Home Left

ନବରାତ୍ରିରେ ମା’ଙ୍କୁ ବି ଛାଡିଲେନି: ଡୋକରି ବୁଡିଙ୍କ ଦାନବାକ୍ସ ଭାଙ୍ଗି ନେଇଗଲେ..

ଜୟପାଟଣା,୨୮।୯(ଓମ ପ୍ରକାଶ ବୈଠାରୁ): ଭଗବାନଙ୍କଙ୍କୁ ବି ଛାଡୁ ନାହାନ୍ତି ଦର୍ବୃତ୍ତ। କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ତାଲଗୁଡ ମା’ ଡୋକରି ବୁଡିଙ୍କ ପୀଠରୁ ଶନିବାର ବିଳମ୍ବିତ ରାତିରେ କେହି ଦୃର୍ବୁତ୍ତ ଦାନବାକ୍ସ ଭାଙ୍ଗି ବାକ୍ସରେ ଥିବା ଟଙ୍କା ଏବଂ ସମସ୍ତ ସାମଗ୍ରୀ…

ଶେଷରେ ଧରାହେଲେ ୧୭ ଛାତ୍ରୀଙ୍କୁ ଯୌନ ଶୋଷଣ କରିଥିବା ଅଭିଯୁକ୍ତ ସ୍ବାମୀ ଚୈତନ୍ୟାନନ୍ଦ

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ ପୋଲିସ ବସନ୍ତ କୁଞ୍ଜରେ ୧୭ ଜଣ ଛାତ୍ରୀଙ୍କୁ ଯୌନ ଶୋଷଣ କରିଥିବା ଅଭିଯୁକ୍ତ ସ୍ବାମୀ ଚୈତନ୍ୟାନନ୍ଦଙ୍କୁ ଆଗ୍ରାରୁ ଗିରଫ କରିଛି। ପୋଲିସ ତାଙ୍କୁ ଦିଲ୍ଲୀ ଆଣୁଛି। ଅଭିଯୁକ୍ତ ବାବାଙ୍କ ସ୍ଥାନ ଆରମ୍ଭରୁ ଆଗ୍ରାରେ ଚିହ୍ନଟ କରାଯାଇଛି। ଅଭିଯୁକ୍ତ ବର୍ତ୍ତମାନ…

ଏଇ ଭାରତରେ

ପରିବେଶ ସ୍ବଚ୍ଛ ରଖିବା ପାଇଁ ରାଜସ୍ଥାନସ୍ଥିତ ବ୍ରହ୍ମାକୁମାରୀର ଶାନ୍ତିବନ କମ୍ପ୍ଲେକ୍ସ ସୌର ଶକ୍ତିରେ ରୋଷେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି । ବିନା ଜୈବ ଇନ୍ଧନ ଓ ଜାଳେଣି କାଠରେ ଏବଂ ବିନା ଗ୍ରୀନ୍‌ ହାଉସ୍‌ ଗ୍ୟାସ୍‌ ନିର୍ଗମନରେ ଦିନକୁ…

ତର୍ଜମା ଆଣେ ବିଚାର ନିଷ୍କର୍ଷ

ଅପରାଧ, ଅପରାଧୀ ଓ ଅଭିଯୋଗକାରୀଙ୍କ ଭିଆଣ। ବିଚାର ଚାଲେ, ବିଚାରାଳୟ, ନ୍ୟାୟାଳୟରେ। ହାଜିର ହୁଅନ୍ତି ଉଭୟ। ବିଚାର ବଢ଼େ। ଅଭିଯୋଗକାରୀ ଅଭିଯୋଗ ବଖାଣେ। ଅଭିଯୁକ୍ତକୁ ଅପରାଧୀ ବୋଲି ସାବ୍ୟସ୍ତ କରିବାକୁ ଯୁକ୍ତିସଙ୍ଗତ ନ୍ୟାୟ ବାଢ଼ନ୍ତି ଅଭିଯୋଗକାରୀ। ଅଭିଯୁକ୍ତଙ୍କ ପକ୍ଷ ମଧ୍ୟ ନିଜକୁ…

ସ୍ତ୍ରୀ ପିଇଦେଲେ ହାଣ୍ଡିଆ, ସ୍ବାମୀ ନପାଇ କଲେ ଏମିତି କାଣ୍ଡ , ଏକା ବେଳକେ ମାମଲା…

ଉଦଳା, ୨୮।୯(ସନ୍ତୋଷ କୁମାର ବାଚ୍ଛିନୀ): ଘରେ ଥିବା ହାଣ୍ଡିଆ ପିଇଦେବାରୁ ସ୍ବାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀଙ୍କୁ କାଠଫାଳିଆ ପିଟି ହତ୍ୟା କରିବା ଘଟଣା ମୟୂରଭଞ୍ଜ ଜିଲା ଉଦଳା ଥାନା ଉପର ତାଳଡିହା ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ଏକ ମାମଲା(ନଂ.…

ବରଗଡ଼ର ଗୌରବ:OPSC ପ୍ରଥମ ପ୍ରୟାସରେ ସଫଳତା ପାଇଲେ ଅଭିଳାଷ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ)- ଓଡିଶା ଲୋକସେବା ଆୟୋଗ (ଓପିଏସସି) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ବରଗଡ଼ର ଅଭିଳାଷ ଦାଶ ସଫଳ ହୋଇଛନ୍ତି । ସେ ତାଙ୍କ ପ୍ରଥମ ପ୍ରୟାସରେ ସଫଳ ତାଲିକାର ୧୮୮ ସ୍ଥାନରେ ରହି ଏହି ସଫଳତା ଆଣିଛନ୍ତି ।…

ଆଜି ବିଶ୍ୱ ଜଳାତଙ୍କ ଦିବସ: ସଚେତନତା ପାଇଁ ସମ୍ମିଳିତ ଉଦ୍ୟମ ଆବଶ୍ୟକ

ଜଳାତଙ୍କ ଏକ ଭୂତାଣୁଜନିତ ରୋଗ। ପାଗଳା କୁକୁର କାମୁଡ଼ିଲେ ଏହି ରୋଗର ଆଶଙ୍କା ଅଧିକ ଥାଏ। ଏ ସମ୍ପର୍କରେ ଜନସାଧାରଣଙ୍କୁ ଅଧିକ ସଚେତନ କରିବା ଲାଗି ପ୍ରତିବର୍ଷ ସେପ୍ଟେମ୍ବର ୨୮ ତାରିଖକୁ ‘ବିଶ୍ୱ ଜଳାତଙ୍କ ଦିବସ’ ଭାବରେ ପାଳନ କରାଯାଇଥାଏ। ଚଳିତବର୍ଷ…

ପେନ୍‌ସନର ଟେନ୍‌ସନ

ଭାରତ ଭଳି ବିକାଶୋନ୍ମୁଖୀ ଦେଶରେ ଯେଉଁଠି ଯୋଜନା ବାବଦ ଖର୍ଚ୍ଚ ଅଧିକ ହେବା ଆବଶ୍ୟକ ସେଠାରେ ଦରମା, ପେନ୍‌ସନ, ସୁଧ, ସବ୍‌ସିଡି, ପ୍ରତିରକ୍ଷା ଇତ୍ୟାଦିରେ ବଜେଟର ୭୧.୬୬ ପ୍ରତିଶତ (୨୦୨୫-୨୬) ରାଶି ବ୍ୟୟବରାଦ ହୋଇଯାଏ। ତେଣୁ ବିକାଶ ପାଇଁ ଯେତିକି ପୁଞ୍ଜି…

ନୂଆ ଭାରତର ସ୍ଥିତି

‘ଈଶ୍ୱର ତାଙ୍କ ଚମତ୍କାରିତା ପ୍ରଦର୍ଶନ କରିବା ପାଇଁ ରହସ୍ୟମୟ ତରିକାରେ ଆଗକୁ ବଢ଼ନ୍ତି’ (ଗଡ୍‌ ମୁଭସ୍‌ ଇନ୍‌ ମିଷ୍ଟେରିୟସ ଓ୍ବେଜ୍‌ ହିଜ୍‌ ଓ୍ବଣ୍ଡର୍ସ ଟୁ ପର୍‌ଫର୍ମ)- ଏହି ଐଶ୍ୱରୀୟ ସ୍ତୁତିିକୁ ମୁଁ ସ୍କୁଲରେ ପଢ଼ିଥିଲି। ପ୍ରକୃତ କଥା ହେଉଛି ମନୁଷ୍ୟର ଜ୍ଞାନ…

ହାତଗୋଡ଼ ବାନ୍ଧି ଗର୍ଭବତୀଙ୍କୁ ମାଡ଼ମାରି ଲୁଟିନେଲେ ସୁନାଗହଣା

ସୋର,୨୮।୯(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଟେଣ୍ଟେଇ ପଞ୍ଚାୟତ ବିରିପଡା ଗ୍ରାମରେ ଶୁକ୍ରବାର ରାତିରେ ଦୁଇଟି ଘରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଜଣେ ଗର୍ଭବତୀ ମହିଳାଙ୍କ ହାତଗୋଡ ବାନ୍ଧି ମାଡ଼ ମାରି ସୁନାଗହଣା ଓ ନଗଦ ଟଙ୍କା ଲୁଟି…

ପ୍ରେମରେ ତୃପ୍ତି

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ତୃପ୍ତି ଡିମ୍‌ରୀ। ବ୍ୟବସାୟୀ ତଥା ମଡେଲ ଶ୍ୟାମ ମର୍ଚ୍ଚାଣ୍ଟଙ୍କୁ ସେ ଡେଟ୍‌ କରୁଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ଦୁହେଁ କିନ୍ତୁ ଏନେଇ ମୁହଁ ଖୋଲୁ ନାହାନ୍ତି। ସୋସିଆଲ ମିଡିଆରେ କେବଳ କିଛି ଫଟୋ…

‘ଆଇ ଲଭ୍‌ ମହମ୍ମଦ’ ବିବାଦ ପଛର ମୁଖ୍ୟ ଅଭିଯୁକ୍ତ ମୌଲବୀ ଗିରଫ

ବରେଲି,୨୮ା୯(ପି.ଟି.): ଉତ୍ତରପ୍ରଦେଶର ବରେଲିରେ ‘ଆଇ ଲଭ୍‌ ମହମ୍ମଦ’ ଅଭିଯାନକୁ ସମର୍ଥନ କରି ବିକ୍ଷୋଭ କରିବା ଲାଗି ଆହ୍ବାନ ଦେଇଥିବା ସ୍ଥାନୀୟ ମୌଲବୀ ତଥା ଇତ୍ତେହାଦ-ଇ-ମିଲାତ କାଉନ୍‌ସିଲ୍‌ ମୁଖ୍ୟ ତୌକିର ରଜା ଖାନ୍‌ଙ୍କ ସମେତ ୮ ଜଣଙ୍କୁ ପୋଲିସ ଗିରଫ କରିଛି। ବରେଲିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?