Home Left

ଚାଇନାକୁ ପାନେ ଦେବାକୁ ଟ୍ରମ୍ପଙ୍କ ନୂଆ ଚାଲ୍‌: ୩ ବର୍ଷ ପାଇଁ…

ଓ୍ବାଶିଂଟନ୍‌,୧୯।୪:ଆମେରିକାର ଟ୍ରମ୍ପ ପ୍ରଶାସନ ଚାଇନା ଜାହାଜ ଉପରେ ନୂତନ ବନ୍ଦର ଟିକସ (Port Fees) ଲାଗୁ କରିବାର ଘୋଷଣା କରିଛି। ଏହା ପୁଣି ଥରେ ଆମେରିକା ଏବଂ ଚାଇନା ମଧ୍ୟରେ ବାଣିଜ୍ୟ ଉତ୍ତେଜନାକୁ ବୃଦ୍ଧି କରିପାରେ। ଆମେରିକା ବାଣିଜ୍ୟ ପ୍ରତିନିଧି (USTR)…

ଭାରତର ମହାକାଶ ଯାତ୍ରାରେ ଏକ ବଡ଼ ସଫଳତା: ମେ’ରେ ସ୍ପେସ୍‌ଷ୍ଟେଶନ ଯିବେ ଭାରତୀୟ ମହାକାଶଚାରୀ

ନୂଆଦିଲ୍ଲୀ,୧୯।୪:ଭାରତୀୟ ମହାକାଶଚାରୀ ଶୁଭ୍ରାଂଶୁ ଶୁକ୍ଳା ମେ’ ମାସରେ ସ୍ପେସ୍‌ ଷ୍ଟେଶନ ଯିବେ। କୌଣସି ଭାରତୀୟ ମହାକାଶଚାରୀ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯିବା ଏହା ପ୍ରଥମ ଘଟଣା। ଗଗନୟାତ୍ରୀ ବା ଅଷ୍ଟ୍ରୋନଟ୍‌-ଡେଜିଗ୍‌ନେଟ୍‌ ଗ୍ରୁପ୍‌ କ୍ୟାପ୍‌ଟେନ ଶୁଭ୍ରାଂଶୁ ଶୁକ୍ଳା ଆସନ୍ତା ମାସରେ ଅନ୍ତର୍ଜାତୀୟ ମହାକାଶ…

ଲାଲ୍‌ଚନ୍ଦ୍‌ର ଜବରଦସ୍ତ ଅଫର୍‌: ୨୨ କ୍ୟାରେଟ୍‌ ସୁନା ଅଳଙ୍କାର କିଣିଲେ…

ଭୁବନେଶ୍ୱର,୧୯।୪:ଲାଲ୍‌ଚନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ଅକ୍ଷୟ ତୃତୀୟା ଅଫର’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ସମସ୍ତ ୨୨ କ୍ୟାରେଟ୍‌ ଏଚ୍‌ୟୁଆଇଡି ହଲ୍‌ମାର୍କ୍‌ ସୁନା ଅଳଙ୍କାର ଏବଂ ହୀରା ଅଳଙ୍କାର ଉପରେ ଗ୍ରାମ୍‌ ପ୍ରତି ମେକିଂ ଚାର୍ଜ ଫ୍ଲାଟ୍‌ ୯୯୯ ଟଙ୍କା…

ଆସନ୍ତା ମାସରେ ରେଳରୋକୋ କରିବ ଯାତ୍ରୀ ସୁରକ୍ଷା କମିଟି

ରୁପ୍ରାରୋଡ୍‌,୧୯ା୪(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ରୁପ୍ରାରୋଡ୍‌ ରେଳଯାତ୍ରା ସୁରକ୍ଷା କମିଟି ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆସନ୍ତା ତା-୬.୫.୨୫ରେ ରୁପ୍ରାରୋଡ୍‌ରେ ରେଳରୋକୋ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ର ପ୍ରଦାନ ଶୁକ୍ରବାର ସନ୍ଧ୍ୟାରେ ପ୍ରଦାନ କରିଛନ୍ତି। ସୂଚନା ମୁତାବକ ରୁପ୍ରାରୋଡ୍‌ ରେଳଷ୍ଟେଶନରେ ରହିଆସିଥିବା ଟ୍ରେନ୍‌ଗୁଡ଼ିକ…

କୋହଳ ହେବ ଆଣବିକ ଆଇନ: ୨୦୪୭ ସୁଦ୍ଧା ୧୦୦ ଗିଗାଓ୍ବାଟ୍‌ ଆଣବିକ ଶକ୍ତି ଉତ୍ପାଦନ ଲକ୍ଷ୍ୟ

ନୂଆଦିଲ୍ଲୀ,୧୯ା୪(ରଏଟର୍ସ/ଏଜେନ୍ସି):ଭାରତ ନିଜ ଆଣବିକ ଉତ୍ତରଦାୟିତ୍ୱ ଆଇନରେ ସଂଶୋଧନ ଆଣି ଏହାକୁ କୋହଳ କରିବାକୁ ଯୋଜନା ଚଳାଇଛି। ପୂର୍ବରୁ ଦେଶର କୌଣସି ଆଣିବିକ ପ୍ଲାଣ୍ଟରେ ଦୁର୍ଘଟଣା ଘଟିଲେ ଏହାର ପରିଚାଳକ ଓ ଯନ୍ତ୍ରାଂଶ ଯୋଗାଣକାରୀ ସଂସ୍ଥାକୁ ଅସୀମିତ ଭାବେ ଦାୟୀ କରାଯାଉଥିଲା। ଏଥିସହ…

