ବିଶ୍ବ କଳା ଦିବସ: କଳା ବଦଳିଲେ ବି ସତ୍ୟ ଲୁଚିବ ନାହିଁ
ବରଗଡ଼, ୧୭।୪(ପ୍ରେମାନନ୍ଦ ଖମାରୀ): ପ୍ରତିଟି ମଣିଷ ଭିତରେ ଆତ୍ମ ଅଭିବ୍ୟକ୍ତି ଓ ଆତ୍ମପ୍ରତିଷ୍ଠାର ମୋହ ରହିଛି। ଅର୍ଥାତ୍ ମଣିଷ ସର୍ବଦା ଚାହୁଁଥାଏ ଯେ, ଯାହା ଅଛି ସେ ତାହାଠାରୁ ଅଧିକ ହୋଇ ଦୁନିଆରେ ନିଜକୁ ସାବ୍ୟସ୍ତ କରିବ। ତେଣୁ ଅନ୍ୟମାନଙ୍କ ପରି…
ଧାନକେଣ୍ଡାରେ ଅଗାଡ଼ି, ଜିଲାପାଳଙ୍କୁ ଫେରାଦ
ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡ଼ବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି। ବର୍ତ୍ତମାନ ଫସଲର ଧାନକେଣ୍ଡା ଅଗାଡ଼ି ହୋଇଯାଉଥିବା ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ…
‘ବସିଥିବା ଡାଳକୁ ହାଣୁଛନ୍ତି ଶାହା’
କୋଲକାତା,୧୭ା୪: ମୁର୍ଶିଦାବାଦରେ ଓ୍ବକ୍ଫ ଆଇନ ବିରୋଧୀ ହିଂସା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କୁ ଦାୟୀ କରିଛନ୍ତି। ମମତା କହିଛନ୍ତି, ସଂଘୀୟ ସଂସ୍ଥାଗୁଡ଼ିକ ଭାଜପା ଏବଂ ଶାହାଙ୍କ ନିୟନ୍ତ୍ରଣରେ ରହିଛି। ସେମାନେ ବାଂଲାଦେଶରୁ ଆପରାଧିକ…
Naveen Patnaik: ପୁଣି ନିର୍ବାଚନ ଲଢିବେ ନବୀନ
ଭୁବନେଶ୍ୱର,୧୭ା୪(ସୁନିତ୍ ମିଶ୍ର): ବିଜେଡି ସଭାପତି ପଦ ଲାଗି ନବୀନ ପଟ୍ଟନାୟକ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବେ। ଦଳର ରିଟର୍ନିଂ ଅଫିସର ପ୍ରତାପ ଦେବଙ୍କୁ ସେ ତାଙ୍କର ନାମାଙ୍କନପତ୍ର ଦେବେ। ଏହି ଅବସରରେ ନବୀନଙ୍କ ସହ ଦଳର ବହୁ ବରିଷ୍ଠ ଏବଂ…
World Haemophilia Day: ଆଜି ବିଶ୍ୱ ହେମୋଫିଲିଆ ଦିବସ: ଜାଣନ୍ତୁ ଏହି ରୋଗର ଚିହ୍ନଟ,ଚିକିତ୍ସା,ନିବାରଣମୂଳକ ବ୍ୟବସ୍ଥା..
ହେମୋଫିଲିଆ ଏକ ଜିନ୍ ରୋଗ ଓ ବଂଶାନୁକ୍ରମିକ। ଏହା ଏକ ରକ୍ତଜନିତ ରୋଗ। ପରିବାରର ଏକାଧିକ ବ୍ୟକ୍ତି ଏହି ରୋଗଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି। ମହିଳା ବା କନ୍ୟାସନ୍ତାନମାନେ ହେଉଛନ୍ତି ତ୍ରୁଟିଯୁକ୍ତ ଜିନ୍ର ବାହକ। ଏମାନଙ୍କଠାରେ ରୋଗଣା ଜିନ୍ ଥିଲେ ମଧ୍ୟ ଏମାନେ…
ଶ୍ରୀକାନ୍ତଙ୍କ ଘରକୁ ଅଖିଳେଶଙ୍କ ଆସିବା ନେଇ ରାଜନୀତି
ଭୁବନେଶ୍ୱର, ୧୭ା୪(ସୁନିତ୍ ମିଶ୍ର): ସମାଜବାଦୀ ପାର୍ଟି(ଏସ୍ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର୍ ଧରିବା ଆରମ୍ଭ ହୋଇଛି। ଅଖିଳେଶ ଭୁବନେଶ୍ବର ଆସି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ସହ ସାମାଜିକ ନ୍ୟାୟ ଉପରେ ଖବରଦାତା ସମ୍ମିଳନୀ…
ଆଜି ଓଡ଼ିଶା ଆସୁଛନ୍ତି ଗଡକରୀ, ବହୁ ପ୍ରକଳ୍ପର ଶିଳାନ୍ୟାସ କରିବେ
ଭୁବନେଶ୍ୱର, ୧୭ା୪(ସୁନିତ୍ ମିଶ୍ର): ଓଡ଼ିଶାରେ ଏନ୍ଏଚ୍ଏଆଇର ଅନେକ ପ୍ରକଳ୍ପର ଶିଳାନ୍ୟାସ ଗୁରୁବାର କରାଯିବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ପ୍ରାୟ ୪…
ଇଣ୍ଡିଆ ମେଣ୍ଟ ସଂକଳ୍ପକୁ ଅଧିକ ସଶକ୍ତ କରିବା ଆବଶ୍ୟକ: ଅଖିଳେଶ
ଭୁବନେଶ୍ୱର,୧୭ା୪(ସୁନିତ୍ ମିଶ୍ର): ସମାଜବାଦୀ ପାର୍ଟି (ଏସ୍ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଅଚାନକ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଜୋର୍ ଧରିଛି। ଏହି ଗସ୍ତ କାଳରେ ସେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ବାସଭବନକୁ ଯାଇ ତାଙ୍କୁ ଭେଟିବା…
IAS ଅଫିସର ନେବେ AI ତାଲିମ
ଭୁବନେଶ୍ୱର,୧୭ା୪(ସୁନିତ୍ ମିଶ୍ର): ରାଜ୍ୟର ସରକାରୀ ଅଫିସରମାନଙ୍କୁ ‘କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ପ୍ରୟୋଗ ଉପରେ ବ୍ୟାବହାରିକ ତାଲିମ ନିମନ୍ତେ ବୁଧବାର ଲୋକସେବା ଭବନ ସ୍ଥିତ ରାଜ୍ୟ କନ୍ଭେନସନ୍ ସେଣ୍ଟରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ୱାଧ୍ୱାନି ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଏକ…
Milk Production Odisha: ଦୁଗ୍ଧ ଉତ୍ପାଦନ: ରାଜ୍ୟରେ ବଢ଼ିଛି, ୧୩ ଜିଲାରେ କମିଛି
ଦେଶର ଅର୍ଥନୀତି ସୁଦୃଢ଼ କରିବାରେ ପ୍ରାଣିସମ୍ପଦର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ଗ୍ରାମାଞ୍ଚଳର ଅନେକ ପରିବାର ଦୁଗ୍ଧ ଉତ୍ପାଦନ କରି ଗୁଜରାଣ ମେଣ୍ଟାଉଛନ୍ତି। ଏହି କ୍ରମରେ ଭାରତ ବିଶ୍ୱର ସର୍ବୋଚ୍ଚ ଦୁଗ୍ଧ ଉତ୍ପାଦନକାରୀ ରାଷ୍ଟ୍ର ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛି। ଦେଶରେ ୨୦୨୩-୨୪…
ରାଉରକେଲାରେ ହାଜତ ମୃତ୍ୟୁ
ଷ୍ଟିଲ୍ ସିଟି ରାଉରକେଲାରେ ଗତ ସପ୍ତାହକ ମଧ୍ୟରେ ୫ଟି ହତ୍ୟାକାଣ୍ଡ ଘଟିବା ପରେ ସହରରେ ଆଇନଶୃଙ୍ଖଳା ବ୍ୟବସ୍ଥା ବିଗିଡ଼ି ଯାଇଥିବା କୁହାଯାଉଥିବାବେଳେ ଏବେ ଅବକାରୀ ପୋଲିସ ମାଡ଼ରେ ଜଣେ ଗିରଫ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଗିରଫର ମାତ୍ର ୨୪ଘଣ୍ଟା…
ଜନ୍ତୁ ଶିକାର ଉଦ୍ୟମ ପଣ୍ଡ: ବନ ବିଭାଗ ଦ୍ୱାରା ୨ ଗିରଫ
ଦେବଗଡ,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡ ତଥା ଦେବଗଡ ବନାଞ୍ଚଚଳ(ଦେବଗଡ ଫରେଷ୍ଟ ସେକ୍ସନ) ଅନ୍ତର୍ଗତ ଦେଓଝରଣ ଗ୍ରାମ ନିକଟସ୍ଥ ଝାଡେଶ୍ୱର ପିଆରଏଫ (ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ)ମଧ୍ୟରେ ବଣ୍ୟଜନ୍ତୁ ଶିକାର ଉଦ୍ୟମବେଳେ ବନ ବିଭାଗ ୨ ଜଣ ଶିକାରୀଙ୍କୁ ଗିରଫ କରିଛି ।…
Archives


