ଜମ୍ମୁରେ ଭୟଙ୍କର ଭୂସ୍ଖଳନ: ଚାପି ହୋଇଗଲେ ୩
ଶ୍ରୀନଗର,୨୦ା୪: ଲଗାଣ ବର୍ଷା ଯୋଗୁ ଜମ୍ମୁରେ ରବିବାର ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଫଳରେ ୩ ଜଣଙ୍କ ଜୀବନ ଚାଲିଯାଇଛି। ରାମବନ ଜିଲାର ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଏକ ଅଂଶୁ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ଯାହା ଫଳରେ ଯାତାୟାତ…
ଖରାଦିନେ ଫିଟ୍ ରଖିବ ଏସବୁ ଡ୍ରିଙ୍କ୍ସ
ଖରାଦିନେ ବାହାରୁ ଟିକେ ବୁଲିଆସିଲେ ଶୋଷ ମେଣ୍ଟାଇବାକୁ ଅନେକେ କୋଲ୍ଡ ଡ୍ରିଙ୍କ୍ସ ଅଥବା ସୋଢା ପିଇବାକୁ ଭଲ ପାଇଥାନ୍ତି। ହେଲେ ଏହା ଶରୀର ପାଇଁ ଆଦୌ ହିତକର ହୋଇ ନଥାଏ। ଖରାଦିନେ କେଉଁ ପାନୀୟ ପିଇଲେ ଶୋଷ ମେଣ୍ଟିବା ସହ ଶରୀରକୁ…
ଅଟା ଦଳିବା ପରେ କାହିଁକି ରଖନ୍ତି ଆଙ୍ଗୁଠିର ଛାପ, ଏହା ପଛର କାରଣ ଜାଣନ୍ତି?
ଆଜିର ସମୟରେ, ପୁରୁଣାକାଳିଆ ଲୋକମାନେ ଆମକୁ କ’ଣ କୁହନ୍ତି ତାହା ବୁଝିବା ଟିକେ କଷ୍ଟକର ହୋଇଯାଏ, ବିଶେଷକରି ଯେତେବେଳେ ଆମେ ସେଗୁଡ଼ିକୁ କେବଳ ଏକ ପୁରୁଣା ପରମ୍ପରା କିମ୍ବା ବିଶ୍ୱାସ ଭାବରେ ଦେଖୁ। କିନ୍ତୁ ଯେତେବେଳେ ଆମେ ସେଗୁଡ଼ିକୁ ଗଭୀର ଭାବରେ…
ବିଳମ୍ବ ହେଲା ବିମାନ, କ୍ରୁ ମେମ୍ବରଙ୍କୁ ଚାପୁଡ଼ା କଷିଦେଲେ ଯାତ୍ରୀ
ନୂଆଦିଲ୍ଲୀ,୨୦ା୪: ଦିଲ୍ଲୀ-ମୁମ୍ବାଇ ବିମାନ ୭ ଘଣ୍ଟାରୁ ଅଧିକ ବିଳମ୍ବ ପାଇଁ ଜଣେ ଯାତ୍ରୀ ଜଣେ କ୍ରୁ ମେମ୍ବରଙ୍କୁ ଚାପୁଡ଼ା ମାରିବା ଘଟଣା ମଧ୍ୟରେ ଏୟାର ଇଣ୍ଡିଆ ସମାଲୋଚନାର ଶିକାର ହୋଇଛି। ଦିଲ୍ଲୀ ବିମାନବନ୍ଦରରେ ଏହି ଘଟଣା ଏବେ ଭାଇରାଲ ହୋଇଥିବା ଏକ…
ରାତାରାତି ହାଇଓ୍ବା ଜବତ କରି ୩ ଜଣଙ୍କୁ ବାନ୍ଧିଲା ପୋଲିସ
ପୁରୁଷୋତ୍ତମପୁର,୨୦।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଋଷିକୁଲ୍ୟା ନଦୀରୁ ବେଆଇନ ଭାବରେ ବାଲି ଚୋରାରେ ଚାଲାଣ ହେଉଥିବା ବେଳେ ଏକ ହାଇୱା ଟ୍ରକକୁ ଜବତ କରିବା ସହ ୩ଜଣଙ୍କୁ ପୁରୁଷୋତ୍ତମପୁର ପୋଲିସ ଶନିବାର ଗିରଫ କରିଛି। ସେମାନେ ହେଲେ ରାଜିବ…
ପ୍ରଥମଥର ମଣିଷ ଡିମ୍ବାଶୟରୁ ମିଳିଲା ମାଇକ୍ରୋପ୍ଲାଷ୍ଟିକ୍, ବଢୁଛି ଚିନ୍ତା
ରୋମ୍,୨୦ା୪: ପ୍ରଥମଥର ପାଇଁ ମଣିଷ ଡିମ୍ବାଶୟ ଫୋଲିକୁଲାର ତରଳ ପଦାର୍ଥରେ ମାଇକ୍ରୋପ୍ଲାଷ୍ଟିକ୍ ମିଳିଛି।ଯାହାକି ଅତ୍ୟନ୍ତ ଚିନ୍ତାଜନକ। ଏହା ମହିଳାଙ୍କ ପ୍ରଜନନ କ୍ଷମତା ଉପରେ ଗଭୀର ପ୍ରଭାବ ପକାଇବ। ଯାହାକୁ ନେଇ ଭୟ ସୃଷ୍ଟି ହୋଇଛି। ଇକୋଟକ୍ସିକୋଲୋଜି ଏବଂ ପରିବେଶ ସୁରକ୍ଷାରେ ପ୍ରକାଶିତ…
ମେ’୨୦ରୁ ଜିଲାରେ ରବି ଧାନ ସଂଗ୍ରହ
ନୂଆପଡ଼ା,୨୦ା୪(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଶନିବାର ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ମେ’ ୨୦ରୁ ମଣ୍ଡି ଖୋଲି ରବି ଧାନ ସଂଗ୍ରହ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ…
ନିଦରୁ ଉଠିଲାବେଳକୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଟଙ୍କା
କାକଟପୁର,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର୍। ଏପରି ପୁଣି ଏକ ଘଟଣା ଦେଖିବାକୁ ମିଳିଛି ପୁଣି ଓଡ଼ିଶାରେ। କାକଟପୁର ବ୍ଲକ୍ ଅଧିନ ବାଜପୁର ଗାଁର ମହେନ୍ଦ୍ର ନନ୍ଦି…
ରାଜସ୍ବ ଗ୍ରାମର ମାନ୍ୟତା, ଜଙ୍ଗଲ ଜମି ପଟ୍ଟା ସଂଶୋଧନ ଦାବି: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅଧିବାସୀଙ୍କ ଧାରଣା
ନୂଆପଡା,୨୦ା୪ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଛତିଶଗଡ଼ ସୀମାନ୍ତ ଚୁଳାଭାଟ ପଞ୍ଚାୟତ ଗଙ୍ଗାଦିଗଡ଼ ଗାଁ ଅଧିନ ୮ଟି ପଡାର ଅଧିବାସୀମାନେ ବିଭିନ୍ନ ଦାବି ନେଇ ଶନିବାର ଜିଲାପାଳ କାର୍ଯ୍ୟାଳୟ ମୁଖ୍ୟଗେଟ ସମ୍ମୁଖରେ ଘେରାଉ କରି ଧାରଣାରେ ବସିଥିଲେ। ଶ୍ରମିକ ନେତା…
ଶ୍ରମିକଙ୍କ ସମସ୍ୟା ସାମ଼ାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍
ନୂଆପଡ଼ା,୨୦ା୪(ମକାରୁ ବେମାଲ): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଦୁଇ ବରିଷ୍ଠ କର୍ମକର୍ତ୍ତା ବରଗଡ଼ ଏମ୍ପି ପ୍ରଦୀପ କୁମାର ପୁରୋହିତ ଓ କେନ୍ଦୁପତ୍ର କର୍ମଚାରୀ ସଂଘ ରାଜ୍ୟ ସମ୍ପାଦକ ଯଦୁମଣି ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭୁବନେଶ୍ୱରସ୍ଥିତ ବାସଭବନରେ ସାକ୍ଷାତ୍ କରିଛନ୍ତି।…
ଘୁମୁସର ଇତିହାସ ଉପରେ ଅଧିକ ଗବେଷଣା ହେବ
ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନ ତାର ଅଷ୍ଟମ ବାର୍ଷିକ ଉତ୍ସବ ମେ ଶେଷ ସପ୍ତାହରେ ପାଳନ କରିବ। ତେଣୁ ସଙ୍ଘର କର୍ମକର୍ତ୍ତା ମାନେ ରବିବାର ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରଛନ୍ତି।…
Heavy rain in Odisha: ୨୪ଘଣ୍ଟାରେ କାଳବୈଶାଖୀ ଆଲର୍ଟ, ୧୩ ଜିଲାକୁ ଝଡବର୍ଷା
ଭୁବନେଶ୍ୱର,୨୦।୪: କାଳବୈଶାଖୀ ନେଇ ଏକ ବଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆହୁରି ୨୪ ଘଣ୍ଟା Heavy rain in Odisha କାଳବୈଶାଖୀ ହେବା ନେଇ ସତର୍କ କରାଇଛି ବିଭାଗ। ତେବେ ଆଜି ରାଜ୍ୟର ବିଭିନ୍ନ ଜିଲାକୁ ଝଡ଼…
Archives


