Home Left

କୋଟିଆରେ ଆଧାର କେୱାଇସିକୁ ନେଇ ଦ୍ୱନ୍ଦ୍ୱ

ପଟ୍ଟାଙ୍ଗି,୧୭ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ ଗ୍ରାମଗୁଡ଼ିକରେ ଆନ୍ଧ୍ର-ଓଡ଼ିଶାର କାର୍ଯ୍ୟକଳାପକୁ ନେଇ ସୀମାନ୍ତବାସୀ ଦ୍ୱନ୍ଦ୍ୱରେ। କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ତଥା ନେରିଡିବାଲସାରେ ମାର୍ଚ୍ଚ ୩୧ରେ ପଡ଼ୋଶୀ ଆନ୍ଧ୍ରର ସାଲୁର ବ୍ଲକ୍‌ ପ୍ରଶାସନ ପହଞ୍ଚି ନେଟୱର୍କ ବା…

ଆନ୍ଦୋଳନକୁ ଓହ୍ଲାଇବ ଆଦିବାସୀ ମହାସଂଘ

ପାରଳାଖେମୁଣ୍ଡି,୧୭ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅନୁକୁମ୍ବା ଆବାସିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ ଛାତ୍ର ଋତୁରାଜ ଗମାଙ୍ଗଙ୍କ ଗତ ୧୪ ତାରିଖରେ ମୃତ୍ୟୁ ଘଟଣାକୁ ନେଇ ଜିଲା ଆଦିବାସୀ ମହାସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ଋତୁରାଜଙ୍କ…

ମହାନଦୀ ଉପରେ ଦ୍ବିତୀୟ ସେତୁର ଶିଳାନ୍ୟାସ: ବରଗଡ଼ରୁ ଝାରସୁଗୁଡ଼ାକୁ କରିବ ସଂଯୋଗ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଳକର ଜରିମୁଲିରୁ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଳକ ଅନ୍ତର୍ଗତ ପୁଝାରୀପାଲିକୁ ମହାନଦୀ ଉପରେ ଦ୍ବିତୀୟ ସେତୁର ଶିଳାନ୍ୟାସ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆଭାସୀ ମାଧ୍ୟମରେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ…

ଶିଶୁକନ୍ୟାଙ୍କୁ ବଳାତ୍କାର, ଯୁବକ ଗିରଫ

ଫୁଲବାଣୀ,୧୭ା୪ (ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍‌ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଅନନ୍ତ…

ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌ରେ ଗୋଟିଏ ପରିବାରର ୧୦ ଜଣଙ୍କ ମୃତ୍ୟୁ

ଗାଜାଷ୍ଟ୍ରିପ୍‌,୧୭।୪: ଗାଜା ଉପରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ ଯୋଗୁ ଗୋଟିଏ ପରିବାରର ୧୦ ଜଣଙ୍କ ସମେତ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ରାତିରୁ ଏହି ଆକ୍ରମଣ ଜାରି ରହିଥିଲା। ଗାଜାକୁ ୬ ସପ୍ତାହ ପର୍ଯ୍ୟନ୍ତ ଖାଦ୍ୟ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ…

ନାବାଳିକା ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ବରଗଡ଼,୧୭।୪,(ପ୍ରେମାନନ୍ଦ ଖମାରୀ): ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତ ଉଗ୍ରସେନ ବାରିକ ପ୍ରମାଣ ଅଭାବରୁ ବୁଧବାର ର୍ନିଦ୍ଦୋଷରେ ଖଲାସ ହୋଇଛନ୍ତି । ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ଗ୍ରାମରେ ଅଭିଯୁକ୍ତ ଉଗ୍ରସେନ ଏକ ସେଲୁନ…

ବସ୍‌ ଅଟକ ରଖି ପ୍ରତିବାଦ କଲେ ମହିଳା

ସମ୍ବଲପୁର,୧୭ା୪(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଟାମ୍ପରଗଡ ପଞ୍ଚାୟତର ବିଭିନ୍ନ ଗାଁକୁ ମୁଖ୍ୟମନ୍ତ୍ରୀ ବସ୍‌ ଚଳାଚଳ କରିବାକୁ ଦାବି ହୋଇଛି। ଗୁରୁବାର ପଞ୍ଚାୟତ ଅଧୀନ ଧଳପାଲ ଛକରେ ଶତାଧିକ ମହିଳା ମୁଖ୍ୟମନ୍ତ୍ରୀ ବସକୁ ଅଟକାଇ ପ୍ରତିବାଦ କରିଥିଲେ। ଯଦ୍ୱାରା…

ସୋମବାର ଏସବୁ ଅଞ୍ଚଳରେ ପାଣି ବନ୍ଦ, ଛଟପଟ ହେବେ ରାଜଧାନୀବାସୀ!

ନୂଆଦିଲ୍ଲୀ,୧୭।୪: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆଗାମୀ ସୋମବାର ଆପଣଙ୍କୁ ପାଣି ଅଭାବର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆମେ ଏହା କହୁନାହୁଁ, ବରଂ ଏହି ସୂଚନା ଦିଲ୍ଲୀ ଜଳ ବୋର୍ଡ ଦେଇଛି। ପରେ ଯେପରି ସେମାନଙ୍କୁ ପାଣି ଅଭାବର ସମ୍ମୁଖୀନ…

ଦୁଗ୍ଧର ଉଚିତ ଦାମ୍‌ ଦିଆଯାଉ

ବୌଦ୍ଧ,୧୭।୪(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ବୀରନରସିଂହପୁର ଦୁଗ୍ଧ ସମିତିରେ ଚାଷୀଙ୍କଠାରୁ କମ୍‌ ଦାମ୍‌ରେ କ୍ଷୀର କିଣାଯାଉଛି। ଏ ନେଇ ଚାଷୀମାନେ ଗୁରୁବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ପୂର୍ବରୁ ଓମ୍‌ଫେଡ ଆନାଲାଇଜର ମେଶିନ ଦ୍ୱାରା…

ବିଧାୟକଙ୍କ ଦ୍ବାରା ନଦୀଜଳ ସଂରକ୍ଷଣ ପ୍ରକଳ୍ପ ଉଦଘାଟିତ

ଦିଗପହଣ୍ଡି,୧୭।୪,(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଜକମେରୀପଲ୍ଲୀ ଗ୍ରାମ ରାମନଦୀରେ ରାଜ୍ୟ ଜଳସମ୍ପଦ ବିଭାଗ ପକ୍ଷରୁ ୫୯.୯୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଅନ୍ତଃ ନଦୀଜଳ ସଂରକ୍ଷଣ ପ୍ରକଳ୍ପର ଶୁଭ ଉଦଘାଟନ ହୋଇଯାଇଛି। ଚିକିଟି ଜଳସମ୍ପଦ…

CBI ଚଢାଉ ପରେ ଦିଲ୍ଲୀରେ ରାଜନୈତିକ ବାତାବରଣ ସରଗରମ, AAPର ଅନେକ ନେତା ଭାଜପା ସମ୍ପର୍କରେ

ନୂଆଦିଲ୍ଲୀ,୧୭।୪: ବିଧାନସଭା ନିର୍ବାଚନ ଶେଷ ହେବା ପରେ ମଧ୍ୟ, ଦିଲ୍ଲୀ ରାଜନୀତିରେ ପରିବର୍ତ୍ତନ ଏବଂ ଅନ୍ୟମାନଙ୍କ ବିଶ୍ୱାସ ପରିବର୍ତ୍ତନ କରିବାର ପ୍ରୟାସ ଜାରି ରହିଛି। ଆମ ଆଦମୀ ପାର୍ଟି(AAP)ର ଅନେକ ନେତା ଏବଂ କାଉନସିଲର ଆଜିକାଲି ବରିଷ୍ଠ ଭାଜପା ନେତାଙ୍କ ସହ…

ଫ୍ରେଞ୍ଚ ଓପନରେ ସମ୍ମାନିତ ହେବେ ନାଡାଲ

ପ୍ୟାରିସ,୧୭ା୪: ଆସନ୍ତା ମେ’ ୨୫ ତାରିଖରେ ଫ୍ରେଞ୍ଚ ଓପନ ତଥା ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟ ଆରମ୍ଭ ହେବ। ଟୁର୍ନାମେଣ୍ଟର ଉଦ୍‌ଘାଟନୀ ଦିନ ଅବସରପ୍ରାପ୍ତ ୧୪ ଥରର ଚାମ୍ପିୟନ ରାଫେଲ ନାଡାଲଙ୍କୁ ସମ୍ମାନିତ କରାଯିବ। ରାଫାଲଙ୍କ ଫ୍ରେଞ୍ଚ ଓପନ ଇତିହାସରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri