Home Left

ବଦଳିଲା ସରକାରୀ ମହାବିଦ୍ୟାଳୟର ନାମ

କୋରାପୁଟ,୧୮ା୪(ଅମିତାଭ ବେହେରା): କୋରାପୁଟ ଲାଣ୍ଡିଗୁଡ଼ାସ୍ଥିତ ସରକାରୀ ମହାବିଦ୍ୟାଳୟର ପୁଣିଥରେ ନାଁ ବଦଳିଛି। ଗତ ୧୬ ତାରିଖରେ ଏହାକୁ ରାଜ୍ୟ ସରକାର ବିଜ୍ଞପ୍ତି ମାଧ୍ୟମରେ ସରକାରୀ ଡିଏଭି ମହାବିଦ୍ୟାଳୟ ନାମରେ ନାମିତ କରିଛନ୍ତି। ଦୀର୍ଘଦିନର ଦାବି ପରେ କଲେଜ ତାର ପୂର୍ବ ନାମ…

‘ମୁଁ ଚହଲଙ୍କୁ ଚଣ୍ଡିଗଡ଼ରେ ଭେଟିଛି’ ୧୬ ବର୍ଷ ତଳର ଫଟୋ ଶେୟାର କରି PBKSର ସହ ମାଲିକାଣୀ Preity Zinta କହିଛନ୍ତି…

ନୂଆଦିଲ୍ଲୀ,୧୮।୪: ପ୍ରୀତି ଜିଣ୍ଟା ବଲିଉଡର ଏକ ଜଣାଶୁଣା ନାମ। ପ୍ରଶଂସକମାନେ ତାଙ୍କୁ ଡିମ୍ପଲ ଗର୍ଲ ଭାବରେ ମଧ୍ୟ ଜାଣନ୍ତି। Preity Zinta ତାଙ୍କ କ୍ୟାରିୟରରେ ଅନେକ ହିଟ ଫିଲ୍ମ କରିଛନ୍ତି, ଯେଉଁଥିରେ ‘ଦିଲ ଚାହତା ହୈ’, ‘କଲ ହୋ ନା ହୋ’,…

ସମ୍ବଲପୁର ସିଆର୍‌ପିଏଫ୍‌ ଗୋଷ୍ଠୀ କେନ୍ଦ୍ର ସର୍ବଶ୍ରେଷ୍ଠ ବିବେଚିତ

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ଭାରତର ସର୍ବବୃହତ ସାମରିକ ବାହିନୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସର ଜନ୍ମଭୂମି ମଧ୍ୟପ୍ରଦେଶର ନିମଚରେ ଗୁରୁବାର ଆୟୋଜିତ ୮୬ତମ ସ୍ଥାପନା ଦିବସ ପରେଡରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୋଗଦେଇ ଡେପୁଟି ଇନ୍ସପେକ୍ଟର ଜେନେରାଲ…

ଚୈତ୍ର ମହୋତ୍ସବ ଝାମୁଯାତ୍ରା ସମ୍ପନ୍ନ

ରିଷିଡ଼ା,୧୮ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବ ଶକ୍ତି ପୀଠରେ ଚାଲିଥିବା ଚୈତ୍ର ମହୋତ୍ସବର ସପ୍ତମ ଦିବସରେ ଝାମୁଯାତ୍ରା ଶୁକ୍ରବାର ସମାପ୍ତ ହୋଇଛି। ମନ୍ଦିର ସମ୍ମୁଖ ପଡ଼ିଆରେ ୯ ଫୁଟର ଦୁଇଟି ନିଆଁ ଖନ୍ଦା…

ୟୁଜିସି ନେଟ୍‌ ପରୀକ୍ଷା ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ ଫର୍ମ ପୂରଣ କରିବାର ଶେଷ ତାରିଖ

ଭୁବନେଶ୍ୱର,୧୮ା୪: ୟୁଜିସି-ନେଟ୍‌ ଜାତୀୟ ଯୋଗ୍ୟତା ପରୀକ୍ଷା ୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଛାତ୍ରୀଛାତ୍ର ଏନେଇ ସରକାରୀ ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଆବେଦନ କରିପାରିବେ। ଫର୍ମ ପୂରଣ କରିବାର ଶେଷ ତାରିଖ ମେ ୭ ରାତି ୧୧ଟା ୫୯…

ନ୍ୟାଶନାଲ ହେରାଲ୍ଡ ସ୍କାମ୍‌ ବିରୋଧରେ ତାତିଲା ଭାଜପା

କେନ୍ଦୁଝର,୧୮ା(ନରେଶ ଚନ୍ଦ୍ର ପଟ୍ଟନାୟକ): ନ୍ୟାଶନାଲ ହେରାଲ୍ଡ ସ୍କାମ୍‌ରେ ୬ ହଜାର କୋଟିର ଅର୍ଥ ଲୁଟ୍‌ରେ ସିଧାସଳଖ ସଂପୃକ୍ତ ଥିବା କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଶୁକ୍ରବାର ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦୁଝର ସହରସ୍ଥିତ କଂଗ୍ରେସ…

ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର

ନିରାକାରପୁର,୧୮ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ନୟାଗଡ଼ ଜିଲା ରଣପୁର ଥାନା…

Gold In Odisha: ଆସିଲା ବଡ଼ ଅପଡେଟ୍‌, ଅକ୍ଷୟ ତୃତୀୟାରେ ଓଡ଼ିଶାରେ କମିବ ନା ଲକ୍ଷେ ଛୁଇଁବ ସୁନା!

ନୂଆଦିଲ୍ଲୀ,୧୮।୪: ଚଳିତ ବର୍ଷ ଅକ୍ଷୟ ତୃତୀୟା ୩୦ ଏପ୍ରିଲରେ ପାଳନ କରାଯିବ। ଲୋକମାନେ ଏହି ଦିନ ସୁନା କିଣିବାକୁ ବହୁତ ଶୁଭ ବୋଲି ଭାବନ୍ତି। କିନ୍ତୁ ଅନେକ ଦିନ ଧରି ସୁନାର ମୂଲ୍ୟ ଆକାଶଛୁଆଁ ହୋଇଛି। ଏପରି ପରିସ୍ଥିତିରେ, ପ୍ରଶ୍ନ ଉଠୁଛି…

IPL 2025: ‘ଗୁଡ ବାୟ ଇଣ୍ଡିଆ’ ଆଇପିଏଲ ୨୦୨୫ ମଝିରେ ଛାଡ଼ି ଚାଲି ଯାଉଛନ୍ତି Pat Cummins? ପତ୍ନୀଙ୍କ ପୋଷ୍ଟକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୮।୪: ଆଇପିଏଲ ୨୦୨୫ରେ, ଗୁରୁବାର ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିଥିଲା। ୱାଙ୍ଖଡେରେ ଖେଳାଯାଇଥିବା ମ୍ୟାଚରେ Pat Cumminsଙ୍କ ଅଧିନାୟକତ୍ୱରେ ଦଳ ଏକ ଶୋଚନୀୟ ପରାଜୟ ବରଣ କରିଥିଲା। ଏହି ପରାଜୟ SRHର ପ୍ଲେଅଫରେ ପହଞ୍ଚିବା ଆଶାକୁ ଏକ ଶକ୍ତ ଧକ୍କା…

ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ, ବାପା-ଭାଇ ଗୁରୁତର

ସାକ୍ଷୀଗୋପାଳ,୧୮ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ କେତକୀ ପାଟଣା ପଞ୍ଚାୟତର ପଦ୍ମପୁର ଗ୍ରାମର ଚାଷୀ ଦୀପ୍ତିରଞ୍ଜନ ବାରିକ (୩୬)ଙ୍କ ବଜ୍ରପାତରେ ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ବାପା କାଶୀନାଥ ବାରିକ ଓ ମଝିଆ ଭାଇ ସୌମ୍ୟରଞ୍ଜନ ବାରିକ…

New Toll System: ମେ’୧ରୁ ଲାଗୁ ହେବ ନୂଆ ଟୋଲ ସିଷ୍ଟମ? ବନ୍ଦ ହୋଇଯିବ କି FASTag ସିଷ୍ଟମ, ଜାଣନ୍ତୁ ଏହାର ଉତ୍ତର

ନୂଆଦିଲ୍ଲୀ,୧୮।୪: ସାଟେଲାଇଟ-ଆଧାରିତ ଟୋଲିଂ ସିଷ୍ଟମ ୧ ମଇ, ୨୦୨୫ ରୁ ଆରମ୍ଭ ହେବ। ଏହି ସିଷ୍ଟମ ପୂର୍ବରୁ ଥିବା FASTag-ଆଧାରିତ ଟୋଲ ସଂଗ୍ରହ ସିଷ୍ଟମକୁ ବଦଳାଇବ। ଆଜିକାଲି ଏପରି ଅନେକ ଖବର ଦ୍ରୁତ ଗତିରେ ପ୍ରସାରିତ ହେଉଛି। ଏ ସମ୍ପର୍କରେ ସରକାରଙ୍କ…

ପାତାଳି ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ପ୍ରସ୍ତୁତି

ଅମରପାଲି,୧୮ା୪(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ରରେ ରଥ ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପାତାଳୀ ଟ୍ରଷ୍ଟ ସାଧାରଣ ସମ୍ପାଦକ ଉତ୍ତର କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ୨୦ତମ ପାତାଳି ମହୋତ୍ସବର ସମୀକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri