Home Left

TVS ଆଣିଲା ସୁଲଭ ସ୍ପୋଟ୍ସ ବାଇକ୍‌, ଫଚ୍ୟୁନରଠାରୁ ଅଧିକ ରହିଛି ସ୍ପିଡ୍‌

ନୂଆଦିଲ୍ଲୀ,୧୮।୪: ଟିଭିଏସ୍‌ ମୋଟର କମ୍ପାନୀ ଅପଡେଟେଡ୍‌ ୨୦୨୫ ଆପାଚି ଆର୍‌ଆର୍‌ ୩୧୦ ଲଞ୍ଚ କରିଛି। ଟିଭିଏସ୍‌ ମୋଟରର ଏହି ବାଇକର ଅନେକ ବୈଶିଷ୍ଟ୍ୟ ରହିଛି। ଏହା OBD-୨B ମାନଦଣ୍ଡ ପୂରଣ କରେ। କମ୍ପାନୀ କହିଛି ଯେ ଏହା ତିନୋଟି ବିଲ୍ଟ-ଟୁ-ଅର୍ଡର କଷ୍ଟମାଇଜେସନ…

‘ପଶ୍ଚିମବଙ୍ଗକୁ ଆଉ ଏକ ପାକିସ୍ତାନ କରିବାର ଷଡ଼ଯନ୍ତ୍ର…’

କୋଲକାତା,୧୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ତପସ୍ବୀ ଚଭନୀ ପୀଠାଧୀଶ୍ୱର ଜଗତଗୁରୁ ପରମହଂସ ଆଚାର୍ଯ୍ୟ ବଡ଼ ଅଭିଯୋଗ ଆଣିଛନ୍ତି। ସେ ପଶ୍ଚିମବଙ୍ଗକୁ ‘ଆଉ ଏକ ପାକିସ୍ତାନ’ କରିବାକୁ ପ୍ରସ୍ତୁତି କରୁଥିବା ଆଚାର୍ଯ୍ୟ କହିଛନ୍ତି। ତେବେ ପଶ୍ଚିମବଙ୍ଗର ପରିସ୍ଥିତି ଦିନକୁ ଦିନ…

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ? ୟୁରୋପର ୪୪ ଦେଶରେ ମୁସଲମାନ ଶାସନ!

ନୂଆଦିଲ୍ଲୀ,୧୮।୪: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ୨୦୪୩ ସୁଦ୍ଧା ମୁସଲିମ ସମ୍ପ୍ରଦାୟ ୟୁରୋପରେ ମହାନ ରାଜନୈତିକ ଶକ୍ତି ହାସଲ କରିବେ। ୨୦୨୫ରୁ ୟୁରୋପରେ ଏକ ବଡ଼ ସଂଘର୍ଷ ଆରମ୍ଭ ହେବ, ଯାହା ବିନାଶ ଆଣିବ। ଏହି ସଂଘର୍ଷର ଫଳସ୍ବରୂପ, ୨୦୪୩ ସୁଦ୍ଧା…

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ ଠେଲାପେଲା ହୋଇଛି। ଉକ୍ତ ଘଟଣା ଦଳୀୟ ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛି। ସୂଚନା ଅନୁଯାୟୀ,…

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ହୋଇଥିଲା।…

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ ବେଥଲ ସମ୍ମୁଖରେ ବାଇକ ଦୁର୍ଘଟଣାରେ ଜଣେ ମୃତ ହୋଇଥିବା ବେଳେ ଜଣେ ଗୁରୁତର ହୋଇ…

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି। ନାବାଳିକାଙ୍କୁ ଅପହରଣ ଘଟଣାରେ ସମ୍ପୃକ୍ତ କାହ୍ନା ବାରିକଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁରସ୍ଥିତ ପୋକ୍ସକୋର୍ଟକୁ…

ଶସ୍ତାରେ ମିଳୁଛି ଭଡା ଘର, 1 BHK ଫ୍ଲାଟ ପାଇଁ ଦେବାକୁ ପଡିବ…

ନୂଆଦିଲ୍ଲୀ,୧୮।୪: ଭାରତର ବିଭିନ୍ନ ସହରରେ ଘର ଭଡାର ମୂଲ୍ୟ ଦିନକୁ ଦିନ ବଢୁଛି। ତେବେ କେତେକ ଛୋଟ ଓ ମଧ୍ୟମ ସହରରେ ଭଡା ମୂଲ୍ୟ ଏବେ ବି ସହଜ ରହିଛି। ଭାରତରେ ଦିନକୁ ଦିନ ଜୀବନଧାରଣ ଖର୍ଚ୍ଚ ବୃଦ୍ଧି ପାଉଥିବା ବେଳେ…

Starlink: ଷ୍ଟାରଲିଙ୍କ୍‌ ଆସିବା ପରେ ଭାରତକୁ କ’ଣ ମିଳିବ ଫାଇଦା, କେବେ ମିଳିବ ଭାରତୀୟଙ୍କୁ ସୁବିଧା

ନୂଆଦିଲ୍ଲୀ,୧୮।୪:ଏଲନ ମସ୍କଙ୍କ ଷ୍ଟାରଲିଙ୍କ ସେବା ଭାରତ ଆସିବାକୁ ପ୍ରସ୍ତୁତ ହେଉଛି। ଏଥିପାଇଁ ଷ୍ଟାରଲିଙ୍କ ଭାରତୀୟ ଟେଲିକମ କମ୍ପାନୀ ଜିଓ ଏବଂ ଏୟାରଟେଲ ସହିତ ହାତ ମିଳାଇଛି। ସାଟେଲାଇଟ ମାଧ୍ୟମରେ ଇଣ୍ଟରନେଟ ସେବା ପ୍ରଦାନ କରୁଥିବା ଷ୍ଟାରଲିଙ୍କ ବିଷୟରେ ଲୋକଙ୍କ ମନରେ ଅନେକ…

IPL ୨୦୨୫: ପୁଣି ବଦଳିବେ ରାଜସ୍ଥାନ ରୟାଲ୍ସ ଅଧିନାୟକ? ସାମସନଙ୍କ ଯୋଗୁ ନେବାକୁ ପଡ଼ିପାରେ…

ନୂଆଦିଲ୍ଲୀ,୧୮।୪: ୨୦୨୫ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଏପର୍ଯ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଏବେ ଦଳରେ ଏକ ନୂତନ ସମସ୍ୟା ସୃଷ୍ଟି ହୋଇଛି। ସିଜିନ ମଝିରେ ରାଜସ୍ଥାନକୁ ପୁଣି ଥରେ ଅଧିନାୟକ ପରିବର୍ତ୍ତନ କରିବାକୁ ପଡ଼ିପାରେ। ଏହାର କାରଣ ହେଉଛନ୍ତି ଅଧିନାୟକ…

ବ୍ୟାଙ୍କ୍‌ ଆକାଉଣ୍ଟରେ ଏତେ ଟଙ୍କା ରଖିଲେ ଦେବାକୁ ପଡିପାରେ ଟିକସ? ଜାଣି ନିଅନ୍ତୁ ନ ହେଲେ…

ଆଜିକାଲି, ଅନଲାଇନ ଟଙ୍କା କାରବାର ବୃଦ୍ଧି ପାଉଛି। ଏହାର ଅର୍ଥ ହେଉଛି ଯେ ଅନେକ ଲୋକ ସଞ୍ଚୟ ପାଇଁ ବ୍ୟାଙ୍କ ଆକାଉଣ୍ଟ ଖୋଲିଛନ୍ତି। ଏକ ସଞ୍ଚୟ ବ୍ୟାଙ୍କ ଆକାଉଣ୍ଟରେ କେତେ ଟଙ୍କା ରଖାଯାଇପାରିବ ତାହା ଜାଣିବା ଗୁରୁତ୍ୱପୂର୍ଣ୍ଣ। ଆପଣ ଭାବୁଥିବେ ଆପଣ…

କ’ଣ ଏହି ମଡେଲଙ୍କୁ ଡେଟ୍‌ କରୁଛନ୍ତି ହନି ସିଂ? ଜନ୍ମଦିନ ପାର୍ଟିରେ ହାତ ଧରି…

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ଖ୍ୟାତନାମା ରାପର ହନି ସିଂ। ଜଣେ ମଡେଲଙ୍କ ପାଇଁ ତାଙ୍କ ହୃଦୟରେ ଗୀଟାର, ବୀଣା ବାଜିବା ଆରମ୍ଭ ହୋଇଛି। ସଂଗୀତ ଦୁନିଆରେ ଜବରଦସ୍ତ କମ୍‌ବ୍ୟାକ୍‌ ପରେ ଏବେ ବ୍ୟକ୍ତିଗତ ଜୀବନରେ ବି ଦୁଇପାଦ ଆଗକୁ ବଢ଼ିଛନ୍ତି। ଇଜିପ୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri