Home Left

ସରକାରୀ ବାସଭବନରେ ପଶି ବିଡିଓଙ୍କୁ ମାଡ଼

ଉଲୁଣ୍ଡା,୨୭ା୯(ଗୌରଚନ୍ଦ୍ର ପରିଛା):ସୁବର୍ଣ୍ଣପୁର ଜିଲାର ଉଲୁଣ୍ଡା ବିଡ଼ିଓଙ୍କ ସରକାରୀ ବାସଭବନରେ ଶନିବାର କେତେଜଣ ବ୍ୟକ୍ତି ପଶି ତାଙ୍କୁ ମାଡ଼ ମାରିଥିବା ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ଅପରାହ୍ନ ପ୍ରାୟ ସାଢେ ୫ଟା ସମୟରେ ବିଡ଼ିଓ ଚିନ୍ମୟ ମହାନନ୍ଦ ସରକାରୀ ବାସଭବନରେ ଥିଲେ।…

ହଲିଉଡ ଗାୟିକା ସେଲିନା ଗୋମେଜଙ୍କୁ ମିଳିଲା ସ୍ବପ୍ନର ରାଜକୁମାର, ଜାଣନ୍ତୁ ଧରିଲେ କାହା ହାତ?

ଲଣ୍ଡନ: ହଲିଉଡର ଜଣାଶୁଣା ଗାୟିକା ତଥା ଅଭିନେତ୍ରୀ ସେଲିନା ଗୋମେଜଙ୍କୁ ଶେଷରେ ତାଙ୍କ ସ୍ବପ୍ନର ରାଜକୁମାର ମିଳିଛି। ସେଲିନା ତାଙ୍କ ଦୀର୍ଘ ଦିନର ପ୍ରେମିକ ବେନୀ ବ୍ଲାଙ୍କୋଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେଲେନା ଓ ବେନୀଙ୍କ ବିବାହ ଖବର…

ନେପାଳ ହିଂସା ପରେ ପ୍ରଥମଥର ନଜର ଆସିଲେ କେପି ଶର୍ମା ଓଲି, କାର୍କି ସରକାରଙ୍କ ଉପରେ ଖୁବ ବର୍ଷିଲେ

କାଠମାଣ୍ଡୁ,୨୮।୯: ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଦେଶରେ ଦେଖାଦେଇଥିବା ହିଂସା ଏବଂ ତାଙ୍କ ବିଦ୍ରୋହ ପରେ ପ୍ରଥମ ସାର୍ବଜନୀନ ବିବୃତ୍ତି ଦେଇଛନ୍ତି। ଶନିବାର (୨୭ ସେପ୍ଟେମ୍ବର, ୨୦୨୫) ତାଙ୍କର ପ୍ରଥମ ସାର୍ବଜନୀନ ଉପସ୍ଥିତିରେ, ସେ ନୂଆ ଜେନ ଜେଡ…

ଝିଅ ଘରକୁ ବୁଲିବାକୁ ଆସିଥଲେ ମା’ : ଏମିତି ହେଲା ଏକାବେଳକେ ଆଖିବୁଜିଦେଲେ…

ପାଟଣା,୨୮।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡବିଲ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ମା’ ଝିଅ ଘର ଅଗଣା ତଳେ ଶୋଇଥିବ ବେଳେ ଚିତି ସାପ କାମୁଡାରେ ୨ଜଣଙ୍କ ଶନିବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ବଡବିଲ…

ଓଟିଇଟି ପରୀକ୍ଷା ଦେଲେ ଗଣଶିକ୍ଷାମନ୍ତ୍ରୀଙ୍କ ସ୍ତ୍ରୀ, ବିଧାୟକଙ୍କ ସ୍ତ୍ରୀ

ନବରଙ୍ଗପୁର,୨୮।୯ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଶନିବାର ଓଟିଇଟି ପରୀକ୍ଷା ହୋଇଛି। ଏଠାରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସ୍ତ୍ରୀ ଚୈଇତି ଗଣ୍ଡ ଓ ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀଙ୍କ ସ୍ତ୍ରୀ ତରୁଣୀ ମାଝୀ ପରୀକ୍ଷା ଦେଇଛନ୍ତି। ଚୈଇତି ଉମରକୋଟ ବ୍ଲକ୍‌ ଡଙ୍ଗରିଗୁଡ଼ା…

ନବରାତ୍ରିରେ ମା’ଙ୍କୁ ବି ଛାଡିଲେନି: ଡୋକରି ବୁଡିଙ୍କ ଦାନବାକ୍ସ ଭାଙ୍ଗି ନେଇଗଲେ..

ଜୟପାଟଣା,୨୮।୯(ଓମ ପ୍ରକାଶ ବୈଠାରୁ): ଭଗବାନଙ୍କଙ୍କୁ ବି ଛାଡୁ ନାହାନ୍ତି ଦର୍ବୃତ୍ତ। କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ତାଲଗୁଡ ମା’ ଡୋକରି ବୁଡିଙ୍କ ପୀଠରୁ ଶନିବାର ବିଳମ୍ବିତ ରାତିରେ କେହି ଦୃର୍ବୁତ୍ତ ଦାନବାକ୍ସ ଭାଙ୍ଗି ବାକ୍ସରେ ଥିବା ଟଙ୍କା ଏବଂ ସମସ୍ତ ସାମଗ୍ରୀ…

ଶେଷରେ ଧରାହେଲେ ୧୭ ଛାତ୍ରୀଙ୍କୁ ଯୌନ ଶୋଷଣ କରିଥିବା ଅଭିଯୁକ୍ତ ସ୍ବାମୀ ଚୈତନ୍ୟାନନ୍ଦ

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ ପୋଲିସ ବସନ୍ତ କୁଞ୍ଜରେ ୧୭ ଜଣ ଛାତ୍ରୀଙ୍କୁ ଯୌନ ଶୋଷଣ କରିଥିବା ଅଭିଯୁକ୍ତ ସ୍ବାମୀ ଚୈତନ୍ୟାନନ୍ଦଙ୍କୁ ଆଗ୍ରାରୁ ଗିରଫ କରିଛି। ପୋଲିସ ତାଙ୍କୁ ଦିଲ୍ଲୀ ଆଣୁଛି। ଅଭିଯୁକ୍ତ ବାବାଙ୍କ ସ୍ଥାନ ଆରମ୍ଭରୁ ଆଗ୍ରାରେ ଚିହ୍ନଟ କରାଯାଇଛି। ଅଭିଯୁକ୍ତ ବର୍ତ୍ତମାନ…

ଏଇ ଭାରତରେ

ପରିବେଶ ସ୍ବଚ୍ଛ ରଖିବା ପାଇଁ ରାଜସ୍ଥାନସ୍ଥିତ ବ୍ରହ୍ମାକୁମାରୀର ଶାନ୍ତିବନ କମ୍ପ୍ଲେକ୍ସ ସୌର ଶକ୍ତିରେ ରୋଷେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି । ବିନା ଜୈବ ଇନ୍ଧନ ଓ ଜାଳେଣି କାଠରେ ଏବଂ ବିନା ଗ୍ରୀନ୍‌ ହାଉସ୍‌ ଗ୍ୟାସ୍‌ ନିର୍ଗମନରେ ଦିନକୁ…

ତର୍ଜମା ଆଣେ ବିଚାର ନିଷ୍କର୍ଷ

ଅପରାଧ, ଅପରାଧୀ ଓ ଅଭିଯୋଗକାରୀଙ୍କ ଭିଆଣ। ବିଚାର ଚାଲେ, ବିଚାରାଳୟ, ନ୍ୟାୟାଳୟରେ। ହାଜିର ହୁଅନ୍ତି ଉଭୟ। ବିଚାର ବଢ଼େ। ଅଭିଯୋଗକାରୀ ଅଭିଯୋଗ ବଖାଣେ। ଅଭିଯୁକ୍ତକୁ ଅପରାଧୀ ବୋଲି ସାବ୍ୟସ୍ତ କରିବାକୁ ଯୁକ୍ତିସଙ୍ଗତ ନ୍ୟାୟ ବାଢ଼ନ୍ତି ଅଭିଯୋଗକାରୀ। ଅଭିଯୁକ୍ତଙ୍କ ପକ୍ଷ ମଧ୍ୟ ନିଜକୁ…

ସ୍ତ୍ରୀ ପିଇଦେଲେ ହାଣ୍ଡିଆ, ସ୍ବାମୀ ନପାଇ କଲେ ଏମିତି କାଣ୍ଡ , ଏକା ବେଳକେ ମାମଲା…

ଉଦଳା, ୨୮।୯(ସନ୍ତୋଷ କୁମାର ବାଚ୍ଛିନୀ): ଘରେ ଥିବା ହାଣ୍ଡିଆ ପିଇଦେବାରୁ ସ୍ବାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀଙ୍କୁ କାଠଫାଳିଆ ପିଟି ହତ୍ୟା କରିବା ଘଟଣା ମୟୂରଭଞ୍ଜ ଜିଲା ଉଦଳା ଥାନା ଉପର ତାଳଡିହା ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ଏକ ମାମଲା(ନଂ.…

ବରଗଡ଼ର ଗୌରବ:OPSC ପ୍ରଥମ ପ୍ରୟାସରେ ସଫଳତା ପାଇଲେ ଅଭିଳାଷ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ)- ଓଡିଶା ଲୋକସେବା ଆୟୋଗ (ଓପିଏସସି) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ବରଗଡ଼ର ଅଭିଳାଷ ଦାଶ ସଫଳ ହୋଇଛନ୍ତି । ସେ ତାଙ୍କ ପ୍ରଥମ ପ୍ରୟାସରେ ସଫଳ ତାଲିକାର ୧୮୮ ସ୍ଥାନରେ ରହି ଏହି ସଫଳତା ଆଣିଛନ୍ତି ।…

ଆଜି ବିଶ୍ୱ ଜଳାତଙ୍କ ଦିବସ: ସଚେତନତା ପାଇଁ ସମ୍ମିଳିତ ଉଦ୍ୟମ ଆବଶ୍ୟକ

ଜଳାତଙ୍କ ଏକ ଭୂତାଣୁଜନିତ ରୋଗ। ପାଗଳା କୁକୁର କାମୁଡ଼ିଲେ ଏହି ରୋଗର ଆଶଙ୍କା ଅଧିକ ଥାଏ। ଏ ସମ୍ପର୍କରେ ଜନସାଧାରଣଙ୍କୁ ଅଧିକ ସଚେତନ କରିବା ଲାଗି ପ୍ରତିବର୍ଷ ସେପ୍ଟେମ୍ବର ୨୮ ତାରିଖକୁ ‘ବିଶ୍ୱ ଜଳାତଙ୍କ ଦିବସ’ ଭାବରେ ପାଳନ କରାଯାଇଥାଏ। ଚଳିତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?