ଗଛରେ ଝୁଲୁଛି ତାଡ଼ି ଗାଡୁଆ, ଯୁବ ସମାଜ ପଥଭ୍ରଷ୍ଟ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ସରକାର ପାମ୍‌ ଜାତୀୟ ଗଛ ରୋପଣ କରିିବା ପାଇଁ ଗୁରୁତ୍ୱାରୋପ କରୁଛନ୍ତି। ରାସ୍ତା ପାଶର୍‌ବ, ଖୋଲା ପଡ଼ିଆ, ନଦୀ, ନାଳ, କେନାଲ ପାର୍ଶ୍ୱ ଆଦି ସ୍ଥାନଗୁଡ଼ିକରେ ବ୍ୟାପକ ପରିମାଣରେ ବୃକ୍ଷ ରୋପଣ କରିବାକୁ ସଚେତନତା ସୃଷ୍ଟି…

ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀକୁ ଅଣଦେଖା

କେନ୍ଦ୍ରାପଡ଼ା,୧୯ା୪ (ଜଗନ୍ନାଥ ଧଳ): ଶୁକ୍ରବାର ବିଶ୍ୱ ଐତିହ୍ୟ ଦିବସ ପାଳିତ ହୋଇଯାଇଛି। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ କାଉନସିଲ ଅନ୍‌ ମନୁମେଣ୍ଟ ଆଣ୍ଡ ସାଇଟସ ପକ୍ଷରୁ ୧୯୮୨ ମସିହାରୁ ଉଦ୍ୟମ ହେଉଥିଲେ ମଧ୍ୟ…

କାର୍ଯ୍ୟକ୍ଷମ ଅପେକ୍ଷାରେ ସହରର ଡ୍ରେନେଜ ସିଷ୍ଟମ୍‌ ପ୍ଲାନ

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ ସଫେଇକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏହି ସମସ୍ୟାର ସାମାଧାନ ପାଇଁ ରାଜ୍ୟ ସରକାରଙ୍କ ସହର ଉନ୍ନୟନ ବିଭାଗ ପକ୍ଷରୁ ୨ଟି…

ବିଜେଡି ସଭାପତି ଭାବେ ଆଜି ନବୀନଙ୍କ ନାମ ଘୋଷଣା:ଶଙ୍ଖ ଭବନରେ ବସିବ ରାଜ୍ୟ ପରିଷଦ ବୈଠକ

ଭୁବନେଶ୍ୱର,୧୯ା୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକଙ୍କ ନାମ ଶନିବାର ବିଧିବଦ୍ଧ ଭାବେ ଘୋଷଣା କରାଯିବ। କାରଣ ଦଳରୁ ନବୀନଙ୍କ ବ୍ୟତୀତ ଆଉ କେହି ଏହିି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ପୂର୍ବରୁ ମଧ୍ୟ ୧୯ରେ ନବୀନ ସଭାପତି ଭାବେ…

କାଳବୈଶାଖୀ ହେଲା କାଳ: ଉପୁଡ଼ିଲା ଟେଣ୍ଟ ଖୁଣ୍ଟ, ଜୀବନ ବିକଳରେ ଦୌଡ଼ିଲେ ଦର୍ଶକ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ଦରିଆ ରାମଚଣ୍ଡୀ ମନ୍ଦିର ପୀଠରେ ଜମ୍ବୁ ଦ୍ୱୀପ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ୪ର୍ଥ ସନ୍ଧ୍ୟାର କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ହେଲେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିଲା। ଭରପୂର…

୬୦ ବର୍ଷରେ ଦି’ ହାତ ହେଲେ ଭାଜପାର ବରିଷ୍ଠ ନେତା

କୋଲକାତା,୧୯ା୪(ପି.ଟି.):ପଶ୍ଚିମବଙ୍ଗ ଭାଜପାର ପୂର୍ବତନ ସଭାପତି ଦିଲୀପ ଘୋଷ ୬୦ ବର୍ଷ ବୟସରେ ହାତେରୁ ଦି ହାତ ହୋଇଛନ୍ତି। କୋଲକାତାରେ ଭାଜପା ନେତ୍ରୀ ରିଙ୍କୁ ମଜୁମଦାର (୫୧)ଙ୍କୁ ସେ ବିବାହ କରିଛନ୍ତି। ୨୦୨୧ରେ ପ୍ରାତଃଭ୍ରମଣ ବେଳେ ଉଭୟେ ପରସ୍ପରକୁ ଭେଟିଥିଲେ। ପରେ ସମ୍ପର୍କରେ…

ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍‌ କରାଇଲେ

ବାହରିଚ୍‌,୧୮।୪: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍‌ କରାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଶୁକ୍ରବାର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri