ଚକୁଳିଫାର୍ମରୁ ଚୋରି ଘଟଣା, ୪ଗିରଫ
ଅତାବିରା,୨୦।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଚକୁଳିଫାର୍ମ(ନୂଆଁ ଖଇରପାଲି)ରେ ଗତ ୮ତାରିଖ ବିଳମ୍ବିତ ରାତିରେ ସଂଘଟିତ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଏଥିରେ ସମ୍ପୃକ୍ତ ୩ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ, ବରଗଡ଼ ପଞ୍ଚାୟତ…
ଅଟୋ ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର,୭ ଆହତ ମଧ୍ୟରେ ଅଛନ୍ତି ଜଣେ ଶିଶୁ
ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ଗୋଲାପଡା ଛକରେ ରବିବାର ସକାଳେ ଏକ ଅଟୋ ଓ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଶିଶୁ ସମେତ ୭ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ…
୮ବର୍ଷୀୟାଙ୍କୁ ବଳାତ୍କାର କଲେ ୧୦ମ ଶ୍ରେଣୀ ଛାତ୍ର
କିଶୋର ବୟସରେ ଅପରାଧ ମନୋବୃତ୍ତି ସମ୍ପ୍ରତି ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ନାବାଳକମାନେ ଅପରାଧରେ ସମ୍ପୃକ୍ତ ଥିବା ଅଭିଯୋଗ ଆସୁଛି। ନିକଟରେ ମଧ୍ୟପ୍ରଦେଶ ଭିଣ୍ଡରେ ୮ବର୍ଷୀୟା ପଡ଼ୋଶୀଙ୍କୁ ୧୦ମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ର ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…
Humanoid Robots Race: ବିଶ୍ୱର ପ୍ରଥମ: ମାରାଥନ୍ରେ ୨୧ କି.ମି. ଦୌଡ଼ିଲେ ୨୧ ରୋବୋ
ବେଜିଂ, ୨୦।୪ (ପି.ଟି.): ରୋବୋଟିକ୍ସ ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (କୃତ୍ରିମ ବୁଦ୍ଧିମତ୍ତା) କ୍ଷେତ୍ରରେ ଅନ୍ୟ ଦେଶଗୁଡ଼ିକଠାରୁ ବହୁ ଆଗରେ ଥିବା ନେଇ ଚାଇନା ପୁଣିଥରେ ପ୍ରମାଣିତ କରିଛି। ଶନିବାର ବେଜିଂରେ ବିଶ୍ୱର ପ୍ରଥମ ରୋବୋ ହାଫ୍ ମାରାଥନ୍ର ଆୟୋଜନ କରାଯାଇଛି। ବେଜିଂସ୍ଥିତ…
ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ, ଇ-କେୱାଇସି ନାଁରେ ଟଙ୍କା ଆଦାୟ ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ହିତାଧିକାରୀ
ଭବାନୀପାଟଣା,୨୦।୪( ଉତ୍ତମ କୁମାର ଦାଶ ): ରାଜ୍ୟରେ ନୂଆ ସରକାର ଆସିବାପରେ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’, ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା’ ଲାଗୁ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ…
ଆଜିଠୁ କଳିଙ୍ଗ ସୁପର କପ୍
ଭୁବନେଶ୍ୱର,୨୦ା୪(ଅନାଦି କର): ଆଇକନିକ୍ କଳିଙ୍ଗ ଷ୍ଟାଡିୟମରେ ରବିବାରଠାରୁ ଆରମ୍ଭ ହେବାକୁଯାଉଛି କଳିଙ୍ଗ ସୁପର କପ୍ ଫୁଟ୍ବଲ ଟୁର୍ନାମେଣ୍ଟ। ଉଦ୍ଘାଟନୀ ମ୍ୟାଚ୍ରେ ଡିଫେଣ୍ଡିଂ ଚାମ୍ପିୟନ ଇଷ୍ଟ ବେଙ୍ଗଲ ଓ କେରଳ ବ୍ଲାଷ୍ଟର୍ସ ମୁହଁାମୁହିଁ ହେବେ। ଏହି ପ୍ରତିଯୋଗିତାରେ ଭାଗନେଉଥିବା ୧୫ଟି ଦଳ ଟ୍ରଫି…
Vehicle sales in Odisha: ଓଡ଼ିଶାରେ ଧିମେଇଛି ଗାଡ଼ି ବିକ୍ରି ଗତି
ଭୁବନେଶ୍ୱର,୨୦ା୪(ଅନୁରାଧା ମହାରଣା): ଆର୍ଥିକ ବର୍ଷ ୨୦୨୪-୨୫ରେ ଦେଶରେ ମୋଟର ଯାନ ବିକ୍ରିରେ ଘରୋଇ ସ୍ତରରେ ପ୍ରାୟ ୬ ପ୍ରତିଶତର ବୃଦ୍ଧି ରେକର୍ଡ କରିଛି। ଅଟୋମୋବାଇଲ ଡିଲର୍ସ ସଂଗଠନ, ଫେଡେରେଶନ ଅଫ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ (ଫାଡା)ର ସୂଚନା ଅନୁସାରେ ଆର୍ଥିକ ବର୍ଷ…
Naveen Patnaik: ନବୀନଙ୍କ ପ୍ଲାନ ସମସ୍ତେ ଆଶ୍ଚର୍ଯ୍ୟ
ଭୁବନେଶ୍ୱର, ୨୦ା୪(ସୁନିତ୍ ମିଶ୍ର):ବିଜେଡିର ରାଜ୍ୟ ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଶନିବାର ନିର୍ବାଚିତ ହୋଇଛନ୍ତି। ଜଣେ ମାତ୍ର ପ୍ରାର୍ଥୀ ଭାବେ ନବୀନ ଏହି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିଥିଲେ। ନବୀନ ସଭାପତି ନିର୍ବାଚିତ ହେବାପରେ ଶଙ୍ଖ…
ଆଇଆଇଟି-ଜେଇଇ (ମେନ୍) ପ୍ରବେଶିକା ପରୀକ୍ଷା: କ୍ରୀଷ୍ଣା ବିକାଶ ଛାତ୍ରୀଛାତ୍ରଙ୍କ ବାଜିମାତ୍
ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ): ଶନିବାର ପ୍ରକାଶିତ ଆଇଆଇଟି-ଜେଇଇ (ମେନ୍) ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ରାଜ୍ୟରୁ ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରୀଛାତ୍ରଙ୍କ ମଧ୍ୟରୁ…
ରେଳଲାଇନ୍ ନିର୍ମାଣକୁ ବିରୋଧ: ପୋଲିସ-ଜନତା ଖଣ୍ଡଯୁଦ୍ଧ
ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ଅନ୍ତର୍ଗତ ବନ୍ଧମୁଣ୍ଡା ପଞ୍ଚାୟତର ଡୁମେର୍ତ୍ତା ରେଳଷ୍ଟେଶନରୁ ରାଉରକେଲା ଇସ୍ପାତ କାରଖାନା (ଆର୍ଏସ୍ପି) ଯାଏ ହେଉଥିବା ରେଳ ଲାଇନ୍ କାମକୁ ସ୍ଥାନୀୟ ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ଶନିବାର ପୂର୍ବାହ୍ନ ୧୧ଟାରେ ଏହି କାମ ଆରମ୍ଭବେଳେ ପୋଲିସ…
Bhubaneswar: ରାଜଧାନୀରେ ବଡ଼ ଅଘଟଣ: ସକାଳୁ ସକାଳୁ ଗୁଳି କରିଦେଲେ
ଭୁବନେଶ୍ୱର,୨୦।୪: ପୂର୍ବ ଶତ୍ରୁତାରୁ ରାଜଧାନୀ ଭୁବନେଶ୍ବରରେ ଫୁଟିଲା ଗୁଳି। ବାଲିପାଟଣାରେ ବିଳମ୍ବିତ ରାତିରେ ଗୁଳି ଫୁଟିଛି। ବାଇକରେ ଆସି ଯୁବକଙ୍କୁ ଗୁଳିମାରି ଚମ୍ପଟ ମାରିଛନ୍ତି ୨ଦୃବୁର୍ତ୍ତ। ଆହତ ଯୁବକଙ୍କ କାନ୍ଧରେ ଗୁଳି ବାଜିଛି। ଆହତ ଯୁବକ ଜଣକ ହେଲେ ଦୀପ୍ତିରଞ୍ଜନ ମହାପାତ୍ର।…
ଆଫଗାନିସ୍ତାନରେ ୫.୮ ତୀବ୍ରତାର ଭୂକମ୍ପର ପ୍ରଭାବ, ଥରିଲା ଦିଲ୍ଲୀ, ଜମ୍ମୁ-କଶ୍ମୀର; ଭୟରେ…
ନୂଆଦିଲ୍ଲୀ,୧୯।୪: ଆଫଗାନିସ୍ତାନରେ ଶନିବାର ଅପରାହ୍ନ ୧୨ଟା ୧୭ ମିନିଟ୍ ସମୟରେ ୫.୮ ତୀବ୍ରତାର ଭୂକମ୍ପ ହୋଇଛି। ଏହାର ପ୍ରଭାବରେ ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ, ଜମ୍ମୁ-କଶ୍ମୀର ସମେତ ଉତ୍ତରଭାରତର ଅଧିକାଂଶ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଛି। ତେବେ ଏଥିରେ କେହି ମୃତାହତ ହୋଇଥିବାର…
Archives


