Home Left

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୪(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ ହେଉଛି। ଏହାକୁ ନେଇ ବିଭାଗ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ନିର୍ଦ୍ଧାରିତ ସମୟ…

କେମିତି ମିଳିବ ନୂଆ LPG କନେକ୍ସନ, ଖର୍ଚ୍ଚରୁ ନେଇ ଆବେଦନ ଯାଏ; ଜାଣନ୍ତୁ ପୁରା ପ୍ରକ୍ରିୟା…

ନୂଆଦିଲ୍ଲୀ,୧୬।୪: ଭାରତରେ ରୋଷେଇ ପାଇଁ ଅନେକ ପରିବାର ପାଇଁ ଏଲପିଜି ଗ୍ୟାସ ସଂଯୋଗ ଏବେ ଏକ ଅତ୍ୟାବଶ୍ୟକ ସେବା ପାଲଟିଛି। ଯଦି ଆପଣ ଏକ ନୂତନ ଏଲପିଜି ସଂଯୋଗ ନେବାକୁ ଚାହୁଁଛନ୍ତି, ତେବେ ଏହି ପ୍ରକ୍ରିୟା ଏବେ ପୂର୍ବ ଅପେକ୍ଷା ବହୁତ…

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ

କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ ବାଳିକା ଆଶ୍ରମରେ ଅନ୍ତେବାସୀଙ୍କୁ ମଧ୍ୟାହ୍ନ ଭୋଜନରେ ବ୍ୟାପକ ଦୁର୍ନୀତି ହେଉଥିବା ଜଣାପଡିଛି। ଏହି ଆଶ୍ରମରେ…

ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି

ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ଉକ୍ତ ଗ୍ରାମର ମହିଳା ଏବଂ ପୁରୁଷ। ବୁଧବାର ପୋଖରା ଗ୍ରାମର ବାଗ…

ଥଣ୍ଡା ଭଲ କରିବା ପାଇଁ ୪ବର୍ଷର ଶିଶୁକୁ ସିଗାରେଟ ପିଆଇଲେ ଡାକ୍ତର

ନୂଆଦିଲ୍ଲୀ,୧୬।୪: ଉତ୍ତର ପ୍ରଦେଶର ଜଲାଉନ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଓ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଏକ ସାମୁଦାୟିକ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ କାର୍ଯ୍ୟ କରୁଥିବା ଡାକ୍ତର ସୁରେଶ ଚନ୍ଦ୍ରା ଜଣେ ଚାରି ବର୍ଷର ପିଲାକୁ ଥଣ୍ଡା ଭଲ କରେଇବା ପାଇଁ…

Video: ନଦୀରେ ପଶି ରିଲ୍ ଶୁଟିଂ କରୁଥିଲେ ମହିଳା, ପ୍ରବଳ ସ୍ରୋତରେ ଭାସିଗଲେ

ନୂଆଦିଲ୍ଲୀ,୧୬ା୪: ଉତ୍ତରାଖଣ୍ଡରେ ଏକ ରିଲ୍ ସୁଟିଂ କରୁଥିବା ସମୟରେ ଜଣେ ମହିଳା ନଦୀରେ ବୁଡ଼ି ଭାସି ଯାଇଛନ୍ତି। ଯାହା ନେପାଳର ଏକ ପରିବାର ପାଇଁ ଏକ ମଜାଦାର ଛୁଟି ଏକ ଦୁଃଖଦ ଘଟଣାରେ ପରିଣତ ହୋଇଛି। ଉତ୍ତରାକାଶୀରେ ମହିଳା ଜଣକ ଗଙ୍ଗାର…

ଚୁପ୍‌ ରହିଲେ ମିଳିବ ୧ଲକ୍ଷ ଡଲାର…ଏହି ମହିଳାଙ୍କୁ ମସ୍କ କାହିଁକି ଦେଲେ ଏମିତି ସାଂଘାତିକ ଅଫର୍‌

ନୂଆଦିଲ୍ଲୀ,୧୬।୪: ଆମେରିକୀୟ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଆଶ୍ଲେଷ୍ଟ କ୍ଲେୟାର (୨୬) ଦାବି କରିଛନ୍ତି ଯେ ଟେସଲା ଓ ସ୍ପେସଏକ୍ସ ମୁଖ୍ୟ ଏଲନ ମସ୍କ (୫୩) ତାଙ୍କ ପିଲାର ବାପା। ସେ ଅଭିଯୋଗ କରିଛନ୍ତି ଯେ ମସ୍କ ତାଙ୍କୁ ଏହି ବିଷୟରେ ଚୁପ…

Jio Plan: ୨୬ଟଙ୍କାରେ ମିଳିବ ମାସେ ଯାଏ ଭ୍ୟାଲିଡିଟି, ଜିଓର ଧମାକାଦାର ପ୍ଲାନ

ନୂଆଦିଲ୍ଲୀ,୧୬।୪: ଜିଓ ୟୁଜର୍ସଙ୍କ ପାଇଁ ଖୁସି ଖବର। ଏଣିକି ଉପଭୋକ୍ତାମାନଙ୍କୁ ମାତ୍ର ୨୬ ଟଙ୍କାରେ ୨୮ ଦିନର ବୈଧତା ସହିତ ସବୁଠାରୁ ଶସ୍ତା ପ୍ଲାନ ମିଳିବ। ଏହି ପ୍ଲାନର ଲାଭ କିଏ ନେଇପାରିବ, କିପରି ନେଇପାରିବେ ଆସନ୍ତୁ ଜାଣିବା। ୨୬ ଟଙ୍କାର…

ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ମହିଳାଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ସମାପଲ୍ଲୀ…

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର ହେମ୍ବ୍ରମଙ୍କୁ ଦୀର୍ଘ ୨୫ ବର୍ଷ ପରେ କେନ୍ଦୁଝର ଜେଲରୁ ମୁକ୍ତି ପାଇଛନ୍ତି। ସୂଚନା ଅନୁସାରେ,…

ବନ୍ଦ ହୋଇଯିବ କି ଆପଣଙ୍କ Instagram, Facebook? ଏ ହେଉଛି ବଡ଼ କାରଣ…

ନୂଆଦିଲ୍ଲୀ,୧୬।୪: ମେଟା ଏକ ଆଣ୍ଟିଟ୍ରଷ୍ଟ ମାମଲା ସାମ୍ନା କରୁଛି। ଏହି ପରୀକ୍ଷଣ ଯୋଗୁ କମ୍ପାନୀ Instagram ଏବଂ WhatsApp ହରାଇପାରେ। ମେଟା ବିରୋଧରେ ଅନେକ ଅଭିଯୋଗ ଆସିଛି। ଏହି ମାମଲା ୨୦୨୦ ମସିହାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାର୍ଯ୍ୟକାଳ ସମୟରେ…

ଓଡ଼ିଶାରେ ସବୁ ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ, ଦୁଇଦିନରେ ଛୁଇଁବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ସୁନା ମୂଲ୍ୟ ଅଭୂତପୂର୍ବ ଉଚ୍ଚତାରେ ପହଞ୍ଚିଛି। ୧୦ ଗ୍ରାମ ପାଇଁ ମୂଲ୍ୟ ୯୬,୦୦୦ ଟଙ୍କା ଅତିକ୍ରମ କରିଛି। ଭୁବନେଶ୍ୱର ବଜାରରେ, ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୯୯୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ପାଇଁ ସର୍ବକାଳୀନ ଶୀର୍ଷରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri