Home Left

ଯୁଦ୍ଧ ସଙ୍କେତ ଦେଲାଣି ପାକିସ୍ତାନ! ଦିଲ୍ଲୀ ବିସ୍ଫୋରଣ ପରେ ବଡ଼ ଦାବି କଲେ ବଲୁଚ କର୍ମୀ

ଇସଲାମାବାଦ,୧୬।୧୧: ଶନିବାର ବାଲୁଚ ମାନବାଧିକାର କର୍ମୀ ମୀର ୟାର ବାଲୁଚ ଦାବି କରିଛନ୍ତି ଯେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ନିକଟରେ ହୋଇଥିବା ସମ୍ପ୍ରତିକ କାର୍‌ ବୋମା ଆକ୍ରମଣ ଏବଂ ଶ୍ରୀନଗରରେ ଦୁର୍ଘଟଣାଜନିତ ବିସ୍ଫୋରଣ ପାକିସ୍ତାନ ଦ୍ୱାରା ‘ଯୁଦ୍ଧ ଘୋଷଣା’ ସହିତ...

ଶୋଇଥିବାବେଳେ ଘରେ ଲାଗିଗଲା ନିଆଁ, ଜଳିଗଲା ନଗଦ ୮ ଲକ୍ଷ ଟଙ୍କା ସହ…

ଖଲ୍ଲିକୋଟ,୧୬ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଟାଉନସ୍ଥିତ ଧରାକୋଟ ସାହିରେ ଶନିବାର ବିଳମ୍ବିତ ରାତିରେ ଦିଲୀପ ଖୁଣ୍ଟିଆଙ୍କ ପରିବାର ଖାଇ ପିଇ ଶୋଇଥିବାବେଳେ ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଯାଇଥିଲା। ହଠାତ୍‌ ପଛଘର ପଟୁ ନିଆଁ ବାହାରିବା ଦେଖି ଦିଲ୍ଲୀପ ପରିବାରର...

ଭ୍ରମାତ୍ମକ ଖବର ଓ ଗଣମାଧ୍ୟମର ବିଶ୍ୱସନୀୟତା

ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ଗଣମାଧ୍ୟମ ସଦା ଦେଶ ଓ ସମାଜ ନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସୁଛି। ସତ୍ୟର ସନ୍ଧାନ, ନିରପେକ୍ଷ ଖବର ପ୍ରସାରଣ ଓ ଜନମତ ଗଠନ ହେଉଛି ଏହାର ମୂଳ ଲକ୍ଷ୍ୟ। ଆଜିର ଯୁଗ ହେଉଛି...

ହାଡ଼ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି:ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ 

ଜି.ଉଦୟଗିରି,୧୬।୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି। ପ୍ରତିଦିନ ଶୀତ କ୍ରମଶଃ ବୃଦ୍ଧି ପାଉଥିବା ବେଳେ ଜନଜୀବନ  ଅସ୍ତବ୍ୟସ୍ତ ହୋଇପଡ଼ିଛି। ସା ହେଲା ମାତ୍ରେ ଲୋକେ ଶୀତ ଦାଉରୁ ରକ୍ଷା ପାଇବାକୁ ନିଆଁର ସାହାରା ନେଉଛନ୍ତି।...

ବିଦ୍ୟୁତ୍‌ ଫାଶ ପକାଇ ବନ୍ୟଜନ୍ତୁ ଶିକାର: ୨ ଗିରଫ

ଦେବଗଡ,୧୬।୧୧(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ କପାଗୋଳା ଗ୍ରାମ ନିକଟସ୍ଥ ଜଙ୍ଗଲରେ ବିଦ୍ୟୁତ୍‌ ଫାଶ ପକାଇ ବନ୍ୟଜନ୍ତୁ ଶିକାର ପାଇଁ ଉଦ୍ୟମ କରୁଥିବା ବେଳେ ବନ ବିଭାଗ ଦ୍ୱାରା ୨ ଶିକାରୀ ଗିରଫ ହୋଇଛନ୍ତି । ସୂଚନା...

ଦାଉ ସାଧିଲା ଦଇବ: ଅଧା ରାସ୍ତାରେ ଲିଭିଗଲା ତିତିତିନି ଜଣଙ୍କ ଜୀବନ ଦୀପ

ପରଜଙ୍ଗ,୧୬।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୧୪୯ ନଂ ଜାତୀୟ ରାଜପଥର କୁଲେଇ ଗ୍ରାମ ନିକଟସ୍ଥ ଜିଏମ ଆଣ୍ଡ ଆଇରନ ଷ୍ଟିଲ ପ୍ଲାଣ୍ଟ ନିକଟରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକ...

ମୁଖ୍ୟ ରାସ୍ତାରେ ପଡି ଗୁରୁତର ସାଇକେଲ ଆରୋହିଙ୍କୁ ମିଳିଲାନି ଆମ୍ବୁଲାନ୍ସ: ଡାକ୍ତରଖାନାରେ ମୃତ୍ୟୁ

ଲାଞ୍ଜିଗଡ଼,୧୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ବିଜେପୁର-ବିଶ୍ୱନାଥପୁର ମୁଖ୍ୟ ରାସ୍ତାର ଖଜୁରଗୁଡା ଗାଁ ମାଣ୍ଡିଆ ରୁଚା ନିକଟରେ ଏକ ସାଇକେଲ ଆରୋହି ମୁଖ୍ୟ ରାସ୍ତାରେ ପଡି ଗୁରୁତର ହୋଇ ପ ବେଳେ ଆରୋହିଙ୍କୁ ମିଳିନଥିଲା ଆମ୍ବୁଲାନ୍ସ।...

ସଂଗ୍ରାମୀ ନେତାଙ୍କୁ ଆଜି ବି ଝୁରେ ସାନଖେମୁଣ୍ଡି: ସେ ଥିଲେ କୃଷକ ଆନ୍ଦୋଳନର କର୍ଣ୍ଣଧାର

ଦିଗପହଣ୍ଡି,୧୬।୧୧(ଅଶେଷ ନାଥ ମିଶ୍ର): ବିଶିଷ୍ଟ କମ୍ୟୁନିଷ୍ଟ ନେତା ତଥା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ସାଥୀ ଉଦୟ ଚନ୍ଦ୍ର ପାତ୍ରଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ...

୩୫ ନମ୍ବର ରାଜ୍ୟ ରାଜପଥରେ ଦୁର୍ଘଟଣା: ଚୁନା ହୋଇଗଲା କାର

ଧୂଷୁରୀ,୧୬।୧୧,(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକ ନିକଟରେ ଆରଡି-ଭଦ୍ରକ ୩୫ ନମ୍ବର ରାଜ୍ୟ ରାଜପଥରେ ଏକ କାର ଦୁର୍ଘଟଣା ଗ୍ରସ୍ତ ହୋଇଛି । କାର୍‌ ମଧ୍ୟରେ ଥିବା ସମସ୍ତ...

‘ଫ୍ଲେଶ୍‌’ର ସ୍ରଷ୍ଟା

ହିତ୍ୟ କ୍ଷେତ୍ରରେ ବିଶ୍ୱର ସର୍ବମାନ୍ୟ ନୋବେଲ ପୁରସ୍କାର ପରେ ବୁକର୍‌ ପ୍ରାଇଜ୍‌ର ମର୍ଯ୍ୟାଦା ରହିଛି। ପ୍ରତିବର୍ଷ ଏହି ସମୟକୁ ସାହିତି୍ୟକ ଓ ସାହିତ୍ୟପ୍ରେମୀ ଅନାଇ ବସିଥାଆନ୍ତି ଦେଖିବା ପାଇଁ ସେହି ସେଲିବ୍ରେଟେଡ୍‌ ରାଇଟର କିଏ ହେବାକୁ ଯାଉଛନ୍ତି। ୨୦୨୫ ପାଇଁ...

ବାଜେଲୋକଙ୍କ ଜୟଗାନ

ଚଣ୍ଡ ଘୃଣା ସହ ଅଜସ୍ର ବିରକ୍ତି ସୂଚକ ‘ବାଜେଲୋକ’ର ଏ ଉଚ୍ଚାରଣ ଯେଉଁ ଚରିତ୍ର ପାଇଁ ଅଭିପ୍ରେତ, ତାଙ୍କର ପୁଣି ଜୟଗାନ। ଜଣଙ୍କ ପ୍ରତି ଅତୃପ୍ତି ଓ ଅସନ୍ତୋଷ ସେତିକିି ଉତ୍କଟ ନ ହେଲେ ତାଙ୍କୁ ‘ବାଜେଲୋକ’ କହି ସାଧାରଣତଃ...

ନୂତନ ଭାରତର ସ୍ଥିତି

କିଛିବର୍ଷ ପୂର୍ବେ ନୀତି ଆୟୋଗ କହିଥିଲେ, ଭାରତର ର଼୍ୟାଙ୍କ ସୂଚିତ ହୋଇଥିବା ସମସ୍ତ ଅଣତିରିଶ(ପରବର୍ତ୍ତୀ ସମୟରେ ୩୨ ହୋଇଛି) ବିଶ୍ୱ ସୂଚକାଙ୍କ ପାଇଁ ଗୋଟିଏ ଏକକ, ସୂଚନାପ୍ରଦାନକାରୀ ବୋର୍ଡ ପ୍ରସ୍ତୁତ କରିବେ। ଏହି ନିରୀକ୍ଷଣ କାର୍ଯ୍ୟ କେବଳ ସ୍ଥାନାଙ୍କରେ ଉନ୍ନତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri