର ନୀଳ ଡ୍ରମ ଘଟଣା ସମଗ୍ର ଦେଶ ଦେଖିଥିଲା ଏବଂ ଶୁଣିଥିଲା। ଯେଉଁଠାରେ ଜଣେ ସ୍ତ୍ରୀ ତାଙ୍କ ପ୍ରେମିକଙ୍କ ସହ ମିଶି ତାଙ୍କ ସ୍ବାମୀଙ୍କୁ ହତ୍ୟା କରି ନୀଳ ଡ୍ରମରେ ଭର୍ତ୍ତି କରିଦେଇଥିଲେ। ଆଉ ତା’ଉପରେ ସିମେଣ୍ଟ…

ମହିଳାଙ୍କ ମୃତ୍ୟୁ ପରେ ମେଡିକାଲରେ ଉତ୍ତେଜନା: ଚିକିତ୍ସାରେ ଅବହେଳା ଅଭିଯୋଗ

ଜଗତସିଂହପୁର,୨୧।୪: ଜଗତସିଂହପୁର ଜିଲା ମେଡିକାଲରେ ସୋମବାର ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଘଟିଥିବା ସମ୍ପର୍କୀୟ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ମେଡିକାଲ ବାହାରେ ମୃତଦେହ ପଡ଼ି ରହିଥିବା ବେଳେ ପରିବାର ଲୋକେ ପାଟିତୁଣ୍ଡ…

ବାଇକ୍‌କୁ ଧକ୍କା ଦେଲା ସିଡିଏମ୍‌ଓଙ୍କ ଗାଡ଼ି

ମୋହନା,୨୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଭାଲିଆଗୁଡା ଗାଁ ନିକଟ ଜାତୀୟ ରାଜପଥରେ ସୋମବାର ଏକ ଦୁର୍ଘଟଣା ଘଟିଛି। ସିଡିଏମ୍‌ଓଙ୍କ ବୋଲେରୋ ଗାଡ଼ି ଧକ୍କାରେ ୨ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସୋମବାର ମୋହନା ବ୍ଲକର…

ବିବାହ ଶୋଭାଯାତ୍ରା ବେଳେ ଅଘଟଣ: ଖଣ୍ଡା ଚୋଟରେ ଛିଣ୍ଡିଲା ଯୁବକଙ୍କ ପାପୁଲି

ପୋଲସରା,୨୧।୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ସାନଉସ୍ତାପଡ଼ା ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବାହାଘର ଶୋଭାଯାତ୍ରା ବେଳେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ଆକ୍ରମଣ କରାଯାଇଛି। ଖଣ୍ଡା ଚୋଟରେ ଯୁବକଙ୍କ ହାତ ପାପୁଲି…

KIA ମୋଟର ପ୍ଲାଣ୍ଟରୁ ନେଇଗଲେ ୯୦୦ ଇଞ୍ଜିନ, ୯ ଜଣ ଗିରଫ

ପେଣୁକୋଣ୍ଡା,୨୧।୪: ଆନ୍ଧ୍ରପ୍ରଦେଶର ଶ୍ରୀ ସତ୍ୟସାଇ ଜିଲାରେ ଥିବା ଦକ୍ଷିଣ କୋରିଆର କମ୍ପାନୀ KIA ମୋଟର୍ସର ପେନୁକୋଣ୍ଡା ପ୍ଲାଣ୍ଟରୁ ପ୍ରାୟ ୯୦୦କାର ଇଞ୍ଜିନ ଚୋରି ଘଟଣାରେ ପୋଲିସ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ କହିଛି ଯେ ରବିବାର ପେନୁକୋଣ୍ଡା କୋର୍ଟ…

ମୁଣ୍ଡକୁ ଚଢ଼ିଗଲା ରାଗ: ସ୍ବାମୀଙ୍କୁ ଛାତରୁ ଠେଲିଦେଲେ ସ୍ତ୍ରୀ, ଭିଡିଓ ଦେଖିଲେ କହିବେ…

ଆଜିକାଲି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହେଲେ ସାରା ଦୁନିଆ ଜାଣୁଛି ବା ଦେଖୁଛି। ଦିନ ଥିଲା ଏହି ଘଟଣା ଘରର ଚାରିକାନ୍ଥ ମଧ୍ୟରେ ସୀମିତ ରହୁଥିଲା। ମାତ୍ର ଏବେ ସାମାନ୍ୟ କଳି ହେଲେ ବି ଦାଣ୍ଡରେ ପଡ଼ି ହାଟରେ ଗଡୁଛି। ଏପରି…

ଖେଳାଳି ବାର୍ଷିକ ଚୁକ୍ତି ଘୋଷଣା କଲା ବିସିସିଆଇ, ଫେରିଲେ ଷ୍ଟାର ବ୍ୟାଟର

ମୁମ୍ବାଇ,୨୧ା୪: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI) ସୋମବାର,୨୦୨୪-୨୫ ସିଜିନ୍ ପାଇଁ ସିନିୟର ପୁରୁଷ ଦଳ ପାଇଁ ବାର୍ଷିକ କେନ୍ଦ୍ରୀୟ ଚୁକ୍ତି ଘୋଷଣା କରିଛି। ଗତ ବର୍ଷ ବାଦ୍ ପଡ଼ିଥିବା ଶ୍ରେୟସ୍ ଆୟାର ଏବଂ ଇଶାନ କିଶନ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ,…

ବଟେଶ୍ୱର ମନ୍ଦିର ଉନ୍ନୟନ ପାଇଁ ବିଡିଓଙ୍କୁ ଭେଟିଲେ ପ୍ରତିନିଧି ଦଳ

ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ଶୈବପୀଠ। ଉକ୍ତ ଶୈବପୀଠର ଉନ୍ନତିକରଣ ନିମନ୍ତେ ସୋମବାର ବଟେଶ୍ୱର ଐତିହ୍ୟ ସଂରକ୍ଷଣ କମିଟିର ଏକ ୫ ଜଣିଆ ପ୍ରତିନିଧି ଦଳ ବିଡିଓ ଅଚ୍ୟୁତାନନ୍ଦ ଯାନୀଙ୍କୁ ଭେଟି ବିଭିନ୍ନ…

ଶିକ୍ଷା ବିଭାଗ ଗାଇଡ୍‌ଲାଇନ୍‌କୁ ଖୋଲାଖୋଲି ଉଲ୍ଲଂଘନ: ସ୍କୁଲ ପରିଚାଳନା କମିଟି ସଭାପତିଙ୍କୁ ନେଇ ଚର୍ଚ୍ଚା

ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ସରକାରୀ ସ୍କୁଲଗୁଡ଼ିକ ନିମନ୍ତେ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତ। ପୋଷାକ, ବୁଟ, ବହି, ସ୍କୁଲ ବ୍ୟାଗ ଇତ୍ୟାଦି ମାଗଣାରେ ସରକାର ଯୋଗାଇ ଦେଉଛନ୍ତି l ସେଥିମଧ୍ୟରୁ ମାଗଣାରେ ପିଲାମାନଙ୍କ ପାଇଁ ମଧ୍ୟାହ୍ନଭୋଜନ ମିଳୁଛି। ଶିକ୍ଷାର ବୃଦ୍ଧି ଏବଂ…

ଭାରତରେ ପହଞ୍ଚିଲେ ଆମେରିକା ଉପରାଷ୍ଟ୍ରପତି JD Vance, ଦେଶି ଲୁକରେ ନଜର ଆସିଲେ ଜୁନିଅର Vance

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୪: ଆମେରିକାର ଉପରାଷ୍ଟ୍ରପତି JD Vance ତାଙ୍କର ପ୍ରଥମ ସରକାରୀ ଗସ୍ତରେ ସୋମବାର ଭାରତ ପହଞ୍ଚିଛନ୍ତି। ଏହି ଯାତ୍ରା ୨୧ ଏପ୍ରିଲରୁ ୨୪ ଏପ୍ରିଲ ପର୍ଯ୍ୟନ୍ତ ଚାଲିବ। ହ୍ବାଇଟ ହାଉସ ପ୍ରେସ ପୁଲ ଅନୁଯାୟୀ, ଭାନ୍ସ ତାଙ୍କ ପରିବାର ସହିତ ଇଟାଲୀ…

ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ

ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ ଜଣେ ଯୁବକଙ୍କୁ ଗୁଳି ଏବଂ ପରେ ପଥରରେ ଛେତି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ହତ୍ୟାକାଣ୍ଡ…

Myanmar Earthquake: ମ୍ୟାନମାରେ ଆସିଥିବା ଭୂକମ୍ପକୁ ନେଇ ଆସିଲା ଚମକାଇବା ଭଳି ଖବର

ନାପିଦାଉ,୨୧।୪: ୨୮ ମାର୍ଚ୍ଚରେ ମ୍ୟାନମାରର ମାଣ୍ଡାଲେ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ହେବା ପରେ ବୈଜ୍ଞାନିକମାନେ ଗୁରୁତ୍ୱପୂର୍ଣ୍ଣ ସୂଚନା ଶେୟାର କରିଥିଲେ। ଏହା ଏକ ଅସାଧାରଣ ଘଟଣା ଘଟାଇଛି ବୋଲି ବୈଜ୍ଞାନିକମାନେ ନିଶ୍ଚିତ କରିଛନ୍ତି। ସାଗାଇଙ୍ଗ ଫଲ୍ଟ ନିକଟରେ ଭୂମି ପ୍ରାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri