କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…
ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍ ଅଫ୍ ନଲେଜ୍ ବିଦ୍ୟାଳୟର କୁନି କୁନି ଶିଶୁମାନେ ଧୁମଧାମରେ ୮୦ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୋଦ କୁମାର…
କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ
କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗଦେଇ…
ରାଇକିଆରେ ୮୦ତମ ସ୍ବାଧୀନତା ଦିବସ
ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ…
ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ
ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ…
ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…
ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ ଗିଲ ଟସ ଜିତିଥିଲେ। କେଏଲ ରାହୁଲ, ଯଶସ୍ବୀ ଜୟସ୍ବାଲଙ୍କ ସହ ମିଶି ଟିମ…
ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ
ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ ଦୁଇ ଜଣ ଦୁର୍ବୁତ୍ତ ପଶି ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ କରି ନେଇଛନ୍ତି…
ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ
ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ, ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍ ଟିମ୍ ପହଞ୍ଚି ନିଖୋଜ…
କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…
କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍ ପଡ଼ିଆଠାରେ ଆୟୋଜିତ ବ୍ଲକସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୁନି ସାହୁ…
ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ବରଗଡ…
କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ
ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ ସେ ଜିଲାର ବିଭିନ୍ନ ଲୋକନୃତ୍ୟ, ଲୋକସଂସ୍କୃତି, ଦେବୀପୀଠ ଓ ପ୍ରାକୃତିକ ସ୍ଥଳୀ ପରିଦର୍ଶନ…
ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ
ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ…
ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍ ବାଲାନ୍ସ, ମାଲାମାଲ୍ ହେବେ…
ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ ଗ୍ରହଙ୍କ ଯୁତି (ସଂଯୋଗ) ନିର୍ମାଣ ହେବ। ଏହି ଯୁତିର ପ୍ରଭାବ କେଉଁ କେଉଁ…

