Home Left

ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…

ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ପୁଅର ଦୁଇଟି ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଖୁସିଖବର ଦେଇଛନ୍ତି।…

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍‌ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ ମିଳିଛି। ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଉକ୍ତ ଟ୍ରେନ୍‌ଟି ଧାମରାରୁ…

ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ

ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ କଟକ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଆୟ ବର୍ହିଭୁତ ସମ୍ପତି…

ଘରୁ ବାହାରିଲେ ପାଦେପାଦେ ବିପଦ: ଏଣିକି  ନିଜ ଲଢ଼େଇ ନିଜର, ତାଲିମ ନେବାକୁ ଅଧ୍ୟକ୍ଷ ଦେଲେ ଆହ୍ବାନ 

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଛି। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଉକ୍ତ ଶିବିରକୁ ପ୍ରଦୀପ ପ୍ରଜ୍ବଳନ କରି ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହଛନ୍ତି,…

Watch Video:ମ୍ୟାଚ୍‌ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍‌ଙ୍କୁ କହିଲେ, ମୋତେ ଦେଖ…

ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ ଲକ୍ଷ୍ୟ ଆଗରେ କେକେଆର ମାତ୍ର ୯୫ ରନ କରିବାକୁ ସକ୍ଷମ ହୋଇଥିଲା। ଏହା ପଞ୍ଜାବର…

ଏଣିକି ସ୍କୁଲରେ ମୋବାଇଲ୍‌ ମନା: ଜାଣନ୍ତୁ କ’ଣ ରହିଛି କାରଣ

ଡେନମାର୍କ,୧୬।୪: ପିଲାମାନଙ୍କ ଭବିଷ୍ୟତ ଏବଂ ମାନସିକ ସ୍ବାସ୍ଥ୍ୟକୁ ଧ୍ୟାନରେ ରଖି, ଡେନମାର୍କ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦେଶର ସରକାର ନିକଟରେ ଘୋଷଣା କରିଛନ୍ତି, ଖୁବ ଶୀଘ୍ର ୭ ରୁ ୧୭ ବର୍ଷ ବୟସର ପିଲାମାନଙ୍କ…

ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍‌

ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ। ଏବେ ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ସ୍ବାୟତ୍ତତା ପାଇଁ ତାଙ୍କ ପୁଅ ତଥା…

ଭାରତର ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୫ ବିଚାରପତି

ନୂଆଦିଲ୍ଲୀ, ୧୬।୪ (ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ କେବଳ ୧୫ ଜଣ ବିଚାରପତି ରହିଛନ୍ତି। ମଙ୍ଗଳବାର ଜାରି ହୋଇଥିବା ‘ଇଣ୍ଡିଆ ଜଷ୍ଟିସ୍‌ ରିପୋର୍ଟ ୨୦୨୫’ରୁ ଏହି ତଥ୍ୟ ସାମ୍‌ନାକୁ ଆସିଛି। ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୫୦ ବିଚାରପତି ରହିବା…

ପୋଷାକକୁ ନେଇ ବିବାଦରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି

ଓ୍ବାଶିଂଟନ, ୧୬।୪:ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜି୍ୟକ ଯୁଦ୍ଧ ସୋସିଆଲ ମିଡିଆରେ ପହଞ୍ଚିଛି। ଏକ ଖବରଦାତା ସମ୍ମିଳନୀରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି କାରୋଲିନ ଲିଭିଟ୍‌ ପିନ୍ଧିଥିବା ପୋଷାକକୁ ନେଇ ସମାଲୋଚନାର ଶିକାର ହୋଇଛନ୍ତି। ଚାଇନାର କୂଟନୀତିଜ୍ଞ ଝାଙ୍ଗ ଝିଶେଙ୍ଗ…

ଶରଣକୁଳ ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ନେଉଥିଲେ…

ଭୁବନେଶ୍ୱର,୧୬।୪(ସତ୍ୟଜିତ୍‌ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ନୟାଗଡ଼ ଜିଲା ଶରଣକୁଳ ଥାନା ଏସ୍‌ଆଇ ରାଜେଶ କୁମାର ଶ୍ରୀଚନ୍ଦନ (୨୦୧୭ ବ୍ୟାଚ୍‌) ମଙ୍ଗଳବାର…

ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ, ରାହୁଲଙ୍କ ନାଁରେ ଇଡିର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୬।୪:ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ଚାର୍ଜଶିଟ୍‌ରେ କଂଗ୍ରେସ ଏମ୍‌ପି ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ଦଳର ଦରିଆପାରି ଶାଖା ମୁଖ୍ୟ ସାମ୍‌ ପିଟ୍ରୋଡାଙ୍କ ସମେତ ଦଳ ସହ ସମ୍ପୃକ୍ତ…

ବିଭିନ୍ନ ଦାବି ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ):ସୋରଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋରଡ଼ା ଏବଂ ବେଲଗୁଣ୍ଠାରେ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ନାରୀ ସୁରକ୍ଷା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏହି ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏଥିସହ ବର୍ଦ୍ଧିତ ଗ୍ୟାସ ଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri